୩୦ରୁ ବିଦ୍ୟୁତ୍‌ କର୍ମଚାରୀଙ୍କ ଆନ୍ଦୋଳନ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ବିଦ୍ୟୁତ୍‌ ବିଭାଗରେ ସଂସ୍କାର ପାଇଁ ଆମୂଳଚୂଳ ପରିବର୍ତ୍ତନ କରାଯିବାର ୨୪ ବର୍ଷ ପୂରିଲା। ହେଲେ କର୍ମଚାରୀଙ୍କ ପାଇଁ ସର୍ଭିସ ରେଗୁଲେଶନ ହୋଇପାରିଲା ନାହିଁ। ସର୍ଭିସ ରେଗୁଲେଶନ ନ ଥିବାରୁ କର୍ମଚାରୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆଇଟିଆଇ ତାଲିମପ୍ରାପ୍ତ କୁଶଳୀ ଶ୍ରେଣୀରେ ଗଣା ଯାଉଥିବା ବେଳେ ଓପିଟିସିଏଲ୍‌ରେ ଆଇଟିଆଇ ତାଲିମପ୍ରାପ୍ତ କର୍ମଚାରୀମାନେ ଦୀର୍ଘ ସାତବର୍ଷ ହେବ ଅର୍ଦ୍ଧକୁଶଳୀ ଶ୍ରେଣୀରେ ବିନା ପଦୋନ୍ନତିରେ କାର୍ଯ୍ୟ କରୁଛନ୍ତି। ରାଜ୍ୟ ସରକାରଙ୍କ ୫ଟି ନୀତିକୁ ଓପିଟିସିଏଲ୍‌ କର୍ତ୍ତୃପକ୍ଷ ବାରମ୍ବାର ଉଲ୍ଲଂଘନ କରୁଛନ୍ତି। ପ୍ରତିବାଦରେ ନିଖିଳ ଓଡ଼ିଶା ବିଦ୍ୟୁତ୍‌ ମଜଦୁର ମହାସଂଘ କର୍ମକର୍ତ୍ତା ଆସନ୍ତା ୩୦ ତାରିଖରୁ ଓପିଟିସିଏଲ୍‌ ମୁଖ୍ୟ ଫାଟକ ସମ୍ମୁଖରେ ଅନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ଗଣଧାରଣା ଦେବେ। ମହାସଂଘର କାର୍ଯ୍ୟକାରୀ ସଭାପତି ଜ୍ଞାନରଞ୍ଜନ ଭୋଇ ଏବଂ ସାଧାରଣ ସମ୍ପାଦକ ସତ୍ୟବ୍ରତ ପରିଡ଼ା ବୁଧବାର ଏକ ପ୍ରେସ୍‌ ବିବୃତିରେ ଏହା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri