୨ ସପ୍ତାହରେ ୭୪ ହଜାରରୁ ଦେଢ଼ ଲକ୍ଷ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ସାଢ଼େ ୬ ହଜାରରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ୨ ସପ୍ତାହ ତଳେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୭୪ ହଜାର ୨୮୧ ଥିଲା। ଏବେ ଏହା ଦେଢ଼ ଲକ୍ଷ ଟପିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୫୧ ହଜାର ୮୭୬ ରହିଛି। ସେହିପରି ମୃତକଙ୍କ ସଂଖ୍ୟା ୪ ହଜାର ୩୪୬ରେ ପହଞ୍ଚିଛି। ମେ ୧୩ରେ ମୃତକଙ୍କ ସଂଖ୍ୟା ୨ ହଜାର ୪୧୫ ଥିଲା। ଏହା ଗତ ୨୪ ଘଣ୍ଟା ମଧ୍ୟରେ ୬ ହଜାର ୬୮୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନା ସଂକ୍ରମଣ ଯୋଗୁ ୧୭୦ ଜଣଙ୍କ ମୃତ୍ୟୁ ଘଟିଛି। ଗତ ଦୁଇ ସପ୍ତାହ ମଧ୍ୟରେ ୨୪ ଘଣ୍ଟାରେ ହାରାହାରି ୧୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟୁଛି। ସେହିପରି ପ୍ରତି ୨ ଦିନରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୨ ହଜାରରୁ ଅଧିକ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଡଚ୍‌ ରାଜ ଦମ୍ପତି

ନୂଆଦିଲ୍ଲୀ,୧୪।୧୦: ନେଦରଲ୍ୟାଣ୍ଡସ୍‌ର ରାଜା ଓ୍ବିଲିୟମ ଆଲେକଜାଣ୍ଡର ଓ ରାଣୀ ମାକ୍ସିମା ସୋମବାର ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ରାଜ...

ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୪।୧୦:ସ୍ବାଧୀନତା ସଂଗ୍ରାମୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ଆଜି ଜନ୍ମଦିବସ। ତାଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।...

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୫।୯ (ବ୍ୟୁରୋ): ଓଡ଼ିଶାରେ ଶୁକ୍ରବାର ୪ ହଜାର ୩୮୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଗୋଟିଏ ଦିନରେ ରାଜ୍ୟରେ ଏତେ ସଂଖ୍ୟକ...

ଭାରତୀୟ ନମସ୍କାର ସଂସ୍କୃତି ଏବେ ଅନ୍ତର୍ଜାତୀୟ ସ୍ତରରେ: ବିଶ୍ୱନେତାଙ୍କୁ ବି ଆସିଲା ପସନ୍ଦ

ନୂଆଦିଲ୍ଲୀ,୧୫।୩ : ଭାରତୀୟ ସଂସ୍କୃତିର ଅଭିନ୍ନ ଅଙ୍ଗ କୁହାଯାଉଥିବା ନମସ୍କାର ଏବେ ବିଶ୍ୱସ୍ତରରେ ପହଞ୍ଚିଛି। ନମସ୍କାର ପୃଥିବୀସାରା ବର୍ତ୍ତମାନ ଅଭିବାଦନର ଏକ ମାଧ୍ୟମ ପାଲଟିଛି। ଏହା...

ରିଲିଫ ସାମଗ୍ରୀ ବଣ୍ଟନ ସମୟରେ ଗଳିପଡ଼ିଲେ ଜିଲାପାଳ

ବାରାଣସୀ,୧୯।୯: ପୂର୍ବାଞ୍ଚଳ ବାରାଣସୀ ସମେତ ବହୁ ଆଖପାଖ ଜିଲାରେ ଗଙ୍ଗାର ଜଳସ୍ତର ବଢ଼ିବାରେ ଲାଗିଛି। ଏଥିଯୋଗୁ ସ୍ଥାନୀୟ ଅଞ୍ଚଳଗୁଡିକରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।...

ଦକ୍ଷିଣ ଓଡ଼ିଶାରେ ପ୍ରଥମ କରୋନା ପଜିଟିଭ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଦକ୍ଷିଣ ଓଡ଼ିଶାର। ସେ କୋରାପୁଟ ଜିଲା ଦଶମନ୍ତପୁରର ବୋଲି ଜଣାପଡ଼ିଛି।...

ଲଭ୍‌ ଜିହାଦ: କେନ୍ଦ୍ର ସରକାରଙ୍କ ପାଖରେ ନାହିଁ କୌଣସି ସୂଚନା

ନୂଆଦିଲ୍ଲୀ,୩୧।୧୨: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଇତିମଧ୍ୟରେ ଉତ୍ତରପ୍ରଦେଶରେ ଲଭ୍‌ ଜିହାଦ ଆଇନ ପ୍ରଣୟନ ହୋଇସାରିଛି। ମଧ୍ୟପ୍ରଦେଶ...

ଶିବସେନା ନେତାଙ୍କୁ ହତ୍ୟା

ମୁମ୍ବାଇ,୧୭।୩(ପି.ଟି.):ମହାରାଷ୍ଟ୍ରର ଅହମଦନଗର ଜିଲାରେ ଶିବସେନାର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ରବିବାର...

Advertisement

BGU

Archives

Model This Week

Why Dharitri