୩୦ ତାଲିବାନ ଆତଙ୍କବାଦୀ ନିହତ

କାବୁଲ,୧୨ା୯(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନର ଟଖର ପ୍ରଦେଶରେ ଆକାଶମାର୍ଗରୁ ଗ୍ରେନେଡ୍‌ ମାଡ଼ରେ ୩୦ ତାଲିବାନ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ଅନ୍ୟ ୩୦ ଆତଙ୍କବାଦୀ ଆହତ ହୋଇଥିବା ଗୋଇନ୍ଦା ସୂଚନା ମିଳିଛି। ଆଫ୍‌ଗାନ ସଶସ୍ତ୍ର ବଳ ରକେଟ୍‌ ଗ୍ରେନେଡ୍‌ରେ ଆକାଶମାର୍ଗରୁ ଆତଙ୍କବାଦୀଙ୍କୁ ଟାର୍ଗେଟ କରିଥିଲେ। ଆକ୍ରମଣରେ ସେନାର ୩ ଅପହୃତ ଯାନବାହନ ମଧ୍ୟ ଧ୍ୱଂସ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri