୩୦ ବର୍ଷରେ ଟାଇଗର ଶ୍ରଫ୍‌: ଦିଶା ପାଟନୀଙ୍କ ଭିଡ଼ିଓକୁ ଲାଇକ୍‌ କଲେ ୫ ଲକ୍ଷରୁ ଅଧିକ ୟୁଜର

ମୁମ୍ବାଇ: ବଲଉଡ୍‌ରେ ୬ ପ୍ୟାକ୍‌କୁ ନେଇ ଚର୍ଚ୍ଚାରେ ଥିବା ଅଭିନେତା ଟାଇଗର ଶ୍ରଫ୍‌ ସୋମବାର ୩୦ ବର୍ଷରେ ପାଦ ଦେଇଛନ୍ତି। ୧୯୯୦ ମାର୍ଚ୍ଚ ୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଜୟ ହେମନ୍ତ ଶ୍ରଫ୍‌। ଜନ୍ମଦିନରେ ସାଙ୍ଗସାଥି ଟାଇଗରଙ୍କୁ ଅଭିନନ୍ଦନ ଜଣାଉଥିବାବେଳେ ଗର୍ଲଫ୍ରେଣ୍ଡ୍‌ ଦିଶା ପାଟନୀ ଭିନ୍ନ ଏକ ଅନ୍ଦାଜରେ ଶୁଭେଚ୍ଛା ଜଣାଇଛନ୍ତି। ସେ ଇନଷ୍ଟାଗ୍ରାମ୍‌ରେ ଟାଇଗରଙ୍କ ସହିତ ଡ୍ୟାନ୍ସ୍‌ କରୁଥିବାର ଭିଡ଼ିଓ ଶେୟାର କରିଛନ୍ତି। ଫିଲ୍ମ ବୈଙ୍ଗ ବୈଙ୍ଗ୍‌ ଗୀତର ତାଳେ ତାଳେ ସେମାନେ ଡ୍ୟାନ୍ସ୍‌ କରୁଥିବା ଏହି ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ଇତିମଧ୍ୟରେ ୫ଲକ୍ଷ ୮୪ ହଜାର ୭୬୦ ଜଣ ୟୁଜର ଲାଇକ୍‌ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଜୀବନସାଥୀ ଖୋଜୁଛନ୍ତି କ୍ରୀତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ରୀତି ସାନନଙ୍କ ଫିଲ୍ମ ‘ହମ ଦୋ ହମାରେ ଦୋ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ସେ ମୁଖ୍ୟ ଭୂମିକାରେ ବଲିଉଡ୍‌...

୫ ଜଣଙ୍କୁ ପ୍ରେମ କରି ୧୦ ବର୍ଷ ସାନ ପୁରୁଷ ବନ୍ଧୁଙ୍କୁ ବିବାହ କରିଛନ୍ତି ପିସି

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ତାଙ୍କ ପ୍ରେମ କାହାଣୀକୁ ନେଇ ବେଶ୍‌ ଚର୍ଚ୍ଚିତ। ୩୮ ବର୍ଷରେ ପଦାର୍ପଣ କରିଥିବା ପିସି ପାଖାପାଖି ୫...

ଲାଲ୍‌ ଲେହେଙ୍ଗାରେ ସାରାଙ୍କ ଫଟୋଶୁଟ: ଫଟୋ ଦେଖି ବିବାହ ପ୍ରସ୍ତାବ ଦେଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ୍‌ ଜଗତରେ ପାଦ ଥାପିବା ଦିନଠାରୁ ସୈଫ ଲଳନା ସାରାଙ୍କ କ୍ରେଜ୍‌ କାହାଠାରୁ କମ୍‌ ନୁହେଁ। ଫିଲ୍ମ ‘କେଦାରନାଥ’ ଓ ‘ସିମ୍ବା’ରେ ତାଙ୍କର ଅଭିନୟକୁ...

ଦୀପିକା, ସିନ୍ଧୁଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ ନିଜ ଅଭିନୟ ପାଇଁ ବେଶ୍‌ ପରିଚିତ। ଏହାସହ ସୋସିଆଲ ଇସ୍ୟୁକୁ ନେଇ ସେ ଖୋଲାଖୋଲି ଚର୍ଚ୍ଚା କରିଥାଆନ୍ତି। ତେବେ...

ଆଇସ୍‌କ୍ରିମ ବିକ୍ରି କରିବେ କାର୍ତ୍ତିକ!

ମୁମ୍ବାଇ: ବଲିଉଡ୍‌ ନାୟକ କାର୍ତ୍ତିକ ଆର୍ଯ୍ୟନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ। ଅଧିକାଂଶ ସମୟରେ ସେ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଫଟୋ ଓ ଭିଡିଓ...

କଙ୍ଗନା କରୋନା ପଜିଟିଭ୍‌…

ମୁମ୍ବାଇ,୮।୫: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି...

ବିବାହ ପୂର୍ବରୁ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଅଭିନେତ୍ରୀ ଫ୍ରିଡା ପିଣ୍ଟୋ ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଅଳ୍ପ ସମୟ ମଧ୍ୟରେ ନିଜର ଚମତ୍କାର ଅଭିନୟ ସହିତ ସାରା ବିଶ୍ୱରେ ନିଜର ପରିଚୟ...

ଗ୍ଲାମର ଇଣ୍ଡଷ୍ଟ୍ରିକୁ ଅଲବିଦା କହିଲେ ଆଉ ଜଣେ ଅଭିନେତ୍ରୀ

ଜାଇରା ୱାସିମ ଏବଂ ସାନା ଖାନଙ୍କ ପରେ ଏବେ ଆଉ ଜଣେ ଅଭିନେତ୍ରୀ ଗ୍ଲାମର ଇଣ୍ଡଷ୍ଟ୍ରି ଛାଡିଛନ୍ତି। ଅଭିନେତ୍ରୀ ମେହଜବି ସିଦ୍ଦିକି ସବୁକିଛି ଛାଡି ହିଜାବରେ...

Advertisement
Archives

Model This Week