Posted inଜାତୀୟ

୩ହଜାର ୩ଶହ ୫୦ କୋର୍ଟରେ ଲାଗିବ ନ୍ୟାୟିକ ଘଣ୍ଟା: ଖର୍ଚ୍ଚ ହେବ ୪ଶହ ୩୬ କୋଟି

ନୂଆଦିଲ୍ଲୀ,୧୦।୭: ଦେଶର ୩ହଜାର ୩ଶହ ୫୦ କୋର୍ଟରେ ନ୍ୟାୟିକ ଘଣ୍ଟା ଲାଗିବ ବୋଲି କେନ୍ଦ୍ର ସରକାର ଯୋଜନା କରିଛନ୍ତି। ଏସମ୍ପର୍କିତ ପ୍ରସ୍ତାବ ୧୫ତମ ଅର୍ଥ କମିଶନଙ୍କ ନିକଟରେ ଦାଖଲ କରାଯାଇଛି। ଏହାଦ୍ୱାରା ଦେଶର ବିଭିନ୍ନ କୋର୍ଟର ତାଲିକା ସୂଚି ଏଲ୍‌ଇଡି ଡିସପ୍ଲେରେ ପ୍ରଦର୍ଶିତ ହେବ। ଏଥିରେ ସମସ୍ତ ହାଇକୋର୍ଟ, ଜିଲାକୋର୍ଟ ଏବଂ ନିମ୍ନ ଅଦାଲତର ସୂଚି ତାଲିକା ରହିବ। କୋର୍ଟରେ ବିଚାର କରାଯାଉଥିବା ମାମଲା ଆଧାରରେ ଏହି ତାଲିକା ପ୍ରକାଶ କରାଯିବ। କୋର୍ଟଗୁଡ଼ିକର କାର୍ଯ୍ୟଦକ୍ଷତା ପ୍ରଦର୍ଶନକୁ ବିଚାର ପରିସରଭୁକ୍ତ କରାଯାଇ ସୂଚି ତାଲିକା ପ୍ରସ୍ତୁତ ହେବ। ୨୦୨୦ରୁ ୨୦୨୫ ମଧ୍ୟରେ ଏହି ନ୍ୟାୟିକ ଘଣ୍ଟା ଲଗାଯିବ। ଏଥିପାଇଁ ମୋଟ ୪ ଶହ ୩୬ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri