୩ୟ ଥର ସନ୍ତାନ ଜନ୍ମ ଦେବ ସ୍ନେହା

ବାରଙ୍ଗ, ୯ା୧(ଡି.ଏନ୍‌.ଏ.): ବାରଙ୍ଗସ୍ଥିତ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ବାଘୁଣୀ ସ୍ନେହା ତୃତୀୟ ସନ୍ତାନକୁ ଜନ୍ମଦେବାକୁ ଯାଉଛି। ଯେପରି କୌଣସି ଅସୁବିଧା ନ ହୁଏ ସେ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସଜାଗ ରହିଛନ୍ତି। ସ୍ନେହାର୨୧ବି ଏନକ୍ଲୋଜରରେ ୪ଟି ସିସି କ୍ୟାମେରା ଖଞ୍ଜାଯାଇଛି। ଏହି ଏନକ୍ଲୋଜରକୁ ଯାତାୟାତକୁ ବାରଣ କରାଯାଇଥିବାବେଳେ ପଛପଟକୁ ରହିଛି ସ୍ନେହା। ସିସି କ୍ୟାମେରା ଦ୍ୱାରା ସ୍ନେହାର ଗତିବିଧିକୁ ନନ୍ଦନକାନନ କର୍ତ୍ତୃପକ୍ଷ ଲକ୍ଷ୍ୟ ରଖିଛନ୍ତି। ସୂଚନା ଥାଉ କି, ତୃତୀୟଥରପାଇଁ ସ୍ନେହା ପିଲା ଜନ୍ମ କରିବାକୁ ଯାଉଥିବାବେଳେ ସେଫ ଦ୍ୱିତୀୟ ଥର ପାଇଁ ସ୍ନେହା ସହ ମିଳନର ସୁଯୋଗ ପାଇଛି। ୨୦୧୬ ଡିସେମ୍ବର ୭ରେ ଜଙ୍ଗଲୀ ମହାବଳବାଘ ସେଫ୍‌କୁ ହାଇଦ୍ରାବାଦରୁ ନନ୍ଦନକାନନକୁ ଅଣାଯାଇଥିଲା। ସେଫ ସହ ଅଙ୍କିତାର ମିଳନରୁ ୧୨ଜାନୁୟାରୀ ୨୦୧୮ରେ ଦୁଇଟି ଛୁଆ ଜନ୍ମଦେଇଥିଲା ଅଙ୍କିତା। ସେଥିମଧ୍ୟରୁ ଗୋଟିକର ମୃତ୍ୟୁ ଘଟିଥିଲା। ଏବେ ନନ୍ଦନକାନନରେ ବାଘ ସଂଖ୍ୟା ୨୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ସଞ୍ଜୀବ ସାହୁ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି। କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ବିରାଶାଳ ଏୟାରଷ୍ଟ୍ରିପ୍‌ରେ ପ୍ରଶିକ୍ଷଣ ସମୟରେ ଖସିପଡ଼ିଲା ବିମାନ: ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀ ମୃତ

କାମାକ୍ଷାନଗର,୮ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ବିରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରରେ ସୋମବାର ସକାଳେ ବିମାନ ଖସିପଡ଼ିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରଶିକ୍ଷଣ...

ଆର୍ମି ପରୀକ୍ଷାର୍ଥୀଙ୍କ ଆତଙ୍କ ନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କମିଶନର: ରାଜଧାନୀ ଏଭଳି ସାକ୍ଷାତକାର ନ କରିବାକୁ ଉଲ୍ଲେଖ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଆର୍ମିରେ ଭର୍ତ୍ତି ହେବା ପାଇଁ ଭୁବନେଶ୍ୱରସ୍ଥ ୧୨୦ ବାଟାଲିୟନ ରାଲିରେ ଯୋଗଦେବାକୁ ଆସିଥିବା କେତେଜଣ ପରୀକ୍ଷାର୍ଥୀ ମଙ୍ଗଳବାର ଆତଙ୍କ ଖେଳାଇଥିଲେ। ଜୋର ଜବରଦସ୍ତ ଟ୍ରେନ୍‌...

ଆଜିଠୁ ପଶ୍ଚିମ ଦ୍ୱାରରେ ଦର୍ଶନ

ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଦର୍ଶନ ବ୍ୟବସ୍ଥା ଶୁକ୍ରବାରଠାରୁ ଆରମ୍ଭ ହେବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ...

ବୁରୁଧ୍‌ ଦମ୍ପତିର ହାତେ ନାତିର ଭବିଷତ୍‌

  ପର୍ଲା, ୨୮।୧ (ଡି.ଏନ୍‌.ଏ.)- ଦୁଇ ବଛର ଭିତରେ ମା’ବାପ୍‌କୁ ହେରେଇଛନ୍‌। ସାହାଭରସା କହେଲେ ବୁରୁଧ୍‌ ଅଜାଆଈ। ହେଲେ ଅଜାଆଈର ବଏସ୍‌ ବି ଅଧ୍‌କା ହେଲାନ।...

‘କଳାକାରଙ୍କୁ ବିବାଦରେ ଛନ୍ଦିବା ଠିକ୍‌ ନୁହେଁ’

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହୋଇ ୨୦୨୦ ଜାନୁୟାରୀ ୧୦ ପର୍ଯ୍ୟନ୍ତ ଚାଲିବ। କଂସ ରାଜୁତିରେ ୧୧ଦିନ...

ଶୂଲିଆଯାତ୍ରା: ବଳି ପକାଯିବ, ମହୋତ୍ସବ ହେବ ନାହିଁ

ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୧: ଆଦିବାସୀଙ୍କ ପ୍ରସିଦ୍ଧ ଶୂଲିଆ ଯାତ୍ରା ଆସନ୍ତା ୧୯ତାରିଖ ପୌଷଶୁକ୍ଳ ପକ୍ଷ ପ୍ରଥମ ମଙ୍ଗଳବାର ବଲାଙ୍ଗୀର ଜିଲା ଖଇରଗୁଡା ବଡଖଳା ଓ କୁମରିଆ ସାନଖଳାଠାରେ...

କାଶୀରେ ଗୋଟେ, ଲିଙ୍ଗରାଜ ପାଇଁ ଆଉ ଗୋଟେ

ଭୁବନେଶ୍ୱର,୭ା୪(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଭଳି ସ୍ବତନ୍ତ୍ର ଆଇନ ଆଣିବା ସକାଶେ ରାଜ୍ୟ...

Advertisement
Archives

Model This Week