୨ ଶିକ୍ଷକଙ୍କ ଘରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ଗହଣା, ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ

ପାଟଣା,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଦୁଇ ଜଣ ଶିକ୍ଷକଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଉକ୍ତ ଗ୍ରାମର ଶିକ୍ଷକ ଜଗବନ୍ଧୁ ନାଏକ ଓ ନିତ୍ୟାନନ୍ଦ ମହାନ୍ତଙ୍କ ଘର ଗ୍ରିଲ ଭାଙ୍ଗି ଦୁର୍ବୃତ୍ତ ଆଲମୀରାରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଚୋରିକରି ନେଇଥିବା ଜଣାପଡିଛି। ଏ ନେଇ ତୁରୁମୁଙ୍ଗା ଥାନାରେ ଅଭିଯୋଗ ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ସମାନ ଢଙ୍ଗରେ ଗତ ବୁଧବାର ରାତିରେ ରେତୁରୁମୁଙ୍ଗା ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘର ଆଲମୀରା ଭାଙ୍ଗି ଚୋରି ହୋଇଥିବା ଘଟଣାରେ କୌଣସି ଚୋରଙ୍କୁ ଧରିବାରେ ପୋଲିସ ସଫଳ ହୋଇପାରି ନ ଥିବାରୁ ଖୁବ୍‌ଶୀଘ୍ର ଚୋରଙ୍କୁ ଧରିବା ଓ ରାତିରେ ପାଟ୍ରୋଲିଂକୁ କଡାକଡି କରିବା ଲାଗି ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri