୩ଶହ ଲିଟର ଦେଶୀମଦ ଜବତ, ୩ କୋର୍ଟଚାଲାଣ

ଗୋପାଳପୁର,୨୧ା୫- ଏକ ପିକଅପ୍‌ ଭ୍ୟାନ (ନଂ.ଓଡି୦୭ଡି-୨୦୧୫) ହରିପୁର ରାସ୍ତା ଦେଇ ଗୋପାଳପୁର ଯାଉଥିବାବେଳେ ଜିଲା ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଓ ଗୋପାଳପୁର ଅବକାରୀ କର୍ମଚାରୀ ନାରାୟଣପୁର ଛକ ନିକଟରେ ଚଢ଼ାଉ କରିଥିଲେ। ଭ୍ୟାନ୍‌ରୁ ୩୦୦ ଲିଟର ଦେଶୀ ମଦ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଥିଲେ। ସେମାନେ ହେଲେ ନୋଳିଆ ନୂଆଗଁାର ଜେ. ନାରାୟଣ, ଏସ୍‌. ସନ୍ୟାସୀ। ଗୋପାଳପୁର ଅବକାରୀ କାର୍ଯ୍ୟାଳୟରେ କେଶ ନଂ.୯/୨୦-୨୧ ରୁଜୁ କରାଯାଇଛି। ଉକ୍ତ ରାସ୍ତାଦେଇ ଏକ ବାଇକ ଯୋଗେ ଯାଉଥିବା ଏ. ଗୋରେୟାଙ୍କଠାରୁ ମଧ୍ୟ ୧୦ ଲିଟର ଦେଶୀମଦ ଜବତ କରାଯାଇଥିଲା। ନଂ.୨୨/୨୦୨୦-୨୧ରେ ମାମଲା ରୁଜୁ ହୋଇଛି। ୩ ଅଭିଯୁକ୍ତଙ୍କୁ ଅପରାହ୍ନରେ କୋର୍ଟଚାଲାଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri