୩୧ ନିୟୁତ ପାଉଣ୍ଡ ଧରି ଦୁବାଇ ଯୁବରାଣୀ ଫେରାର

ଲଣ୍ଡନ,୩୦ା୬(ଆଇଏଏନ୍‌ଏସ୍‌): ବିବାହ ବିଚ୍ଛେଦ ପରେ ଦୁବାଇର ଶାସକ ଶେଖ୍‌ ମହମ୍ମଦ ବିନ୍‌ ରଶିଦ୍‌ ଅଲ୍‌ ମକତୁମ୍‌ଙ୍କ ଷଷ୍ଠ ସ୍ତ୍ରୀ ଯୁବରାଣୀ ହାୟା ବିଣ୍ଟ୍‌ ଅଲ୍‌ ହୁସେନ୍‌ ୩୧ ନିୟୁତ ପାଉଣ୍ଡ ଓ ନିଜର ଦୁଇ ପିଲାଙ୍କୁ ଧରି ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଛାଡ଼ି ପଳାଇଯାଇଛନ୍ତି। ସେ ଲଣ୍ଡନରେ ଲୁଚି ରହିଥିବା ବିଶ୍ୱାସ କରାଯାଉଛି। ହାୟା ହେଉଛନ୍ତି ଜୋର୍ଡାନ ରାଜା ଅବଦୁଲ୍ଲାଙ୍କ ସାବତ ଭଉଣୀ। ତାଙ୍କର ଜଲିଲା (୧୧) ଓ ଜାୟେଦ(୭) ନାମରେ ଦୁଇ ସନ୍ତାନ ଅଛନ୍ତି। କିଛି ଦିନ ତଳେ ସେ ଜର୍ମାନ ପଳାଇଯାଇ ରାଜନୈତିକ ଶରଣ ପାଇଁ ଅନୁରୋଧ କରିବା ସହ ସ୍ବାମୀଙ୍କ ଠାରୁ ଛାଡ଼ପତ୍ର ଚାହିଁଥିଲେ ବୋଲି କୁହାଯାଏ। ମେ ୨୦ରୁ ହାୟାଙ୍କୁ ସର୍ବସାଧାରଣରେ ଦେଖିବାକୁ ମିଳୁ ନ ଥିବାବେଳେ ତାଙ୍‌କର ସୋସିଆଲ ମିଡିଆ ଆକାଉଣ୍ଟଗୁଡିକ ଫେବୃୟାରୀରୁ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତା ଧରି ଯୋଗ କଲେ ଜାପାନବାସୀ

ଟୋକିଓ,୨୧।୬: ଶୁକ୍ରବାର ଯୋଗ ଦିବସ ସାରା ବିଶ୍ୱରେ ପାଳନ କରାଯାଉଛି। ଯୋଗ କରୁଥିବା ଲୋକଙ୍କ ଫଟୋ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଦେଖାଯାଉଛି। ଜାପାନର ଭାରତୀୟ...

ଆତଙ୍କବାଦକୁ ନେଇ ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୨୧।୬: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନ ଆଜିକାଲି ନିଜେ ଅସୁବିଧାରେ ପଡିଛି। ବର୍ତ୍ତମାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ଆଇନ ପ୍ରଣୟନକାରୀ ସଂସ୍ଥାଗୁଡ଼ିକର ଦକ୍ଷତା ବୃଦ୍ଧି...

ପାକିସ୍ତାନକୁ ପୁଣି ମୁହଁତୋଡ ଜବାବ ଦେଲା ଭାରତ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୧।୬: ଋଣ ଜାଲରେ ପଡ଼ି ଚାଇନା ନିର୍ଦ୍ଦେଶରେ କାର୍ଯ୍ୟ କରୁଥିବା ପାକିସ୍ତାନ ମିଳିତ ଜାତିସଂଘରେ କଶ୍ମୀର ପ୍ରସଙ୍ଗକୁ କ୍ରମାଗତ ଭାବେ ଉଠାଉଛି। କିନ୍ତୁ ଭାରତୀୟ କର୍ତ୍ତୃପକ୍ଷ...

ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ

ଜାକର୍ତ୍ତା,୨୧।୬: ଶୁକ୍ରବାର ଇଣ୍ଡୋନେସିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଶୁକ୍ରବାର ସକାଳେ ପୂର୍ବ ଉଚ୍ଚଭୂମିରେ ଥିବା ପାପୁଆ ପ୍ରଦେଶରେ ୫.୭ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ...

ପୁଟିନଙ୍କୁ କିମଙ୍କ ରିଟର୍ନ ଗିଫ୍ଟ, ଏତେ ମାରାତ୍ମକ ଯେ ବାଘ ବି ଏହା ସାମ୍ନାରେ କିଛି ନୁହେଁ!

ପୋଙ୍ଗୟାଙ୍ଗ,୨୦।୬: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉତ୍ତର କୋରିଆରେ ପହଞ୍ଚିଥିଲେ। ସେଠାରେ ଏକଛତ୍ରବାଦୀ ଶାସକ କିମ ଜୋନ ଉନଙ୍କୁ ଭେଟିଥିଲେ। ଉଭୟ ନେତା ଏକ ସ୍ବତନ୍ତ୍ର...

ଆମେରିକା ଉପରେ ରାଗିକି ନିଆଁବାଣ ହେଲା ଚାଇନା

ଓ୍ବାଶିଟନ୍‌,୨୦।୬: ଚାଇନା ଏବଂ ଆମେରିକା ମଧ୍ୟରେ ସମ୍ପର୍କ ଉନ୍ନତି ପରିବର୍ତ୍ତେ ଖରାପ ହେବାରେ ଲାଗିଛି। ଏବେ ଲାଗୁଛି ଯେ ୱାଶିଂଟନ ପୁଣି ଥରେ ଡ୍ରାଗନର ଘା’କୁ...

କାନାଡ଼ା ପ୍ରଧାନମନ୍ତ୍ରୀ ଟ୍ରୁଡୋଙ୍କ ବଡ଼ ନିଷ୍ପତ୍ତି, ଇରାନର ଘାତକ ସେନାକୁ ଆତଙ୍କବାଦୀ ସଂଗଠନ ଘୋଷଣା

ଓଟ୍ଟାଓ୍ବା,୨୦।୬: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ଇରାନର ଆଇଆର୍‌ଜିସିକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷିତ କରିଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ...

ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରକଲେ ପୁଟିନ୍‌, କିମ୍‌

ପ୍ୟୋଙ୍ଗ୍‌ୟାଙ୍ଗ୍‌, ୨୦।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଉତ୍ତର କୋରିଆ ଗସ୍ତରେ ରହିଛନ୍ତି। ଉତ୍ତର କୋରିଆ ରାଜଧାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri