Posted inଜାତୀୟ

୩୧ରୁ ଆରମ୍ଭ ହୋଇପାରେ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୪ା୧: ଚଳିତ ମାସ ୩୧ରେ ବଜେଟ ଅଧିବେଶନ ଆରମ୍ଭ କରିବା ନେଇ ସରକାର ବିଚାର କରୁଛନ୍ତି। ସେହିଭଳି ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଉପସ୍ଥାପନ ହୋଇପାରେ। ବଜେଟ ଅଧିବେଶନ ନେଇ ଚୂଡାନ୍ତ ତାରିଖର ବିଜ୍ଞପ୍ତି ଏ ଯାଏ ପ୍ରକାଶ ପାଇନାହିଁ। ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି(ସିସିପିଏ) ଏ ନେଇ ତାରିଖ ପ୍ରସ୍ତାବ ଦେବା ପରେ ବିଜ୍ଞପ୍ତି ଆସିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ସିସିପିଏ ବୈଠକ ଶୀଘ୍ର ବସିବା ସହ ଏ ସଂକ୍ରାନ୍ତରେ ପ୍ରସ୍ତାବ ଦେବ। ବଜେଟ ଅଧିବେଶନର ଆରମ୍ଭ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ଉଭୟ ସଦନର ମିଳିତ ଅଧିବେଶନକୁ ଅଭିଭାଷଣ ଦେବେ। ସମାନ ଦିନରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇବ। ବଜେଟ ଅଧିବେଶନ ଏପ୍ରିଲ ଯାଏ ଚାଲିବ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ସରକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri