୨ ସପ୍ତାହ ବଢିପାରେ ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସକୁ ନେଇ ଦେଶରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧି ଆଉ ୩ ଦିନ ପରେ ଶେଷ ହେବାକୁ ଯାଉଛି। ହେଲେ ଏହି ଅବଧିକୁ ଆଉ ୨ ସପ୍ତାହ ବା ୧୫ ଦିନ ବୃଦ୍ଧି କରିବାକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବକୁ ନେଇ ମୋଦି ୧୨ ଅବା ୧୩ ଏପ୍ରିଲରେ ଦେଶକୁ ସମ୍ବୋଧିତ କରିପାରନ୍ତି ବୋଲି ଅନୁମାନ କରାଯାଉଛି। ଦେଶରେ ଏବେ କରୋନା ସଂକ୍ରମଣ ସଂଖ୍ୟା ବଢି ଚାଲିଥିବାରୁ ଲକ୍‌ଡାଉନ ଅବଧି ବୃଦ୍ଧି କରିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀମାନେ କହିଛନ୍ତି। ପରୋକ୍ଷରେ ଏହା କରୋନା ସଂକ୍ରମଣକୁ ରୋକିବାରେ ଗରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିରକ୍ଷା ତଥ୍ୟ ଗାଏବ

ନୂଆଦିଲ୍ଲୀ,୭ା୮:ଚାଇନା ସୈନ୍ୟ ମେ’ ପ୍ରଥମ ଭାଗରେ ପୂର୍ବ ଲଦାଖର ଭାରତୀୟ ଅଞ୍ଚଳ ମଧ୍ୟରେ ଅନୁପ୍ରବେଶ କରିଥିଲେ। ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟର ଖବର ବିଭାଗରେ ଥିବା...

ସୁଶାନ୍ତଙ୍କ ନାମରେ ନାମିତ ହେବ ଦକ୍ଷିଣ ଦିଲ୍ଲୀର ରୋଡ୍‌

ନୂଆଦିଲ୍ଲୀ,୨୨।୧: ଦକ୍ଷିଣ ଦିଲ୍ଲୀର ଆଣ୍ଡ୍ରିୟୁ ଗଞ୍ଜର ଏକ ରୋଡ୍‌ର ନାମ ଦିବ୍ୟଙ୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ରଖାଯିବ। ଏ ନେଇ ଦିଆଯାଇଥିବା...

ସିଦ୍ଧୁ ମୁସଓ୍ବୋଲାଙ୍କ ପିତାଙ୍କୁ ହତ୍ୟା ଧମକ

ଚଣ୍ଡିଗଡ଼,୨୬।୩: ସ୍ବର୍ଗତ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ପିତା ବାଲକୌର ସିଂଙ୍କୁ ପୁଣି ଇ-ମେଲ ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି। ରବିବାର ସେ ଏନେଇ ପୋଲିସରେ...

୯ ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୦।୭: ଭାରତରେ କରୋନା ମାମଲା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଥିଲେ।...

ଏଲ୍‌ଏସିରେ ଯୁଦ୍ଧ ଭଳି ସ୍ଥିତି

ନୂଆଦିଲ୍ଲୀ/ ଲେହ,୧୯ା୬:ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ଉଭୟ ପକ୍ଷର ସୈନ୍ୟ ମୃତାହତ ହେବା ପରେ ପ୍ରକୃତ ନିୟନ୍ତ୍ରଣ...

ଥାନାରୁ ୨୫ ଲକ୍ଷ ଚୋରି, ଜେରା ବେଳେ ଆଖି ବୁଜିଲେ ଅଭିଯୁକ୍ତ

ଆଗ୍ରା,୨୦।୧୦: ଉତ୍ତର ପ୍ରଦେଶର ଆଗ୍ରାସ୍ଥିତ ଜଗଦୀଶପୁରା ଥାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିବା ଅଭିଯୋଗରେ ପୋଲିସ ଜେରା କରୁଥିବା ବେଳେ ଜଣେ ବ୍ୟକ୍ତିଙ୍କ ହାଜତ...

ସୋସିଆଲ ମିଡିଆ ଷ୍ଟାର୍‌ ଲୀନାଙ୍କ ଆତ୍ମହତ୍ୟା

ରାୟପୁର, ୨୮ା୧୨: ଛତିଶଗଡ଼ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଲୀନା ନାଗବଂଶୀ ମଙ୍ଗଳବାର ରାୟଗଡ଼ସ୍ଥିତ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ଘଟଣାର ସୂଚନା ପାଇ ସ୍ଥାନୀୟ ପୋଲିସ...

ରାହୁଲଙ୍କ ବଡ଼ ପଦକ୍ଷେପ: ଭଙ୍ଗ କଲେ କର୍ନାଟକ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ,୧୯।୬: ଲୋକ ସଭା ନିର୍ବାଚନରେ ବିଫଳତା ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ନେଇଛନ୍ତି ବଡ଼ ପଦକ୍ଷେପ। ସେ କର୍ନାଟକର କଂଗ୍ରେସ କାର୍ଯ୍ୟକାରିଣୀକୁ ଭଙ୍ଗ...

Advertisement
Archives

Model This Week