୩୧ ବର୍ଷରେ ଡବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ

ଓ୍ବାଶିଂଟନ,୧୨।୩: ବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ(ଓ୍ବାଲର୍‌ଡ ଓ୍ବାଇଡ୍‌ ଓ୍ବେବ୍‌)କୁ ଗୁରୁବାର ୩୧ ବର୍ଷ ପୂରଣ ହୋଇଛି। ୧୯୮୯ ମାର୍ଚ୍ଚ ୧୨ରେ ଏହାର ସ୍ଥାପିତ ହୋଇଥିଲା। ଏଭଳି ଓ୍ବେବସାଇଟ୍‌ ସହିତ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲ୍‌ ମିଳିତ ଭାବେ କାର୍ଯ୍ୟ କରି ବେଶ୍‌ ସଫଳତା ହାସଲ କରିପାରିଛି। ଇଣ୍ଟରନେଟ୍‌ ଅନେକ ପୂର୍ବରୁ ଆସିଥିଲେ ମଧ୍ୟ ଡବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ ଆସିବା ପରେ ଏହାର ଗୁରୁତ୍ୱ ଯଥେଷ୍ଟ ବୃଦ୍ଧି ପାଇଥିଲା। ଏହାକୁ ଇଂଲଣ୍ଡ ବାସିନ୍ଦା ଟିମ୍‌ ବର୍ନର ପ୍ରସ୍ତୁତ କରିଥିଲେ। ଦୁନିଆର ପ୍ରଥମ ଓ୍ବେବ ସାଇଟ୍‌ http://info.cern.ch/ hypertext/ WWW/ TheProject.html ୧୯୯୧ ଅଗଷ୍ଟ ୬ରେ ପବ୍ଲିଶ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାସାର ଚେତାବନୀ: ୩ ଦିନ ପରେ ପୃଥିବୀ ସହ ମାଡ଼ ହେବ ବିଶାଳକାୟ ଗ୍ରହ, ୧୦ ମହଲାଠାରୁ ବି ବଡ଼

ଓ୍ବାଶିଂଟନ,୧୧ା୩: ଅନେକ ଥର ଏମିତି ଖବର ସାମ୍ନାକୁ ଆସିଥାଏ, ଯେଉଁଥିରେ ସୃଷ୍ଟି ଧ୍ୱଂସ ହେବାର  ସମ୍ଭାବନା ପ୍ରକାଶ ପାଇଥାଏ। କୁହାଯାଏ, ବିଶ୍ୱ ଏପରି ଦିନେ ନା...

ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଚେତାବନୀ

ବ୍ରିସବେନ୍‌,୩୦ା୭: ପଶ୍ଚିମ ଆଫ୍ରିକୀୟ ଦେଶ ନାଇଜରରେ ହୋଇଥିବା ସାମରିକ ପୁଲଓ୍ବାମା ଆକ୍ରମଣ ପରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଚେତାବନୀ ଦେଇଛନ୍ତି। ଯଦି ପରିସ୍ଥିତି...

ଏଭରେଷ୍ଟରେ କୋଭିଡ୍‌ ରେଖା ଟାଣୁଛି ଚାଇନା

ବେଜିଂ, ୧୨ା୫: ବିଶ୍ୱର ସର୍ବୋଚ୍ଚ ପର୍ବତ ଏଭରେଷ୍ଟରେ ଚାଇନା କୋଭିଡ୍‌ ରେଖା ଟାଣିବାକୁ ଯୋଜନା କରିଛି। ନେପାଳରେ କରୋନା ସଂକ୍ରମଣର ବ୍ୟାପକ ଭାବେ ବଢ଼ିଚାଲିଥିବାବେଳେ ସେହି...

କାମିଲା ପରବର୍ତ୍ତୀ ରାଣୀ ହେବେ

ଲଣ୍ଡନ,୭।୨: ପ୍ରିନ୍ସ ଚାଲର୍‌ସ ବ୍ରିଟେନର ରାଜା ହେଲେ ଡଚେସ୍‌ ଅଫ୍‌ କର୍ନଓ୍ବାଲ କାମିଲା ରାଣୀ ହେବେ ବୋଲି ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା...

ଚାଇନାର ସୋହାନ ଯୋଗ ଭାରତରେ ପ୍ରତିଷ୍ଠା କରିବାକୁ ଯାଉଛି ୩୦ ଟ୍ରେନିଂ ସେଣ୍ଟର

ନୂଆଦିଲ୍ଲୀ,୨୦।୧୦: ଚାଇନାର ସୋହାନ ଯୋଗ ଇନଷ୍ଟିଚ୍ୟୁଟ ଦେଶର ବିଭିନ୍ନ ରାଜ୍ୟରେ ୩୦ଟି ଟ୍ରେନିଂ ସେଣ୍ଟର ଖୋଲିବାକୁ ଯୋଜନା କରିଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ଓ ଲଦାଖରେ...

ଇନ୍ଧନ ଭରା ଟ୍ରକ ସହ ୨ ଯାତ୍ରୀବାହୀ ବସ ଧକ୍କା: ୩୦ ମୃତ

ଦମିଶ୍କ,୮।୩: ସିରିଆରେ ଏକ ଇନ୍ଧନ ଭରା ଟ୍ରକ ସହିତ ୨ ଯାତ୍ରୀବାହୀ ବସ ଧକ୍କା ହୋଇଛି। ଏଥିରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ଦମିଶ୍କ-ହାମ୍ସ୍‌ ହାଇଓ୍ବେରେ...

କୁକୁଡ଼ା ଛୁଆକୁ ପାଖରେ ପାଇ ଖୁସି ହୋଇ ଆସିଥିଲା ବିଲେଇ, ହେଲେ ଘଟିଲା ଏମିତି

ଆଜିକାଲି ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ...

ଶତ୍ରୁତାକୁ ସମାପ୍ତ ପାଇଁ ରୁଷିଆକୁ ଆଲୋଚନା କରିବାକୁ ପଡ଼ିବ: ଜେଲେନ୍‌ସ୍କି

କ୍ୱିଭ,୨୫।୨: ୟୁକ୍ରେନରେ ରୁଷିଆ ଆକ୍ରମଣର ଆଜି ଦ୍ୱିତୀୟ ଦିନ ହୋଇଥିବା ବେଳେ ଭୟଙ୍କର ଯୁଦ୍ଧ ଜାରି ରହିଛି। ବର୍ତ୍ତମାନ ୟୁକ୍ରେନର ରାଜଧାନୀ କ୍ୱିିଭ ସମେତ ଅନେକ...

Advertisement
Archives

Model This Week