୩୦ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ମହାରାଷ୍ଟ୍ର ଏବଂ ଛତିଶଗଡ଼ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏପ୍ରିଲ ୩୦ ଯାଏ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ରାଜ୍ୟର ୧୦ଟି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏସବୁ ଜିଲା ହେଲା ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, କୋରାପୁଟ, ରାୟଗଡ଼ା, ସୁନ୍ଦରଗଡ଼ ଏବଂ ଦେବଗଡ଼। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି ଘଟଣାରେ ୧୦ ଗିରଫ: କାର୍‌, ବାଇକ ସହ ଜବତ ହେଲା…

ବଲାଙ୍ଗୀର, ୧୨।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚୂଡାପାଲିସ୍ଥିତ ଏକ ଅଳଙ୍କାର ଦୋକାନରୁ ଲୁଟ୍‌ ଏବଂ ଡକାୟତି ଘଟଣାରେ ବଲାଙ୍ଗୀର ପୋଲିସ ୧୦…

ଭାରତ ଫେରିଆସନ୍ତୁ ନଚେତ ‘ପଳାତକ’ ଟ୍ୟାଗ ଉପରେ କୌଣସି ଶୁଣାଣି ହେବ ନାହିଁ, ବିଜୟ ମାଲ୍ୟାଙ୍କୁ ହାଇକୋର୍ଟଙ୍କ ଭର୍ତ୍ସନା!

ମୁମ୍ବାଇ,୧୨।୨: ଫେବୃଆରୀ ୧୨, ୨୦୨୬ରେ ଏକ ଶୁଣାଣି ସମୟରେ, ବମ୍ବେ ହାଇକୋର୍ଟ ବିଜୟ ମାଲ୍ୟାଙ୍କୁ କହିଥିଲେ ଯେ ଯଦି ସେ ତାଙ୍କ ଆବେଦନର ଶୁଣାଣି କରିବାକୁ ଚାହାଁନ୍ତି,…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ICCର ବଡ଼ ନିଷ୍ପତ୍ତି: ଗୋଟିଏ ଟେବୁଲରେ ବସିବେ BCCI PCB, ଜାଣନ୍ତୁ କ’ଣ ମାମଲା…

ନୂଆଦିଲ୍ଲୀ,୧୨।୨: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ଲାହୋରରେ ଆଇସିସି, ବିସିବି ଏବଂ ପିସିବି ମଧ୍ୟରେ ଏକ ବୈଠକ ପରେ ଏହା…

BCCI ଆଗରେ ଆଣ୍ଠେଇଲା ବାଂଲାଦେଶ! ICCକୁ ଆଖି ଦେଖାଇବା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୧୨।୨: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ମୁଖ୍ୟ ଅମିନୁଲ ଇସଲାମ କହିଛନ୍ତି ଯେ ସେ ରବିବାର ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 ବିଶ୍ୱକପ ମ୍ୟାଚ ଦେଖିବା…

ପୋଲିସର ଭୁଲ ପାଇଁ ଚାଲିଗଲା ଭାରତୀୟ ଛାତ୍ରୀଙ୍କ ଜୀବନ ଏବେ ପରିବାରକୁ ମିଳିବ ୨୬୨ କୋଟି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୨।୨: ଆମେରିକାର ସିଆଟେଲ ସହର ୨୩ ବର୍ଷୀୟ ଭାରତୀୟ ଛାତ୍ରୀ ଜାହ୍ନବୀ କାଣ୍ଡୁଲାଙ୍କ ପରିବାର ସହିତ ୨୯ ନିୟୁତ ଡଲାର (ପ୍ରାୟ ୨୬୨ କୋଟି)ର ସମାଧାନ ପାଇଁ…

ହଠାତ୍ ଭୋକ ଲାଗିବା ବନ୍ଦ ହୋଇଯାଉଛି କି? ସାବଧାନ! ହୋଇପାରେ ଗମ୍ଭୀର ରୋଗର ଲକ୍ଷଣ

କିଛି ଲୋକଙ୍କର ହଠାତ୍ ସ୍ୱାଭାବିକ ଭୋକ କମିଯାଏ । ଏହାକୁ ପ୍ରାୟତଃ ଥକ୍କାପଣ, ପାଗ କିମ୍ବା ଦିନଚର୍ଯ୍ୟାରେ ପରିବର୍ତ୍ତନ ବୋଲି ଖାରଜ କରାଯାଏ । ଭୋକ ଆମ…

T20 World Cupରେ ଇତିହାସ ରଚିଲା ଶ୍ରୀଲଙ୍କା, ଓମାନକୁ…

ନୂଆଦିଲ୍ଲୀ,୧୨।୨: ଟି-୨୦ ବିଶ୍ୱକପର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କା ଓମାନକୁ ୧୦୫ ରନରେ ପରାସ୍ତ କରିଛି। ଗୁରୁବାର ଅନୁଷ୍ଠିତ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୨୦…

୪ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ, ଚପଲ ଭାସିବା ପରେ….

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ବାଟେଣି ପୋଖରୀରେ ମୃତଦେହ ଭାସୁଥିବା ଦେଖାଯାଇଛି । ନିଖୋଜର ୪ଦିନ ପରେ ଗୁରୁବାର ମିଳିଲା ମୃତଦେହ । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri