୨.୯ ନିୟୁତ ଡଲାର ପଠାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୭ା୪(ଆଇଏଏନ୍‌ଏସ୍‌) : ମହାମାରୀ କରୋନା ବିରୋଧରେ ଭାରତର ଲଢ଼େଇକୁ ଜୋର୍‌ଦାର କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ୨.୯ ନିୟୁତ ଡଲାର ସହାୟତା ରାଶି ପଠାଇଛନ୍ତି। ଏହାସହ ଆମେରିକାକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବଟିକା ଯୋଗାଣ ପାଇଁ ଅନୁରୋଧ କରିଛନ୍ତି।
ନୂଆଦିଲ୍ଲୀସ୍ଥିତ ଆମେରିକା ଦୂତାବାସ ପକ୍ଷରୁ ଜାରି ଏକ ଆନୁଷ୍ଠାନିକ ବିବୃତିରେ କୁହାଯାଇଛି ଯେ, ଆମେରିକା ସରକାର ୟୁଏସ୍‌ ଏଜେନ୍ସି ଫର ଇଣ୍ଟରନ୍ୟାଶନାଲ ଡେଭେଲପ୍‌ମେଣ୍ଟ (ୟୁଏସ୍‌ଏଆଇଡି) ଜରିଆରେ ୨.୯ ମିଲିୟନ୍‌ ଡଲାର ସହାୟତା ରାଶି ପଠାଇଛନ୍ତି। ବିଗତ ୨୦ ବର୍ଷରେ ଆମେରିକା ଭାରତକୁ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ୧.୪ ବିଲିୟନ୍‌ ଡଲାର ସହାୟତା ଦେଇଥିବାବେଳେ ମୋଟ ସହାୟତା ରାଶି ୩ ବିଲିୟନ୍‌ ଡଲାରରେ ପହଞ୍ଚତ୍ଛି। ଏହାବାଦ୍‌ ଅତିରିକ୍ତ ଭାବେ ୨.୯ ମିଲିୟନ୍‌ ଡଲାର ପ୍ରଦାନ କରିଛି।
ପ୍ରକାଶ ଯେ, ଆମେରିକାରେ କରୋନା ଭାଇରସ୍‌ ତାଣ୍ଡବ ରଚିଥିବାବେଳେ ଏହାର ମୁକାବିଲା ପାଇଁ ଶନିବାର ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଟାବ୍‌ଲେଟ ରପ୍ତାନି ସକାଶେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତି ଦେବାକୁ ଚାହୁଁନାହାନ୍ତି ମୋଦି, କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍‌ରିଓ୍ବାଲ ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଚାହୁଁନାହାନ୍ତି। ସମାଜରେ ଘୃଣା ବିସ୍ତାର କରିବା ହେଉଛି...

ବେଆଇନ ନିର୍ମାଣ ବିବାଦ: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବରଙ୍କୁ ଭେଟିଲେ ସୋନୁ ସୁଦ

ମୁମ୍ବାଇ,୧୩।୧: ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ବେଆଇନ ହୋଟେଲ ନିର୍ମାଣ ମାମଲା ଏବେ ବମ୍ବେ ହାଇକୋର୍ଟରେ ବିଚାରଧୀନ ରହିଛି। ବ୍ରିହମୁମ୍ବାଇ ମୁନିସିପାଲ କର୍ପୋରେଶନ (ବିଏମ୍‌ସି) ପକ୍ଷରୁ...

ମହାଭାରତ ସମୟରେ ପ୍ରସ୍ତୁତ ହୋଇଥିଲା ଗୁପ୍‌ଚୁପ୍‌

ନୂଆଦିଲ୍ଲୀ: ଗୁପ୍‌ଚୁପ୍‌ ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ନାମରେ ପରିଚିତ। ଏହା ପୁଚ୍‌କା, ପାନିପୁରୀ, ବତାଶେ ଭଳି ନାମରେ ଲୋକପ୍ରିୟତା ହାସଲ କରିଛି। ଗୁପ୍‌ଚୁପ୍‌...

ଭାଜପାରେ ଜ୍ୟୋତିରାଦିତ୍ୟଙ୍କ ଏଣ୍ଟ୍ରି ନେଇ ଅସନ୍ତୁଷ୍ଟ ପ୍ରଭାତ: ହାତରୁ ରାଜ୍ୟ ସଭା ଆସନ ଯିବା ଆଶଙ୍କା

ନୂଆଦିଲ୍ଲୀ,୧୧।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେଇଛନ୍ତି। ତେବେ ଭାଜପାରେ ତାଙ୍କର ଏଣ୍ଟ୍ରି ପରେ ଦଳର ବରିଷ୍ଠ ନେତା ପ୍ରଭାତ ଝା ଅସନ୍ତୁଷ୍ଟ ହୋଇଛନ୍ତି। ସେ ମଧ୍ୟପ୍ରଦେଶରୁ...

ପାକ୍‌ ଅଧିକୃତ କଶ୍ମୀରରେ ଆଇଏସ୍‌ଆଇର ଷଡ଼ଯନ୍ତ୍ର, ଏକାଧିକ ଆତଙ୍କବାଦୀ ଶିବିର ସକ୍ରିୟ…

ଶ୍ରୀନଗର, ୨୬।୭ : ବାଲାକୋଟରେ କଡ଼ା ଜବାବ ପାଇବା ପରେ ମଧ୍ୟ ପାକିସ୍ତାନ ଏହାର ଆତଙ୍କବାଦୀ କାର୍ଯ୍ୟକଳାପ ବନ୍ଦ କରି ନାହିଁ। ପାକିସ୍ତାନର ଗୁପ୍ତଚର ସଂସ୍ଥା...

‘ଆକ୍ରମଣକାରୀଙ୍କ ମୁଣ୍ଡ ହାତ କାଟିଦିଅ’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି)ର ଏକ ରାଲି ଘୃଣା ଭାଷଣ ମଞ୍ଚରେ ପରିଣତ ହୋଇଛି। ଯେଉଁମାନେ ତୁମକୁ ଆକ୍ରମଣ କରୁଛନ୍ତି ସେମାନଙ୍କ ମୁଣ୍ଡ...

ଲକ୍‌ଡାଉନ୍‌ରେ ଦୋକାନ, ଗାଁଠାରୁ ଜରିମାନା ଆଦାୟ

ପଦ୍ମପୁର, ୧୪।୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ପାଇଁ ଓ ଲକ୍‌ଡାଉନ୍‌ ଜାରି ରହିଛି। ଏଭଳି ସ୍ଥିତିରେ କିଛି ଅସାଧୁ ବ୍ୟବସାୟୀ ଗ୍ରାହକଙ୍କଠାରୁ ଅଧିକ ଦାମ୍‌ରେ ଜିନିଷ...

ଧାରଣାରେ ବସିଲେ ଅଖିଳେଶ…

ଲକ୍ଷ୍ନୌ, ୧୯।୯ : ଏସପି ଅଧ୍ୟକ୍ଷ ଅଖିଳେଶ ଯାଦବ ପାର୍ଟି ବିଧାୟକ ଏବଂ କର୍ମକର୍ତ୍ତାଙ୍କ ସହ ଦଳୀୟ କାର୍ଯ୍ୟାଳୟରୁ ବିଧାନ ଭବନ ଅଭିମୁଖେ ପଦଯାତ୍ରା ଆରମ୍ଭ...

Advertisement
Archives

Model This Week