ଗଞ୍ଜାମରେ ୨ ହୋମଗାର୍ଡ କରୋନା ପଜିଟିଭ୍‌

ଛତ୍ରପୁର,୨୭l୫(ଡି.ଏନ.ଏ)-ଗଞ୍ଜାମ ପୋଲିସ ଜିଲା ପୋଲସରା ଥାନାର ୨ ଜଣ ହୋମଗାର୍ଡ କରୋନା ସଂକ୍ରମିତ ହୋଇଥିବା ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହୋଇଥିବା ଏହି କର୍ମଚାରୀଙ୍କ ମଧ୍ୟରୁ ଜଣେ ଜଗନ୍ନାଥପୁର ଷ୍ଟେଶନ ଓ ଅନ୍ୟ ଜଣେ ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କାର୍ଯ୍ୟରତ ଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲ ଓ ଅନ୍ୟ ଜଣେ ପାରଳା ମହାରାଜା କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏସ୍‌ପି ରୟ ଉଭୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀର କୌଣସି ହାଡ଼ ନିଖୋଜ ନାହିଁ, ସରୋଜର ଗାମୁଛା ବଡ଼ ପ୍ରମାଣ ଦେବ: ବୋଥ୍ରା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ପରୀ ଅପହରଣ ଓ ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି।...

ସୁରଟରୁ ଗଞ୍ଜାମରେ ପହଞ୍ଚିଲା ୪ ବସ୍‌

ଛତ୍ରପୁର,୩୦।୪(ଡି.ଏନ୍‌.ଏ.): ବାହାର ରାଜ୍ୟରେ ଫସିଥିବା ଲୋକେ ସ୍ଥଳପଥ ଓ ଜଳପଥରେ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ଜିଲା ସୀମା ସିଲ୍‌ ଓ ସମୁଦ୍ରପଥକୁ ପୋଲିସ, କୋଷ୍ଟଗାର୍ଡ...

ପରିଚୟ ଦେଇଛି ଖବରକାଗଜ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ...

ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ପୋଲିସର ଅତ୍ୟାଚାରକୁ ବିରୋଧ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ଗଣମାଧ୍ୟମକୁ ସମ୍ବିଧାନରେ ଚତୁର୍ଥ ସ୍ତମ୍ଭ ବୋଲି ବିବେଚନା କରାଯାଇଥିବା ବେଳେ ଏହି ଗଣମାଧ୍ୟମ ପ୍ରତିନିଧିମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ଓ...

ବ୍ରହ୍ମପୁରରେ ଖୋଲିଲା ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୪ା୭: ଗଞ୍ଜାମ – ଗଜପତି ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିମିଟେଡ୍‌ ପକ୍ଷରୁ ରାଜ୍ୟର ପ୍ରଥମ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ ମିଶ୍ରିତ ଏଟିଏମ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ହୁ ହୁ ହୋଇ ବଢ଼ୁଛି କରୋନା: ପୁଣି ଫେରି ପାରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୩୫ ଜଣ ଚିହ୍ନଟ...

ଲିଙ୍ଗରାଜ ମନ୍ଦିର ବାହାର ଫଟୋ ମନୋମୁଗ୍ଧକର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩ା୧୦ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲିଙ୍ଗରାଜ ମନ୍ଦିର ବାହାରୁ ଉତ୍ତୋଳିତ ହୋଇଥିବା ଏକ ଫଟୋକୁ ପୋଷ୍ଟ କରି ଏହା ଅତ୍ୟନ୍ତ ମନମୁଗ୍ଧକର...

Advertisement


Archives

Model This Week