୩୦ ହଜାର ମଦ୍ରାସା ଉପରେ ହେବ ସରକାରୀ ନିୟନ୍ତ୍ରଣ: ପାକିସ୍ତାନ

ଇସ୍‌ଲାମାବାଦ,୩୦।୪: ପାକିସ୍ତାନ ସରକାର ସୋମବାର ଘୋଷଣା କରିଛନ୍ତି କି ପାକିସ୍ତାନରେ ଥିବା ୩୦ ହଜାରରୁ ଊର୍ଦ୍ଧ୍ୱ ମଦ୍ରାସାକୁ ମୁଖ୍ୟଧାରାର ଶିକ୍ଷା ପ୍ରଣାଳୀରେ ସାମିଲ କରାଯିବ। ପାକିସ୍ତାନ ସେନାର ପ୍ରବକ୍ତା ଏହି ସୂଚନା ଦେଇ କହିଛନ୍ତି କି ଏଥର ମଦ୍ରାସାରେ ସାମୟିକ ଶିକ୍ଷା ଦିଆଯିବ। ଏଠାରେ ପଢୁଥିବା ଛାତ୍ରମାନଙ୍କ ପାଇଁ ଏଭଳି ପାଠ୍ୟକ୍ରମ ପ୍ରଚଳନ କରାଯିବ ଯେଉଁଥିରେ କୌଣସି ଖରାପ ଭାଷା ବା ଶବ୍ଦ ରହିବ ନାହିଁ। ବିଶେଷ କରି ଏଥିରେ ବିଭିନ୍ନ ସମ୍ପ୍ରଦାୟକୁ ସମ୍ମାନ ଦେବାଭଳି ଶିକ୍ଷା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣା, ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ

ଢାକା,୧।୧: ବାଂଲାଦେଶରେ ଅଶାନ୍ତି ଜାରି ରହିଛି। ବୁଧବାର, ଏକ ଜନଗହଳି ଆଉ ଜଣେ ହିନ୍ଦୁ ବ୍ୟକ୍ତି ଖୋକନ ଦାସଙ୍କୁ ଆକ୍ରମଣ କରି ଆହତ କରିଥିଲା ଏବଂ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ନିରବି ଗଲା ୪୦୧ ବର୍ଷର ପରମ୍ପରା, ପ୍ରଥମଥର ପାଇଁ ବିଶ୍ୱର ଏହି ଦେଶ ବନ୍ଦ କଲା ଏମିତି ଏକ ସେବା

କୋପେନହାଗେନ,୧।୧: ଡେନମାର୍କ ୪୦୧ ବର୍ଷର ପୁରୁଣା ପରମ୍ପରାକୁ ବିଦାୟ ଦେଇଛି। ଦେଶର ଡାକ ସେବା, ପୋଷ୍ଟନୋର୍ଡ, ଘରୋଇ ଚିଠି ବିତରଣକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛି। ଡେନମାର୍କ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri