Posted inଜାତୀୟ

୩୦ ଓଡ଼ିଆ ଶ୍ରମିକ ଉଦ୍ଧାର

ସୁରଟ,୫ା୮: ପ୍ରବଳ ବର୍ଷା ଯୋଗୁ ତିନିଦିନ ହେଲା ଗୁଜରାଟର ନଭସାରୀ ଅଞ୍ଚଳରେ ଫସି ରହିଥିବା ୩୦ ଓଡ଼ିଆ ଶ୍ରମିକଙ୍କ ସମେତ ୩୨ ଜଣଙ୍କୁ ସ୍ଥାନୀୟ ପ୍ରଶାସନ ରବିବାର ଉଦ୍ଧାର କରିଛି। ଏହି ଲୋକମାନେ ଜଳବନ୍ଦୀ ମେନ୍ଧର ଗ୍ରାମରେ ଅଟକି ରହିଥିବା ନଭସାରୀ ଜିଲା ପ୍ରଶାସନ ଜାଣିବା ପରେ ସେମାନଙ୍କ ଉଦ୍ଧାର ଲାଗି ତୁରନ୍ତ ପଦକ୍ଷେପ ନେଇଥିଲା। ଉଦ୍ଧାର କାର୍ଯ୍ୟରେ ବାୟୁସେନାର ଦୁଇଟି ହେଲିକପ୍ଟରକୁ ନିୟୋଜିତ କରାଯାଇଥିଲା। ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକଙ୍କୁ ସୁରଟ ବିମାନ ବନ୍ଦରକୁ ନିଆଯାଇଛି।
ବୁଧବାରଠାରୁ ପ୍ରବଳ ବର୍ଷା ଲାଗି ରହିବା ଫଳରେ ଗୁଜରାଟର ବିଭିନ୍ନ ଜିଲାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ଜଳାଶୟ ବୁଡିଯିବାରୁ କୁମ୍ଭୀର ରାସ୍ତାକୁ ଉଠିଆସିଛନ୍ତି। ଜଙ୍ଗଲ ବିଭାଗର କର୍ମଚାରୀ ରାସ୍ତାରୁ ଏକ କୁମ୍ଭୀରକୁ ଉଦ୍ଧାର କରିବାର ଫଟୋ ଭାଇରାଲ ହୋଇଛି। ବର୍ଷା କମିବା ପରେ ରାସ୍ତାରୁ ପାଣି ଛାଡ଼ିବା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

ଶେୟାର ବଜାରରେ ଯୁବପିଢ଼ି

ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି…

ସାଧୁ ଓ ଲେଖକ

ଭାଗବତ ବାଣୀ ଅଛି – ‘ସାଧୁ ଯେ ମଳୟ ପବନ, କାଷ୍ଠକୁ କରଇ ଚନ୍ଦନ’। ସାଧୁ ଶବ୍ଦଟି ଅତ୍ୟନ୍ତ ପୂତ ପବିତ୍ର। ସାଧୁ ସତ୍‌ ପୁରୁଷ। ସାଧୁ…

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା…

ଶ୍ରେଷ୍ଠ ୨୦୦ ମଧ୍ୟରେ ୩ ଭାରତୀୟ ଶିକ୍ଷାନୁଷ୍ଠାନ, ଜାଣନ୍ତୁ ଶୀର୍ଷରେ କିଏ…

ନୂଆଦିଲ୍ଲୀ: ୧୯ା୬: ପ୍ରତିଷ୍ଠିତ ‘କ୍ୟୁଏସ୍‌ ୱାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୭’ର ତାଲିକା ଗୁରୁବାର ପ୍ରକାଶ ପାଇଛି। ଏଥିରେ ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ୩ଟି ଭାରତୀୟ…

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri