Posted inଜାତୀୟ

୨ ସାଧାରଣ ନାଗରିକଙ୍କୁ ହତ୍ୟା କଲେ ମାଓବାଦୀ

ନାଗପୁର,୨।୧୨: ମହାରାଷ୍ଟ୍ର ଗଡଚିରୋଲି ଗଁାରେ ମାଓବାଦୀ ପୁଣି ଥରେ ନିଜର ଉପସ୍ଥିତି ଜାହିର କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଗଡଚିରୋଲିର ପୁରାସ୍ଲାଗୋନ୍ଧି ଗଁ।ରେ ୨ଜଣ ସାଧାରଣ ନାଗରିକଙ୍କୁ ମାଓବାଦୀ ହତ୍ୟା କରିଛନ୍ତି। ସୋମବାର ଏନେଇ ସ୍ଥାନୀୟ ପୋଲିସ ସୂଚନା ଦେଇଛି। ମୃତ ଦୁଇ ଜଣ ସୁରଜଗଢ଼ ଖଣିରେ କାମ କରୁଥିବା ବେଳେ ମାଓବାଦୀ ଏହାକୁ ବିରୋଧ କରିଆସୁଥିଲେ। ଏଥିଯୋଗୁ ତାଙ୍କୁ ହତ୍ୟା କରାଯାଇଛି ବୋଲି ପ୍ରାଥମିକ ତଦନ୍ତ କରି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମମତାଙ୍କୁ ଝଟ୍‌କା: ଦଳ ଛାଡିଲେ ଆଉ ଜଣେ ବିଧାୟକ

କୋଲକତା,୧୮।୧୨: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ(ଟିଏମ୍‌ସି)କୁ ଝଟ୍‌କା ପରେ ଝଟ୍‌କା ଲାଗିଚାଲିଛି। ଜଣେ ପରେ ଜଣେ ବିଧାୟକ ଦଳରୁ ଇସ୍ତଫଶ ଦେଉଛନ୍ତି। ଶୁକ୍ରବାର...

ମାୟାବତୀଙ୍କ ପାଦ ଛୁଇଁଲେ ଡିମ୍ପଲ୍‌

ଲକ୍ଷ୍ନୌ, ୨୬।୪: ବହୁଜନ ସମାଜବାଦୀ ପାଟର୍ର୍ି(ବିଏସପି) ନେତ୍ରୀ ମାୟାବତୀଙ୍କ ପାଦ ଛୁଇଁଛନ୍ତି ସମାଜବାଦୀ ପାର୍ଟି(ଏସପି)ନେତା ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ। କନୌଜରେ ଆୟୋଜିତ ଏକ ନିର୍ବାଚନ...

୧୮ ମାସରେ ୨୦୦ କୋଟି ଟିକା, ଭାରତର ରେକର୍ଡ…

ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ସାର୍ବଜନୀକ ଟିକାକରଣ ଅଭିଯାନରେ ୧୮ ମାସରେ ୨୦୦...

କରୋନା ଭୂତାଣୁଠାରୁ କିପରି ଦୂରେଇ ରଖେ ସାନିଟାଇଜର

ଓ୍ବାଶିଂଟନ,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ...

ବିବାହ ପାଇଁ ମନ୍ଦିରରେ ରଖାଯାଏ ଏଭଳି ସର୍ତ୍ତ…

ଉତ୍ତରାଖଣ୍ଡ ଆଲମୋରାରେ ରହିଛି ଗେଲୁ ଦେବତାଙ୍କ ମନ୍ଦିର। ମନ୍ଦିରରେ ପ୍ରତିଦିନ ବିବାହ ଅନୁଷ୍ଠିତ ହୋଇଥାଏ। ପ୍ରତିବର୍ଷ ଏଠାରେ ୪ଶହରୁ ଅଧିକ ବିବାହ ହୋଇଥାଏ। ତେବେ ଏବେ...

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ନାଭାଲ ଏଲ୍‌ସିଏର ସଫଳ ଲ୍ୟାଣ୍ଡିଂ

ନୂଆଦିଲ୍ଲୀ,୧୧।୧: ପ୍ରଥମଥର ପାଇଁ ନାଭାଲ ଲାଇଟ୍‌ କମବାଟ ଏୟାରକ୍ରାପ୍ଟ(ଏଲ୍‌ସିଏ) ଶନିବାର ବିମାନବାହକ ଜାହଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ସଫଳତାର ସହ ଲ୍ୟାଣ୍ଡ କରିଛି। ପ୍ରଥମ କରି...

ଅପରେଶନ ଗଙ୍ଗା: ୨୨୦୦ ଭାରତୀୟଙ୍କୁ ନେଇ ଆଜି ସ୍ୱଦେଶ ଫେରିବ ୧୧ ବିମାନ

ନୂଆଦିଲ୍ଲୀ,୬ ।୩: ୟୁକ୍ରେନ୍ ଯୁଦ୍ଧରେ ଫସି ରହିଥିବା ପ୍ରାୟ ୨୨୦୦ ଭାରତୀୟଙ୍କୁ ନେଇ ଶନିବାର ୧୧ଟି ବିମାନ ସ୍ୱଦେଶ ଫେରିବ ବୋଲି ଜଣାପଡିଛି । ଅପରେଶନ...

ପରପାରିରେ ଶିଲା ଦୀକ୍ଷିତ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା।...

Advertisement
Archives

Model This Week