୨ ସପ୍ତାହ ବଢିପାରେ ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସକୁ ନେଇ ଦେଶରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧି ଆଉ ୩ ଦିନ ପରେ ଶେଷ ହେବାକୁ ଯାଉଛି। ହେଲେ ଏହି ଅବଧିକୁ ଆଉ ୨ ସପ୍ତାହ ବା ୧୫ ଦିନ ବୃଦ୍ଧି କରିବାକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବକୁ ନେଇ ମୋଦି ୧୨ ଅବା ୧୩ ଏପ୍ରିଲରେ ଦେଶକୁ ସମ୍ବୋଧିତ କରିପାରନ୍ତି ବୋଲି ଅନୁମାନ କରାଯାଉଛି। ଦେଶରେ ଏବେ କରୋନା ସଂକ୍ରମଣ ସଂଖ୍ୟା ବଢି ଚାଲିଥିବାରୁ ଲକ୍‌ଡାଉନ ଅବଧି ବୃଦ୍ଧି କରିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀମାନେ କହିଛନ୍ତି। ପରୋକ୍ଷରେ ଏହା କରୋନା ସଂକ୍ରମଣକୁ ରୋକିବାରେ ଗରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଉପରେ ବର୍ଷିଲେ ସ୍ମୃତି

କୋଲକାତା,୩୧ ।୧: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ରବିବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଜାନୁୟାରୀ ୩୦ ଓ ୩୧ରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ଗସ୍ତ...

ଜମ୍ମୁ-କଶ୍ମୀର ସଡକ ଦୁର୍ଘଟଣାରେ ଗଲା ୧୬ ଜୀବନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଡୋଡା ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ମୃତକଙ୍କ...

ଶାହଙ୍କୁ ଭେଟିଲେ ଯୋଗୀ: ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୭।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ତାଙ୍କ ସହିତ ପ୍ରଦେଶ ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ମଧ୍ୟ ଶାହଙ୍କୁ ସାକ୍ଷାତ୍‌...

ଆଗେଇଛନ୍ତି ଥରୁର

ଥିରୁଭାନନ୍ତପୁରମ,୨୩।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମ ଆସନରୁ ପାଖାପାଖି ୧୩ ହଜାର ଭୋଟରେ ଆଗୁଆ ଥିବା ଜଣାପଡିଛି। ସାରା ଦେଶରେ ଦେଖିବାକୁ...

କରୋନା ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢାଇଲେ ଅନୁରାଧା

ମୁମ୍ବାଇ: ଏକ ଅଦୃଶ୍ୟ ଯୁଦ୍ଧରେ ଏବେ ସାରା ବିଶ୍ୱ ଲଢେଇ କରି ଚାଲିଛି। କରୋନା ସଂକ୍ରମଣ ସାରା ବିଶ୍ୱକୁ ଏକ ପ୍ରକାର ଅସ୍ତବ୍ୟସ୍ତ କରି ଦେଇଥିବା...

ଶବଗୃହରେ ଚାକିରି ପାଇଁ ୧୦୦ ଇଞ୍ଜିନିୟରଙ୍କ ଆବେଦନ

କୋଲକାତା,୨୫ା୭: ଶବଗୃହରେ ଥିବା ମୃତଦେହର ଅନ୍ତିମ ସତ୍କାର ନିମନ୍ତେ କର୍ମଚାରୀ ଆବଶ୍ୟକ ବୋଲି କୋଲାକାତାର ଏକ ହସ୍ପିଟାଲ ବିଜ୍ଞାପନ ଦେଇଛି। ଏନେଇ ବହୁ ଉଚ୍ଚ ଶିକ୍ଷିତ...

ଲକ୍‌ଡାଉନ୍‌ ଯୋଗୁ ଅନ୍ୟ ରାଜ୍ୟକୁ ଚାଲିକି ଯାଉଛନ୍ତି ଲୋକେ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌ ଯୋଗୁ ସାଧାରଣ ଜୀବନ ଏକପ୍ରକାର ଠପ୍‌ ହୋଇଯାଇଛି। ଏଭଳି ସ୍ଥିତିରେ...

ମୋଦିଙ୍କ ନୂଆ ଟିମ୍‌ରେ ୪ ଡାକ୍ତର

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରିମଣ୍ଡଳ ବୁଧବାର ସମ୍ପ୍ରସାରଣ ହୋଇଛି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ ନେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ମୋଦିଙ୍କ ନୂଆ ଟିମ୍‌ରେ ୪...

Advertisement


Archives

Model This Week