୩ଶହ କୋଟି କ୍ଳବରେ ସାମିଲ ହେଲା ‘ଓ୍ବାର’

ମୁମ୍ବାଇ: ବଲିଉଡ୍‌ ମୁଭି ‘ଓ୍ବାର’ ବକ୍ସ ଅଫିସରେ ବେଶ୍‌ ଭଲ ପ୍ରଦର୍ଶନ କରିଛି। ଫିଲ୍ମଟି ଏବେ ୩ଶହ କୋଟି କ୍ଲବରେ ସାମିଲ ହୋଇଛି। ୨୦୧୯ର ଏହା ସବୁଠାରୁ ବଡ ବ୍ଲକବଷ୍ଟର ଫିଲ୍ମ ବୋଲି କୁହାଯାଉଛି। ଏହି ଆକ୍ସନ ଡ୍ରାମା ଫିଲ୍ମ ‘ଓ୍ବାର’କୁ ଫିଲ୍ମ କ୍ରିଟିକ ବେଶ୍‌ ପସନ୍ଦ କରିବା ସହ ଲୋକେ ମଧ୍ୟ ବେଶ୍‌ ପସନ୍ଦ କରିଛନ୍ତି। ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ହ୍ରିତିକ ରୋଶନ ଓ ଟାଇଗର ଶ୍ରଫଙ୍କର ଭୂମିକା ସମସ୍ତଙ୍କୁ ପସନ୍ଦ ଆସିଛି। ଏହାକୁ ଦେଖିବା ପରେ ଟମ୍‌ କ୍ରୁଜଙ୍କ ଫିଲ୍ମ ‘ମିଶନ ଇମ୍ପଶିବଲ’ ମନେ ପଡିବ ବୋଲି କେତେକ ଦର୍ଶକ ମତ ଦିଅନ୍ତି। ଏବେ ‘ଓ୍ବାର’, ଉରି, କବିର ସିଂ ଭାରତ ଭଳି ଫିଲ୍ମକୁ ପଛରେ ପକାଇ ୩ ଶହ କୋଟି କ୍ଲବରେ ସାମିଲ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେଲି ଜଗତର ବୋଲ୍ଡ ଶାଶୁମା’: ଯିଏ ୪୯ ବର୍ଷରେ ବି ରହୁଛନ୍ତି ଚର୍ଚ୍ଚାରେ

ମୁମ୍ବାଇ: ଅଭିନେତ୍ରୀ ଅଚ୍ଚିତ କୌର। ଟେଲିଭିଜନ ଜଗତର ଜଣେ ବୋଲ୍ଡ ଶାଶୁ ମା’ ହିସାବରେ ସେ ଘରେ ଘରେ ପରିଚିତ। ଏବେ ଅର୍ଚ୍ଚିତଙ୍କୁ ୪୯ ବର୍ଷ।...

କାନାଡାର ନାଗରିକତା ଛାଡିବେ ଅକ୍ଷୟ

ମୁମ୍ବାଇ,୭।୧୨: ପାଖାପାଖି ୭ ବର୍ଷ ତଳେ ଭାରତର ନାଗରିକତା ଛାଡି କାନାଡା ନାଗରିକତା ଗ୍ରହଣ କରିଥିବା ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ପୁଣି...

ପ୍ରିୟଙ୍କା, ଦୀପିକାଙ୍କ ପଥରେ ଆଲିଆ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଫିଲ୍ମ ‘କଲଙ୍କ’ ବକ୍ସ ଅଫିସରେ ସେତେଟା ଭଲ କମାଲ କରିପାରି ନ ଥିଲା। ମାତ୍ର ଆଲିଆ ଏତିକିରେ ହାରିଯିବା ଝିଅ...

ମାଳଦ୍ୱୀପରେ ଛୁଟିକାଟୁଛନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ବର୍ତ୍ତମାନ ମାଳଦ୍ୱୀପରେ ତାଙ୍କ ସାଙ୍ଗମାନଙ୍କ ସହିତ ଛୁଟି କଟାଉଛନ୍ତି। ସେ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ...

୧୦ ବର୍ଷ ହେଲାଣି ଏହି ରୋଗ ସହ ଲଢ଼ୁଛନ୍ତି ସୁମୋନା: ଏବେ ଚତୁର୍ଥ ଷ୍ଟେଜ୍‌ରେ…

ବମ୍ବେ: ଲକ୍‌ଡାଉନ୍‌ରେ ଦୁଃଖ ବଖାଣିଛନ୍ତି କମେଡିଆନ୍‌ ତଥା ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀ। ‘ଦ କପିଲ ଶର୍ମା ଶୋ’ରେ ନଜର ଆସୁଥିବା ସୁମୋନାଙ୍କ ପାଖରେ ଏବେ କୌଣସି...

ଅଲଗା ହେବେ ସୁସ୍ମିତାଙ୍କ ଭାଇଭାଉଜ!

ବମ୍ବେ: ଅଲଗା ହେବେ ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କ ଭାଇ ଭାଉଜ। କିଛି ଏଭଳି ଚର୍ଚ୍ଚା ଏବେ ବଲିଉଡ୍‌ରେ ହେବାରେ ଲାଗିଛି। ଦୀର୍ଘଦିନ ଧରି ପରସ୍ପରକୁ ଡେଟ୍‌...

ସାଧାରଣତନ୍ତ୍ର ଦିବସରେ ମୋ ଉଚ୍ଚତାଠୁ ବଡ଼ ଟ୍ରଫି ପାଇଥିଲି: ସୂର୍ଯ୍ୟମୟୀ ମହାପାତ୍ର…

ସେ ଚ୍ୟାଲେଞ୍ଜ ନେବାକୁ ପସନ୍ଦ କରନ୍ତି। ବିଉଟି ଅପେକ୍ଷା ଟ୍ୟାଲେଣ୍ଟକୁ ବେଶି ଗୁରୁତ୍ୱ ଦିଅନ୍ତି। ସମସ୍ତଙ୍କ ମନରେ ନିଜର ଏକ ସ୍ବତନ୍ତ୍ର ଛାପ ଛାଡିବାକୁ ଚାହାନ୍ତି,...

୭ ବର୍ଷ ଚାଲିଥିଲା ପ୍ରେମ ସମ୍ପର୍କ; ହଠାତ୍‌ ଅଲଗା ହୋଇ ଚମକାଇଥିଲେ ଏହି ଲୋକପ୍ରିୟ ଯୋଡ଼ି; ଏବେ ପରସ୍ପରର…

ବମ୍ବେ: ଏକଦା ଅଭିନେତ୍ରୀ ଆଶା ନେଗି ଏବଂ ଅଭିନେତା ରିତ୍ୱିକ ଧନଜାନୀ ଟେଲି ପରଦାର ଲୋକପ୍ରିୟ ଯୋଡ଼ି ଥିଲେ। ଉଭୟଙ୍କ ପ୍ରେମସମ୍ପର୍କ ଗଣମାଧ୍ୟମର ଶିରୋନାମା ପାଲଟୁଥିଲା।...

Advertisement
Archives

Model This Week