୨.୨ ବିଲିୟନ ସହାୟତା ଦେବ ଏଡିବି

ନୂଆଦିଲ୍ଲୀ,୧୧।୪: ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ(ଏଡିବି) ଭାରତକୁ ୨.୨ (ପ୍ରାୟ ୧୬ ହଜାର କୋଟି) ବିଲିୟନ ଡଲାରର ଋଣ ସହାୟତା ପ୍ରଦାନ କରିବ। କୋଭିଡ୍‌-୧୯ ବିରୋଧୀ ଲଢ଼େଇ ଲାଗି ଏହି ଋଣ ପ୍ରଦାନ କରାଯାଉଥିବା ଜଣାପଡ଼ିଛି। ଏଡିବି ସଭାପତି ମାସାତସୁଗୁ ଆସାକାଓ୍ବା ଶୁକ୍ରବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି। ଆସାକାଓ୍ବା ନିକଟରେ ସୀତାରାମନଙ୍କ ସହ ଆଲୋଚନା କରିବା ସହ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। କରୋନା ଯୋଗୁ ଉପୁଜିଥିବା ସ୍ବାସ୍ଥ୍ୟ ତଥା ଆର୍ଥତ୍କ କ୍ଷେତ୍ରରେ ପ୍ରଭାବକୁ କମ୍‌ କରିବା ଦିଗରେ ପଦକ୍ଷେପ ନିଆଯାଉଛି। ଏହାବାଦ ଅଣ ସଙ୍ଗଠିତ କ୍ଷେତ୍ର, ଅଣୁ,କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ କ୍ଷେତ୍ର ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି ବୋଲି ଆସାକାଓ୍ବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖସୁଛି ଆର୍ଥିକ ଅଭିବୃଦ୍ଧି ହାର; ତ୍ୱରିତ ସୁଧାର ସମ୍ଭାବନା କମ୍‌

ନୂଆଦିଲ୍ଲୀ, ୨୮-୮: ଦେଶର ଆର୍ଥତ୍କ ଅଭିବୃଦ୍ଧି ହାର ଖସୁଛି। ଏଥିରେ ତୁରନ୍ତ ସୁଧାର ଆସିବାର ସମ୍ଭାବନା କମ୍‌ ରହିଥିବା ବଜାର ବିଶେଷଜ୍ଞମାନେ କହୁଛନ୍ତି। ଦେଶ ମଧ୍ୟରେ...

ଅଭିବୃଦ୍ଧି ପୂର୍ବାନୁମାନ ୪.୬%କୁ କମାଇଲା ଫିଚ୍‌

ନୂଆଦିଲ୍ଲୀ,୩୧। ୩: ରେଟିଂ ଏଜେନ୍ସି ଫିଚ୍‌ ସଲ୍ୟୁଶନ ଭାରତ ଲାଗି ଅଭିବୃଦ୍ଧି ପୂର୍ବାନୁମାନକୁ ସୋମବାର କମାଇ ଦେଇଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତର ବିକାଶ ହାର...

୨୦୨୦ରେ ମାଡି ଆସୁଛି ମାନ୍ଦାବସ୍ଥା

ନୂଆଦିଲ୍ଲୀ,୨୦-୮: ଆସନ୍ତା ଏକ ବର୍ଷ ମଧ୍ୟରେ ୮ବର୍ଷରେ ସବୁଠାରୁ ଭୟଙ୍କର ମାନ୍ଦାବସ୍ଥା ମାଡିଆସୁଛି। ଏକ ତୃତୀୟାଂଶ ଗ୍ଲୋବାଲ ଫଣ୍ଡ ମ୍ୟାନେଜର ଏ ସମ୍ପର୍କରେ ଅନୁମାନ ଦର୍ଶାଇଛନ୍ତି।...

ବିତ୍ତିୟ ନିଅଣ୍ଟ ଚିନ୍ତା; ଖର୍ଚ୍ଚ କାଟ ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୮-୧: ସରକାରଙ୍କ ଖର୍ଚ୍ଚ ବଢିଥିଲେ ମଧ୍ୟ ସେହି ମୁତାବକ ରାଜସ୍ବ ଆସିବା ଏବେ କଷ୍ଟକର ହେଉଛି। ରାଜସ୍ବ ସଂଗ୍ରହ କମିଥିବା ବେଳେ ବିତ୍ତୀୟ ନିଅଣ୍ଟ ବଜେଟ...

ରୁଙ୍ଗ୍‌ଟା ମାଇନ୍‌ସ ପକ୍ଷରୁ ପାର୍ଟନର୍ସ ମିଟ୍‌

ଭୁବନେଶ୍ୱର,୧୬।୧: ଦେଶର ପ୍ରମୁଖ ଟିଏମ୍‌ଟି ବାର୍‌ ନିର୍ମାତା ରୁଙ୍ଗ୍‌ଟା ମାଇନ୍‌ସ ଲିମିଟେଡ୍‌ ପକ୍ଷରୁ ନିକଟରେ ଏକ ପାର୍ଟନର୍ସ ମିଟ୍‌ର ଆୟୋଜନ କରାଯାଇଥିଲା। ଉକ୍ତ ମିଟ୍‌ରେ କଟକ,...

ପର୍ଯ୍ୟଟନ ଲାଗି ଲିଜ୍‌ରେ କୋଚ୍‌ ଦେବ ରେଲଓ୍ବେ

ନୂଆଦିଲ୍ଲୀ,୧୩।୯: ରେଲଓ୍ବେ ଦ୍ୱାରା ସାରା ଦେଶରେ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ଲାଗି ସରକାର ଯୋଜନା ରଖିଛନ୍ତି। ସ୍ପେଶାଲ ଥିମ୍‌ ବିଶିଷ୍ଟ ସାଂସ୍କୃତିକ, ଧାର୍ମିକ ଏବଂ ଟୁରିଷ୍ଟ ସର୍କିଟ...

କର୍ପୋରେଟ ଟିକସକୁ ଧୀରେ ଧୀରେ କମାଯିବ: ସୀତାରାମନ୍‌

ନୂଆଦିଲ୍ଲୀ,୨୦-୮: କର୍ପୋରେଟ ଟିକସକୁ ଧୀରେ ଧୀରେ ୨୫%କୁ ହ୍ରାସ କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି। ଦେଶ ପାଇଁ ସମ୍ପତ୍ତି ସୃଷ୍ଟି...

ଏଲ୍‌ପିୟୁ ଛାତ୍ରୀଙ୍କୁ ମାଇକ୍ରୋସଫ୍ଟର ୪୨ ଲକ୍ଷ ପ୍ୟାକେଜ

ଚଣ୍ଡୀଗଡ,୨୪-୧୨: ଲଭ୍‌ଲୀ ପ୍ରଫେଶନାଲ ୟୁନିଭର୍ସିଟି (ଏଲ୍‌ପିୟୁ) ଛାତ୍ରୀଛାତ୍ର ଚଳିତ ବର୍ଷ କ୍ୟାମ୍ପସ ନିଯୁକ୍ତିରେ ସଫଳତା ହାସଲ କରିଛନ୍ତି। ୟୁନିଭର୍ସିଟିର ଶେଷ ବର୍ଷ କମ୍ପ୍ୟୁଟର ସାଇନ୍ସ ଆଣ୍ଡ...

Advertisement
Archives

Model This Week