୩ଗୁଣା ବଢ଼ିଛି ନୂଆ ନିଯୁକ୍ତି:ଇପିଏଫ୍‌ଓ

ନୂଆଦିଲ୍ଲୀ,୨୧ା୪: ଫେବୃୟାରୀରେ ସଂଗଠିତ କ୍ଷେତ୍ରରେ ନିଯୁକ୍ତି ସୃଷ୍ଟି ବର୍ଷକର ଏହି ମାସ ତୁଳନାରେ ୩ ଗୁଣ ବୃଦ୍ଧି ପାଇ ୮.୬୧ ଲକ୍ଷରେ ପହଁଚିଯାଇଛି । କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ର ତଥ୍ୟ ଅନୁଯାୟୀ, ଚଳିତ ବର୍ଷ ଜାନୁୟାରୀରେ ନୂଆ ନିଯୁକ୍ତି ସଂଖ୍ୟା ସର୍ବାଧିକ ୮.୯୪ ଲକ୍ଷ ରହିଛି। ଏଥିପୂର୍ବରୁ ପୂର୍ବ ମାସରେ ଜାରି ଅନ୍ତରୀଣ ତଥ୍ୟ ଅନୁଯାୟୀ, ଏହା ୮.୯୬ ଲକ୍ଷ ରହିବ ବୋଲି କୁହାଯାଇଥିଲା। ସୂଚନାଥାଉ କି, ଇପିଏଫ୍‌ଓ ଗତବର୍ଷ ଏପ୍ରିଲରୁ କମ୍ପାନୀଙ୍କ ବେତନ ରେଜିଷ୍ଟରରେ ସାମିଲ ହେଉଥିବା ନାମ ଆଧାରରେ ନିଯୁକ୍ତି ସୃଷ୍ଟି ତଥ୍ୟ ଜାରି କରିବା ଆରମ୍ଭ କରିଛି। ସଂଗଠନ ୨୦୧୭ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ତଥ୍ୟ ପୂର୍ବରୁ ସଂଗ୍ରହ କରିଥିଲା। ଫେବୃୟାରୀରେ ୨୨ରୁ ୨୫ ବର୍ଷ ବୟସ ବର୍ଗରେ ୨.୩୬ ଲକ୍ଷଙ୍କୁ ଏବଂ ୧୮ରୁ ୨୧ ବର୍ଷ ବୟସ ବର୍ଗରେ ୨.୦୯ ଲକ୍ଷ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିଛି। ତଥ୍ୟ ଅନୁଯାୟୀ ୨୦୧୭ ସେପ୍ଟେମ୍ବରରୁ ଚଳିତବର୍ଷ ଫେବୃୟାରୀ ମଧ୍ୟରେ ୧୮ ମାସରେ ୮୦.୮୬ ଲକ୍ଷ ନୂଆ ରୋଜଗାର ସୃଷ୍ଟି ହୋଇଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଣ୍ଡ୍‌ସ ପକ୍ଷରୁ ପୁରସ୍କୃତ ହେଲେ ୯ କୃତୀ ପ୍ରତିଯୋଗୀ

ଭୁବନେଶ୍ୱର,୧୭।୯: ରିଲାଏନ୍ସ ରିଟେଲ୍‌ର ପ୍ରମୁଖ ବ୍ରାଣ୍ଡ୍‌ ଟ୍ରେଣ୍ଡ୍‌ସ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ‘ଟ୍ରେଣ୍ଡସ୍‌ ସ୍ବାଗତମ୍‌ ଶ୍ରୀଗଣେଶ ପ୍ରତିଯୋଗିତା-୨୦୨୨’ର ବିଜେତା ଘୋଷଣା ସହ ବିଜେତାମାନଙ୍କୁ...

ନୀରବ ମୋଦିଙ୍କ ୩୨୯ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ

ନୂଆଦିଲ୍ଲୀ,୮।୭ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ୧୩ ହଜାର କୋଟି ଟଙ୍କାର ବେଆଇନ ଋଣ ପ୍ରଦାନ ମାମଲାର ଅନ୍ୟତମ ଅଭିଯୁକ୍ତ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ...

ଜାଣନ୍ତୁ ମୁକେଶ ଅମ୍ବାନୀଙ୍କ ଶିକ୍ଷାଗତ ଯୋଗ୍ୟତା…

ବଲିଉଡର ବଡ଼ ବଡ଼ କଳାକାରଙ୍କ ଶିକ୍ଷାଗତ ଯୋଗ୍ୟତା କେତେ ତାହା ଅଳ୍ପବହୁତ ପ୍ରାୟ ସମସ୍ତେ ଜାଣନ୍ତି। କାରଣ ଅନେକ ସମୟରେ ସେମାନଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ...

ଓଡ଼ିଶାର ଡିଏସ୍‌ ଶିଳ୍ପରେ୧୩.୩% ଅଭିବୃଦ୍ଧି

ଭୁବନେଶ୍ୱର,୧୬।୫: ଓଡ଼ିଶାରେ ଡାଇରେକ୍ଟ ସେଲିଂ (ଡିଏସ୍‌) ଶିଳ୍ପ କୋଭିଡ-୧୯ ମହାମାରୀ ସତ୍ତ୍ୱେ ୧୩.୩% ଅଭିବୃଦ୍ଧି ହାର ହାସଲ କରିଛି। ଏପରିକି ୨୦୨୦-୨୧ଆର୍ଥିକ ବର୍ଷରେ ଏହା ସର୍ବକାଳୀନ...

ସମର୍ଥ ଯୋଜନାରେ ୪ ଲକ୍ଷ ଲୋକଙ୍କୁ ମିଳିବ ପ୍ରଶିକ୍ଷଣ;ଓଡ଼ିଶା ସମେତ ୧୮ ରାଜ୍ୟ ସହ ବୟନ ଶିଳ୍ପ ମନ୍ତ୍ରଣାଳୟର ଚୁକ୍ତି

ନୂଆଦିଲ୍ଲୀ,୧୫-୮: ବୟନଶିଳ୍ପ କ୍ଷେତ୍ରରେ ଯୁବତୀଯୁବକଙ୍କୁ ଦକ୍ଷ କରିବା ଲାଗି କେନ୍ଦ୍ର ବୟନଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ଏକ ‘ସମର୍ଥ ଯୋଜନା’ ହାତକୁ ନିଆଯାଇଛି। ଏହି ଯୋଜନା ଅଧୀନରେ...

ସ୍ବିସ୍‌ ଓ୍ବାଚ୍‌ର ବଢୁଛି ଚାହିଦା: ୬ମାସରେ ୯୩୩କୋଟି ଓ୍ବାଚ୍‌ କିଣିଛନ୍ତି ଭାରତୀୟ

ଟେକ୍ନୋଲୋଜିର ଦୈାଡରେ ଆଶା କରାଯାଉଥିଲା କି, ମୋବାଇଲ ଆସିବା ପରେ କ୍ୟାମେରା ପରି ଘଣ୍ଟା ମଧ୍ୟ ଏକ ର୍ଦୁଲଭ ବା କମ୍‌ ବ୍ୟବହାର ଯୋଗ୍ୟ ଜିନିଷ...

ପାକ୍ସ ମଜଭୁତକୁ ଗୁରୁତ୍ୱ

ଭୁବନେଶ୍ୱର,୧୧।୭: ଦେଶର କୃଷକ ଓ କୃଷି କ୍ଷେତ୍ରକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେବା ସହିତ କୃଷକ ଉତ୍ପାଦକ ସଂଗଠନ(ଏଫ୍‌ପିଓ)ଗୁଡ଼ିକ ଜରିଆରେ ପ୍ରାଥମିକ କୃଷି କ୍ରେଡିଟ୍‌ ସୋସାଇଟି...

କାରବାରରେ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୧୯।୬: ଦେଶର ପ୍ରମୁଖ ଟାଇଲ ଉତ୍ପାଦନକାରୀ ସଂସ୍ଥା ଓରିଏଣ୍ଟବେଲ ଟାଇଲ୍‌ସ ପକ୍ଷରୁ ଗ୍ରାହକଙ୍କ ପାଇଁ ସରଳ ଓ ଅତ୍ୟାଧୁନିକ ସୁବିଧାର ପ୍ରୟୋଗ ସମ୍ପର୍କରେ ଘୋଷଣା କରାଯାଇଛି।...

Advertisement
Archives

Model This Week