୨.୬ ଲକ୍ଷ ସହାୟତା ଦେଲା ଯୁବ ବିଜେଡି

ଢେଙ୍କାନାଳ ଅଫିସ, ୧୮।୪ – ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସରେ ଢେଙ୍କାନାଳ ଜିଲା ଯୁବ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୬ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଜିଲା ଯୁବ ବିଜେଡି ସଭାପତି ଧର୍ମାନନ୍ଦ ପରିଡ଼ା ଶୁକ୍ରବାର ପୂର୍ବାହ୍ନରେ ଜିଲାପାଳଙ୍କୁ ଏ ସମ୍ପର୍କିତ ଡିମାଣ୍ଡ ଡ୍ରାଫ ପ୍ରଦାନ କରିଛନ୍ତି। ଲକ୍‌ଡାଉନ ସମୟରେ ଦଳ ପକ୍ଷରୁ ଅସହାୟ ବ୍ୟକ୍ତି, ଅତ୍ୟାବଶ୍ୟକ ସାମଗ୍ରୀ ନେବାଆଣିବା କରୁଥିବା ଗାଡ଼ିଚାଳକ, ତାଙ୍କ ସହଯୋଗୀଙ୍କୁ ରନ୍ଧାଖାଦ୍ୟ, ମାସ୍କ, ପାଣି ବୋତଲ ପ୍ରଦାନ କରାଯାଉଛି। ବୁଲା ଜନ୍ତୁଙ୍କୁ ଶୁଖିଲା ଖାଦ୍ୟ ଦିଆଯାଉଥିବା ଜିଲା ଯୁବ ବିଜେଡି ସଭାପତି ସୂଚନା ଦେଇଛନ୍ତି । ବିନୋଦ ମହାନ୍ତି, ଦେବାଶିଷ ମିଶ୍ର, ଶ୍ରୀକାନ୍ତ ଧଳ, ଲଲାଟ ରଞ୍ଜନ ସାହୁ, ପ୍ରଦୀପ ରାଉତ, ନରୋତ୍ତମ ମହାନ୍ତି, କାହ୍ନୁ ସାହୁ, ଅବିନାଶ ଜେନା, ମଙ୍ଗତଲାଲ କଟରକା, ଗଙ୍ଗାଧର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri