୩୧ ନିୟୁତ ପାଉଣ୍ଡ ଧରି ଦୁବାଇ ଯୁବରାଣୀ ଫେରାର

ଲଣ୍ଡନ,୩୦ା୬(ଆଇଏଏନ୍‌ଏସ୍‌): ବିବାହ ବିଚ୍ଛେଦ ପରେ ଦୁବାଇର ଶାସକ ଶେଖ୍‌ ମହମ୍ମଦ ବିନ୍‌ ରଶିଦ୍‌ ଅଲ୍‌ ମକତୁମ୍‌ଙ୍କ ଷଷ୍ଠ ସ୍ତ୍ରୀ ଯୁବରାଣୀ ହାୟା ବିଣ୍ଟ୍‌ ଅଲ୍‌ ହୁସେନ୍‌ ୩୧ ନିୟୁତ ପାଉଣ୍ଡ ଓ ନିଜର ଦୁଇ ପିଲାଙ୍କୁ ଧରି ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଛାଡ଼ି ପଳାଇଯାଇଛନ୍ତି। ସେ ଲଣ୍ଡନରେ ଲୁଚି ରହିଥିବା ବିଶ୍ୱାସ କରାଯାଉଛି। ହାୟା ହେଉଛନ୍ତି ଜୋର୍ଡାନ ରାଜା ଅବଦୁଲ୍ଲାଙ୍କ ସାବତ ଭଉଣୀ। ତାଙ୍କର ଜଲିଲା (୧୧) ଓ ଜାୟେଦ(୭) ନାମରେ ଦୁଇ ସନ୍ତାନ ଅଛନ୍ତି। କିଛି ଦିନ ତଳେ ସେ ଜର୍ମାନ ପଳାଇଯାଇ ରାଜନୈତିକ ଶରଣ ପାଇଁ ଅନୁରୋଧ କରିବା ସହ ସ୍ବାମୀଙ୍କ ଠାରୁ ଛାଡ଼ପତ୍ର ଚାହିଁଥିଲେ ବୋଲି କୁହାଯାଏ। ମେ ୨୦ରୁ ହାୟାଙ୍କୁ ସର୍ବସାଧାରଣରେ ଦେଖିବାକୁ ମିଳୁ ନ ଥିବାବେଳେ ତାଙ୍‌କର ସୋସିଆଲ ମିଡିଆ ଆକାଉଣ୍ଟଗୁଡିକ ଫେବୃୟାରୀରୁ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରରେ ମଣିଷଙ୍କୁ ପହଞ୍ଚାଇବାରେ ସାହାଯ୍ୟ କରିବ ସୁପର୍‌ କମ୍ପ୍ୟୁଟର

ସନଫ୍ରାନ୍‌ସିସ୍କୋ: ଆମେରିକାର ଅନ୍ତରୀକ୍ଷ ଏଜେନ୍ସି ନାସା ଓ ହ୍ୟୁଲେଟ ପାକାର୍ଡ ଏଣ୍ଟରପ୍ରାଇଜ୍‌(ଏଚ୍‌ପିଇ) ସହଭାଗିତାରେ ନିର୍ମାଣ କରାଯାଇଥିବା ଏକ ନୂଆ ସୁପର୍‌ କମ୍ପ୍ୟୁଟର ନାସାର ଅନ୍ତରୀକ୍ଷ ଅଭିଯାନରେ...

ଆମେରିକା-ଚାଇନାର ବାକ୍‌ ଯୁଦ୍ଧ

ଓ୍ବାଶିଂଟନ,୫ା୧୨: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଗ୍ଲୋବାଲ ଡେମୋକ୍ରାସି ସମ୍ମିଳନୀକୁ ଚାଇନା ନିମନ୍ତ୍ରଣକରାଯାଇ ନାହିଁ।  କମ୍ୟୁନିଷ୍ଟ ପାର୍ଟି ଆମେରିକାର ଗଣତନ୍ତ୍ର ଉପରେ...

ଲିଭିଲା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ : ବଢିଲା ବନ୍ୟା ଆଶଙ୍କା

ସିଡ୍‌ନୀ,୧୮।୧: ଗତ ଗୁରୁବାର ପୂର୍ବ ଅଷ୍ଟ୍ରେଲିଆରେ ହୋଇଥିବା ବର୍ଷାରେ ସେଠାକାର ଜଙ୍ଗଲରେ ଲାଗିଥିବା ନିଆଁ ଅନେକାଂଶରେ ଲିଭିଯାଇଛି। ହେଲେ ଏହା ଫଳରେ ବନ୍ୟା ଆଶଙ୍କା ଦେଖାଯାଇଛି।...

ପାକିସ୍ତାନରେ ତାଲିବାନର ତୋଗଲକୀ ଆଦେଶ: ଶିଶୁଙ୍କୁ ଦିଆଯିବ ନି ପୋଲିଓ ବୁନ୍ଦା; ଅବମାନନା କଲେ ଭୋଗିବାକୁ ପଡ଼ିବ ପରିଣାମ

ଇସଲାମାବାଦ୍‌,୩।୮: ପାକିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ ପକ୍ଷରୁ ତୋଗଲକୀ ଆଦେଶ ଜାରି ହୋଇଛି। ମହିଳାଙ୍କୁ ଏକୁଟିଆ ବାହାରକୁ ଯିବା ପାଇଁ ବାରଣ କରାଯିବା ସହିତ ଅଧିକ...

୬ ମାସରେ ୧ରୁ ୧କୋଟି ଛୁଇଁଲା କରୋନା

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୮।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ୨୦୬ଟି ଦେଶରେ କରୋନା ନିଜର କାୟା ବିସ୍ତାର କରିସାରିଛି। କରେନା ସଂକ୍ରମଣର...

କ୍ୱାଡ ଶିଖର ସମ୍ମିଳନୀରେ ମୋଦିଙ୍କ ପ୍ରଶଂସା, ବାଇଡେନ କହିଲେ ଭାରତ ସଫଳ ଚାଇନା ଫେଲ

ଟୋକିଓ,୨୪ ।୫: ଟୋକିଓ କ୍ୱାଡ ସମ୍ମିଳନୀର ଏକ ଅଧିବେଶନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କୋଭିଡ ମହାମାରୀକୁ ଲୋକତାନ୍ତ୍ରୀକ ଭାବେ ସଫଳ ଭାବେ ସାମ୍ନା କରିିଥିବାରୁ...

ଜଳିଗଲା ୪୨ମହଲା ବିଲ୍ଡିଂ: ଉଦ୍ଧାର କାର୍ଯ୍ୟ ଜାରି

ବେଜିଂ,୧୬।୯: ଚାଇନାର ଦକ୍ଷିଣ ପ୍ରାନ୍ତ ହୁନାନର ରାଜଧାନୀ ଚାଙ୍ଗସା ସହରର ଏକ ୪୨ବିଶିଷ୍ଟ ଟେଲିକମ୍‌ ବିଲ୍ଡିଂରେ ଶୁକ୍ରବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ...

କାଲିଫର୍ନିଆ ଜଙ୍ଗଲରେ ନିଆଁ: ଘଣ୍ଟାରେ ଜଳୁଛି ୮ଶହ ଏକର; ଏକ ଲକ୍ଷ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଲସ୍‌ ଏଞ୍ଜେଲ୍ସ୍‌,୧୨।୧୦: ଆମେରିକା କାଲିଫର୍ନିଆ ଜଙ୍ଗଲରେ ଗତ ଦୁଇଦିନ ତଳେ ଲାଗିଥିବା ନିଆଁ ଶନିବାର ଭୟଙ୍କର ରୂପ ନେଇଛି। ସୁରକ୍ଷା ଦୃଷ୍ଟିରୁ ଏକ ଲକ୍ଷ ଲୋକଙ୍କୁ...

Advertisement
Archives

Model This Week