Posted inଜାତୀୟ

୩୧ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଜାନୁୟାରୀ ୩୧ରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ। ୩୧ ପୂର୍ବାହ୍ନ ୧୧ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ।
ଅଧିବେଶନ ଦୁଇ ପର୍ଯ୍ୟାୟରେ ଚାଲିବ। ପ୍ରଥମ ପର୍ଯ୍ୟାୟ ଜାନୁୟାରୀ ୩୧ରୁ ଆରମ୍ଭ ହୋଇ ଫେବୃୟାରୀ ୧୧ରେ ଶେଷ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୨ରୁ ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧୁ ବଙ୍ଗାରପ୍ପା ହେଲେ ଜେଡିଏସ୍‌ କାର୍ଯ୍ୟକାରୀ ଅଧ୍ୟକ୍ଷ

ବେଙ୍ଗାଲୁର୍‌,୪।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି.ଦେବଗୌଡ଼ା ଜେଡିସ୍‌ରେ କେତେକ ପରିବର୍ତ୍ତନ କରିଛନ୍ତି। ମଧୁ ବଙ୍ଗାରପ୍ପାଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ସେ ଘୋଷଣା କରିଛନ୍ତି। ସେହିପରି ଏଚ୍‌.କେ....

ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୦।୩: ସାରା ଦେଶରେ ପାଳନ କରାଯାଉଛି ରଙ୍ଗର ପର୍ବ ହୋଲି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ହିନ୍ଦୀରେ ସେ ଟୁଇଟ୍‌...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଏଲ୍‌ଓସିରେ ଯବାନ ଶହୀଦ

ଜମ୍ମୁ,୨ା୯(ପି.ଟି.): ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖାରେ ରବିବାର ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ଭାରତର ଆଗୁଆ ଘାଟି ଓ ସୀମାନ୍ତବର୍ତ୍ତୀ ଗାଁ...

ଲଗାଣ ବର୍ଷାରେ ବେହାଲ ମାୟାନଗରୀ: ସହରରେ ଆଲର୍ଟ, ସ୍କୁଲ, କଲେଜ ବନ୍ଦ

ମୁମ୍ବାଇ,୪।୯: ମୁମ୍ବାଇ ଓ ଆଖପାଖ ଜିଲାରେ ମଙ୍ଗଳବାର ଲଗାତାର ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ମୁମ୍ବାଇର କିଙ୍ଗ୍‌ ସର୍କିଲ ଓ ଗାନ୍ଧୀ...

ଅସୁସ୍ଥ ମୁଲାୟମଙ୍କୁ ଭେଟିଲେ ଯୋଗୀ

ଲକ୍ଷ୍ନୌ, ୧୦।୬:ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ମୁଲାୟମ ସିଂହ ଯାଦବଙ୍କୁ ଭେଟିଛନ୍ତି। ଏଥିସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି...

ମୋଦିଙ୍କ ପ୍ରେରଣା: ୨୨ଥର ହାରି ପୁଣିଥରେ ନିର୍ବାଚନ ଲଢୁଛନ୍ତି ଏହି ଚା’ ଦୋକାନୀ

ଗ୍ବାଲିୟର,୨୦।୪: ଚା’ବାଲା ହୋଇ ଯଦି ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହୋଇ ପାରିଲେ ତେବେ ସେ ବି ଦିନେ ନିର୍ବାଚନରେ ବିଜୟ ଲାଭ କରିବେ ବୋଲି...

ସମ୍ପର୍କୀୟଙ୍କ ଅଭିଯୋଗ: ୭ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପରେ ଆଉ ଟଙ୍କା ନ ଥିବା ଜାଣି ଜୀବିତଙ୍କୁ ମୃତ ଘୋଷଣା କଲେ ଡାକ୍ତର

ଲକ୍ଷ୍ନୌ,୨।୭: ଡାକ୍ତର ଜଣେ ରୋଗୀଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀୟମାନେ ମୃତଦେହ ସଂସ୍କାର କରିବାକୁ ନେବା ପୂର୍ବରୁ ଘଟିଲା ଆଶ୍ଚର୍ଯ୍ୟ ଜନକ ଘଟଣା। ମୃତ...

ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ସବୁ ଦାବି ମାନି ନେଲେ ଉଦ୍ଧବ

ମୁମ୍ବାଇ,୨୦।୧: ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଖାଦେଇଥିବା ବିବାଦର ଅନ୍ତ ଘଟିଛି। ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ଶ୍ରୀ ସାଇବାବା ସଂସ୍ଥାନ...

Coronavirus Update


Archives

Model This Week

Why Dharitri