୩୧ ବର୍ଷରେ ଡବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ

ଓ୍ବାଶିଂଟନ,୧୨।୩: ବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ(ଓ୍ବାଲର୍‌ଡ ଓ୍ବାଇଡ୍‌ ଓ୍ବେବ୍‌)କୁ ଗୁରୁବାର ୩୧ ବର୍ଷ ପୂରଣ ହୋଇଛି। ୧୯୮୯ ମାର୍ଚ୍ଚ ୧୨ରେ ଏହାର ସ୍ଥାପିତ ହୋଇଥିଲା। ଏଭଳି ଓ୍ବେବସାଇଟ୍‌ ସହିତ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲ୍‌ ମିଳିତ ଭାବେ କାର୍ଯ୍ୟ କରି ବେଶ୍‌ ସଫଳତା ହାସଲ କରିପାରିଛି। ଇଣ୍ଟରନେଟ୍‌ ଅନେକ ପୂର୍ବରୁ ଆସିଥିଲେ ମଧ୍ୟ ଡବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ ଆସିବା ପରେ ଏହାର ଗୁରୁତ୍ୱ ଯଥେଷ୍ଟ ବୃଦ୍ଧି ପାଇଥିଲା। ଏହାକୁ ଇଂଲଣ୍ଡ ବାସିନ୍ଦା ଟିମ୍‌ ବର୍ନର ପ୍ରସ୍ତୁତ କରିଥିଲେ। ଦୁନିଆର ପ୍ରଥମ ଓ୍ବେବ ସାଇଟ୍‌ http://info.cern.ch/ hypertext/ WWW/ TheProject.html ୧୯୯୧ ଅଗଷ୍ଟ ୬ରେ ପବ୍ଲିଶ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଟ୍ରମ୍ପ

ଓ୍ବାଶିଂଟନ,୫।୯: ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଏହି ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ମୋଦିଙ୍କର...

ଏହି କଂଗ୍ରେସ ନେତାଙ୍କ ବିବାହ: ଦାମୀ କାର୍‌ ଚଲାଇ ଶାଶୁଘର ଗଲେ କନ୍ୟା, ଭିଡିଓ ଦେଖିଲେ…

ସାଧାରଣତଃ ବିବାହ ପରେ ବାପଘରୁ ଶାଶୁଘରକୁ କନ୍ୟା କାନ୍ଦି କାନ୍ଦି ବିଦାୟ ନେଇ ଯାଇଥାନ୍ତି। ମାତ୍ର ଆଜି ଏମିତି ଜଣେ କନ୍ୟାଙ୍କ ବିଷୟରେ କହିବୁ ଯିଏକି...

ବ୍ରହ୍ମଚାରୀ ରହିବାକୁ ଚାହୁଁଥିବା ଗଣେଶ କାହିଁକି କରିଥିଲେ ବିବାହ ଜାଣନ୍ତୁ…

କୌଣସି ଶୁଭ କାମ ପୂର୍ବରୁ ଗଣେଶଙ୍କୁ ଆରାଧନା କରାଯାଏ। ସମସ୍ତ ଦେବତାଙ୍କଠାରୁ ଗଣେଶଙ୍କ ସ୍ଥାନ ସର୍ବାଗ୍ରେ। ପୌରାଣିକ କଥା ଅନୁସାରେ, ଗଣେଶ ଆଜୀବନ ବ୍ରହ୍ମଚାରୀ ରହିବାକୁ...

ରୁଷିଆ କିଞ୍ଜଲ କ୍ଷେପଣାସ୍ତ୍ର ବ୍ୟବହାର କରିଥିବା କହିଲା…

କ୍ୱିଭ୍‌, ୧୯।୩ : ଆଗକୁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଅଧିକ ଭୟଙ୍କର ହେବାର ଆଶଙ୍କା ଦେଖାଦେଇଛି। ରୁଷିଆ ୟୁକ୍ରେନ ଉପରେ କିଞ୍ଜଲ କ୍ଷେପଣାସ୍ତ୍ର...

ଦକ୍ଷିଣ ଚାଇନା ସି’କୁ ଯୁଦ୍ଧଜାହାଜ ପଠାଇଲା ଭାରତ

ନୂଆଦିଲ୍ଲୀ, ୪।୮: ବନ୍ଧୁ ରାଷ୍ଟ୍ରଗୁଡ଼ିକ ସହ ସୁରକ୍ଷା ସମ୍ପର୍କ ବୃଦ୍ଧି ପାଇଁ ଭାରତ ଚଳିତ ମାସରେ ସାଉଥ୍‌ ଚାଇନା ସି’କୁ ଯୁଦ୍ଧଜାହାଜ ପଠାଇଛି। ଗୋଟିଏ ଗାଇଡେଡ୍‌...

ଇମ୍ରାନ୍‌ଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀର ଷଡ଼ଯନ୍ତ୍ର: ଚରମପନ୍ଥୀ ନେତାଙ୍କ ସହ ଯୋଗାଯୋଗ

ଇସଲାମାବାଦ୍‌,୬।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀ ପକ୍ଷରୁ ଷଡ଼ଯନ୍ତ୍ର ଆରମ୍ଭ...

ଜାତିସଂଘରେ ଭାରତର ପ୍ରସ୍ତାବକୁ ସମର୍ଥନ: ଆତଙ୍କବାଦ ବିରୋଧରେ ୭୫ ଦେଶ ଏକଜୁଟ

ଜେନେଭା,୫।୧୧: ଆତଙ୍କବାଦ ବିରୋଧରେ ଜାତିସଂଘରେ ଭାରତକୁ ବଡ଼ ସଫଳତା ମିଳିଛି। ଭାରତ ପକ୍ଷରୁ ଜାତିସଂଘ ବାର୍ଷିକ ବୈଠକରେ ଆଗତ କରାଯାଇଥିବା ଏସମ୍ପର୍କିତ ପ୍ରସ୍ତାବକୁ ୭୫ରୁ ଅଧିକ...

ହସ୍ପିଟାଲକୁ ଯାଇ ଆହତଙ୍କୁ ଭେଟିଲେ ଜେଲେନ୍‌ସ୍କି

କ୍ୱିଭ୍‌,୧୮।୩: ୟୁକ୍ରେନ ଉପରେ ରୁଷିଆ ଲଗାତର ୨୩ଦିନ ହେଲାଣି ଆକ୍ରମଣ ଜାରି ରଖିଛି। ୟୁକ୍ରେନର କେତୋଟି ସହରକୁ କବ୍‌ଜା କରାଯାଇଥିବା ବେଳେ ଅନ୍ୟ କେତେକ ସହର...

Advertisement
Archives

Model This Week