Posted inଜାତୀୟ

୩୦ ମିନିଟ୍‌ ପରେ ରାୟ

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ଗୁରୁବାର କୋର୍ଟରେ ହାଜର ହୋଇଛନ୍ତି। ଦୀର୍ଘ ୩ ଘଣ୍ଟାର ଜେରା ପରେ ସେ କୋର୍ଟରେ ହାଜର ହୋଇଛନ୍ତି। ତେବେ ତାଙ୍କ ତରଫରୁ ମାମଲା ଲଢୁଥିବା ଓକିଲ କପିଲ ଶିବଲ ଓ ଅଭିଶେକ ମନୁ ସଙ୍ଗଭି ଚିଦାମ୍ବରଙ୍କ ପାଇଁ ଅନେକ ଯୁକ୍ତି ବାଢିଛନ୍ତି। ତେବେ ମାତ୍ର ୩୦ ମିନିଟ୍‌ ପରେ ରାୟ ଶୁଣାଣି କରାଯିବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଟିକସ ମୁକ୍ତ

ନୂଆଦିଲ୍ଲୀ, ୧୨।୬: ବ୍ଲାକ୍‌ ଫଙ୍ଗସ୍‌ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍‌ଟି କାଉନସିଲ ବୈଠକ ପରେ ରେମ୍‌ଡେସିଭିର ଭଳି କୋଭିଡ୍‌-୧୯ ଔଷଧ ଏବଂ...

ଟିଏମ୍‌ସି ଅଭିଯୋଗରେ ସତ୍ୟତା ନାହିଁ : ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୨।୩ : ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ଲାଗି ନନ୍ଦିଗ୍ରାମରୁ ନାମାଙ୍କନ ଦାଖଲ କରିବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା।...

ବିବେକ ଓବରୟଙ୍କ ଘର ଉପରେ ଚଢାଉ

ମୁମ୍ବାଇ,୧୫ ।୧୦: ବଲିଉଡ୍ ଅଭିନେତା ବିବେକ ଓବରୟଙ୍କ ଘରେ ବେଙ୍ଗାଲୁରୁ ପୋଲିସ ଦ୍ୱାରା ଚଢାଉ କରାଯାଇଛି । ବେଙ୍ଗାଲୁରୁ ପୋଲିସର ୨ ଜଣ ଇନସ୍‌ପେକ୍ଟର ଗୁରୁବାର...

କରୋନା ସଂକ୍ରମଣରେ ଲାଗୁଛି ଲଗାମ୍‌: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍‌ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ...

ବିହାର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ କ୍ରିକେଟ ନିଶା, ଶିଶୁ ମୃତ୍ୟୁ ପ୍ରତି ନାହିଁ ଦରଦ: ଖବରଦାତା ସମ୍ମିଳନୀରେ ପଚାରିଲେ ଗଲାଣି କେତେ ଓ୍ବିକେଟ୍‌

ପାଟନା,୧୮।୬: ବିହାରରେ ଜାପାନିଜ୍‌ ଇନସେଫାଲଇଟିସ୍‌ରେ ଜଣଙ୍କ ପରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିବାରେ ଲାଗିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷ ବର୍ଦ୍ଧନ, ସ୍ବାସ୍ଥ୍ୟ ଓ...

ସମସ୍ତ ସରକାରୀ ସ୍କୁଲରେ ଶନିବାର ହେବ ନୋ ବ୍ୟାଗ୍‌ ଡେ’: ଗେହଲଟ

ଜୟପୁର,୨୦।୨: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗୁରୁବାର ତାଙ୍କ କାର୍ଯ୍ୟକାଳର ଦ୍ୱିତୀୟ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଥମେ ସେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ କଥା...

ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ନେଇ କଂଗ୍ରେସ ନୀରବ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଗ୍ରହଣ କରାଯିବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଦଳ ଏପର୍ଯ୍ୟନ୍ତ ଏହା ଉପରେ...

ହସ୍ପିଟାଲରେ ସ୍ଥାନର ଅଭାବ ଯୋଗୁ ଚିକିତ୍ସା ପାଇଁ ଆସିଥିବା ୧୦୦ ଶିଶୁଙ୍କୁ ନିଜ ବଙ୍ଗଳାକୁ ନେଲେ ଜିଲାପାଳ

ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଜଣେ ଜିଲାପାଳ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ସେ ହେଉଛନ୍ତି ଅଭିଷେକ ସିଂ। ସ୍ଥାନୀୟ ସିହାଓ୍ବଲ ଅଞ୍ଚଳରେ ଥିବା ଏକ...

Advertisement
Archives

Model This Week