୨ ସୁନା ଚେନ ଲୁଟେରା, ୨ ଗ୍ରାହକ ଗିରଫ

ରାୟଗଡ଼ା ଅଫିସ,୧୭।୧୨: ଗତ କିଛିଦିନ ହେଲା ରାୟଗଡ଼ାରେ ସୁନା ଚେନ ଲୁଟେରାଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ା ଗତ ୧୭ରେ ରାୟଗଡ଼ା ବ୍ୟାଙ୍କ କଲୋନୀ ୨ୟ ଲାଇନରେ ରହୁଥିବା ମାଙ୍ଗାୟାମା (୭୦) ନିଜ ଘର ବାହାରେ ପ୍ରାତଃ ଭ୍ରମଣ କରୁଥିବାବେଳେ ବାଇକରେ ୨ଜଣ ଦୁର୍ବୃତ୍ତ ଆସି ତାଙ୍କ ଠାରୁ ସୁନା ଚେନ ଝାମ୍ପି ନେଇଥିଲେ। ତାଙ୍କ ପୁଅ ଗାନି ଶ୍ରୀନିବାସ ରାଓ (୪୫)ରାୟଗଡ଼ା ଟାଉନ ଥାନାରେ କେସ ନମ୍ବର ୩୭୩/୧୯ରେ ଏକ ମାମଲା ରୁଜୁ କରିଥିଲେ। ଏହି ଘଟଣାର ତଦନ୍ତ କରି ୨ଜଣ ଅଭିଯୁକ୍ତ ଏବଂ ୨ ଗ୍ରାହକଙ୍କୁ ରାୟଗଡ଼ା ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ଏସପି ଶ୍ରବଣା ବିବେକ ଏମ ଏନେଇ ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ହେଲେ ସୁନ୍ଦରଗଡ଼ର ବବଲୁ ସାହୁ (୨୫) ଏବଂ ଦିନେଶ ସାହୁ (୨୩) ଏବଂ ତାଙ୍କଠାରୁ ସୁନା କିଣିଛନ୍ତି ସୁନ୍ଦରଗଡ଼ର ବିକାଶ ପ୍ରସାଦ (୨୧), କୋରାପୁଟର ସେଖ ଅବଦୁଲ ସେଦ (୨୨)। ଅଭିଯୁକ୍ତଙ୍କଠାରୁ ୨ଟି ସୁନା ଚେନ ୪୮ ଗ୍ରାମର ଏବଂ ୨ଟି ମୋଟର ସାଇକେଲ ଜବତ କରାଯାଇଛିା ମିଳିଥିବା ସୁନାଚେନକୁ ମାଙ୍ଗାୟାମାଙ୍କୁ ପ୍ରଦାନ କରିଛନ୍ତି ଏସପି ା


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri