୩୧ ପର୍ଯ୍ୟନ୍ତ ବନ୍ଦ ରହିବ ପାସ୍‌ପୋର୍ଟ ସେବାକେନ୍ଦ୍ର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସମଗ୍ର ବିଶ୍ୱରେ ମହାମାରୀ କୋଭିଡ୍‌-୧୯ର ଭୟାବହତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ପାସ୍‌ପୋର୍ଟ ସେବା କେନ୍ଦ୍ରକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ମୁଖ୍ୟ ଡାକଘରେ ଥିବା ପୋଷ୍ଟଅଫିସ୍‌ ପାସ୍‌ପୋର୍ଟ ସେବା କେନ୍ଦ୍ରଗୁଡ଼ିକ ମଧ୍ୟ ବନ୍ଦ ରହିବ। ଏଥିସହ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ କରାଯାଇଥିବା ପାସ୍‌ପୋର୍ଟ ଆବେଦନ ସମ୍ବନ୍ଧୀୟ ସାକ୍ଷାତକାରଗୁଡ଼ିକୁ ରଦ୍ଦ କରିଦିଆଯାଇଛି। ଯେଉଁ ଆବେଦନକାରୀମାନଙ୍କର ଆବେଦନ ରଦ୍ଦ ହୋଇଛି ସେମାନେ ଏପ୍ରିଲ ୭ ତାରିଖ ପରେ ଅନ୍‌ଲାଇନରେ ପୁନଃ ଆବେଦନ କରିପାରିବେ ବୋଲି ଆଞ୍ଚଳିକ ପାସ୍‌ପୋର୍ଟ ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୮।୫: ସହରର ଦୁଇ ବଡ଼ ଲୁଟ୍‌ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ସେମାନେ ଓଡ଼ିଆ ବଜାରର ସୟିଦ ଖାନ (୩୬)...

ରାସ୍ତା କାମ କଲେ ବିଧାୟକ

ପାପଡାହାଣ୍ଡି,୨୧।୭(ଡି.ଏନ୍‌.ଏ): ରାସ୍ତାରେ ପଡି ରହିଥିଲା ମୋରମ ଗଦା। ୟାତାୟାତରେ ସମସ୍ୟା ହେଉଥିଲା। ଲୋକଙ୍କ ଅସନ୍ତୋଷ ପରେ ବି ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନଥିଲା ।...

୩ ବର୍ଷରେ ଖର୍ଚ୍ଚ ହେବ ୧୮୦୦ କୋଟି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରାମାଞ୍ଚଳ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏବେ ‘ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା’ର ଗାଇଡ୍‌ଲାଇନରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି...

ବାପାଙ୍କୁ ପିଟି ପିଟି ମାରିଦେଲେ ଦୁଇ ପୁଅ

ବଣାଇଁ, ୪।୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅଧୀନ ରାଣିବେର୍ଣ୍ଣା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ଦୁଇ ପୁଅ...

ପିଲାଙ୍କୁ ଫୁଲ୍‌ ମାର୍କ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ ୨୪ ଘଣ୍ଟା ଭିତରେ...

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ:୩ ନୂଆ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬-୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସେବା ଭବନରେ ‘ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ’ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି।...

ପଛୁଆବର୍ଗ କମିଶନଙ୍କୁ ସ୍ମାରକପତ୍ର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ବବିଦ୍ୟାଳୟରେ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ର ଛାତ୍ରୀଛାତ୍ରଙ୍କ ନାମ ଲେଖା ପାଇଁ ୨୭ ଭାଗ ସ୍ଥାନ ସଂରକ୍ଷଣ ଲାଗୁ...

ରାଜ୍ୟପାଳଙ୍କୁ ସିଏଜି ରିପୋର୍ଟ ପ୍ରଦାନ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ବଜେଟ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକଙ୍କ ୨୦୧୯-୨୦ ସମାପ୍ତ ବର୍ଷ ପାଇଁ ‘ସମ୍ପାଦନ ଏବଂ ଅନୁପାଳନ...

Advertisement
Archives

Model This Week