୩ଦିନ ହେଲା ପାଣିଆସୁନି, ଟ୍ୟାଙ୍କର ଯୋଗେ ପାଣି ଯୋଗାଇଲେ ସରପଞ୍ଚ

ଗଞ୍ଜାମ,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ବେଳେ ପାନୀୟଜଳ ସମସ୍ୟା ଗଞ୍ଜାମ ବ୍ଲକ ପାଣିବନ୍ଧ ପଞ୍ଚାୟତବାସୀଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ୩ ଦିନ ହେଲା ପାଇପ ଯୋଗେ ପାଣି ଆସୁନାହିଁ। ଫଳରେ ଲୋକ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି l ପାଣି ସମସ୍ୟା ସମାଧାନ ନ ହେବାରୁ ପାଳିବନ୍ଧ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ ଟ୍ୟାଙ୍କର ଯୋଗେ ଦୁଇ ଦିନ ଧରି ଜଳ ଯୋଗାଉଛନ୍ତି। ଏନେଇ ବିଡ଼ିଓ ଜ୍ୟୋତି ଶଙ୍କର ରାୟ କହିଛନ୍ତି ଖୁବ ଶୀଘ୍ର ଏହାର ସମାଧାନ ପାଇଁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ହରିଶପୁର ନୋଳିଆ ସାହିରେ ସୁନାମୀ ମକ୍‌ଡ୍ରିଲ୍‌ : ମୁକାବିଲା ବିଷୟରେ ବୁଝିଲେ ୟୁନେସ୍କୋ ପ୍ରତିନିଧି ଦଳ

ଜଗତ୍‌ସିଂହପୁର ଅଫିସ,୧୫ା୧୨: ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଗଡ଼ହରିଶପୁର ପଞ୍ଚାୟତ ନୋଳିଆସାହି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ଶନିବାର ସୁନାମୀ ମକ୍‌ଡ୍ରିଲ୍‌ ଅନୁଷ୍ଠିତ ହୋଇଯାଇଛି। ଏହି...

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା...

୧୫୨୯୩ ଯୋଗ୍ୟ ଚାଷୀଙ୍କୁ ମିଳିନି କାଳିଆ,ପିଏମ୍‌ କିଷାନ ଟଙ୍କା

ଅମରପାଲି,୨୭ା୯(ଡି.ଏନ.ଏ): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀଙ୍କୁ ସହାୟତା ପାଇଁ କରିଥିବା କାଳିଆ ଯୋଜନା ଓ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଏବେ ବାଟବଣା ହୋଇପଡିଛି।...

କୂଳପତିଙ୍କ ନାଁରେ ଏତଲା ଦେଲା ସଂଘ

ସମ୍ବଲପୁର,୧୭।୫(ଡି.ଏନ୍‌.ଏ.): ସମ୍ବଲପୁର ବିଶ୍ୱବିଦ୍ୟାଳୟ କୂଳପତି ସଞ୍ଜୀବ ମିତ୍ତଲଙ୍କ ନାଁରେ ଲଜପତ ରାୟ ଲ କଲେଜର ଆଲୁମିନି ଆସୋସିଏସନ ମଙ୍ଗଳବାର ଧନୁପାଲି ଥାନାରେ ଏତଲା ଦେଇଛନ୍ତି। ସମ୍ବଲପୁର...

ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ...

ବଳାତ୍କାରୀଙ୍କୁ ୩ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୯ା୨: ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ ଅନୁପ ରଞ୍ଜନ ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲା ଶୁଣାଣି କରିଥିଲେ। ପ୍ରମାଣ ମିଳଥିବାରୁ କାଳୁ...

ମିଲରଙ୍କ ଶୋଷଣ ନୀତି ରୋକିବାକୁ ଯୁବଚାଷୀଙ୍କୁ ଦାୟିତ୍ୱ

ସମ୍ବଲପୁର,୧୯।୧୧(ବ୍ୟୁରୋ): ପ୍ରଶାସନ ଓ ସରକାରଙ୍କ ସହିତ ସଲାସୁତରା କରି ମିଲରମାନେ ଚାଷୀଙ୍କୁ ଶୋଷଣ କରୁଛନ୍ତି। କଟ୍‌ନୀଛଟ୍‌ନୀ କରି ଚାଷୀଙ୍କ ଅମଳ ଧାନକୁ ମିଳିମିଶି ଲୁଟ କରାଯାଉଛ।...

ମହାବଳ ଶିକାର, ଆଉ ଜଣେ ଗିରଫ

ବାରିପଦା ଅଫିସ/ଉଦଳା,୧୬ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ବିସିପୁର ଅଞ୍ଚଳରେ ମହାବଳ ବାଘ ଚମଡ଼ା ବିକ୍ରି ଅଭିଯୋଗରେ ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍‌ (ଏସ୍‌ଟିଏଫ୍‌)...

Advertisement
Archives

Model This Week