୩୧ ଯାଏ ଗ୍ରୀଷ୍ମପ୍ରବାହ:୧୧ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଉପକୂଳଠାରୁ ଆରମ୍ଭକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲାରେ ଝଡ଼ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା ଓଜେଇଇ ଆବେଦନ ତାରିଖ

ଭୁବନେଶ୍ୱର,୨୦।୩(ବ୍ୟୁରୋ):ମେ’ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା (ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମିନେଶନ) ପାଇଁ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା...

ବିଜେପୁର ଉପନିର୍ବାଚନ: କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଏକ ସମନ୍ବୟ କମିଟି ଗଠନ କରିଛି। ଏଥିରେ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, କଳିକେଶ ସିଂଦେଓ ଓ ସଞ୍ଜୟ...

ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ...

ଧର୍ମଶାଳାରେ ଶିଶୁକନ୍ୟା ବିକ୍ରି ଘଟଣା: ଅଙ୍ଗନୱାଡି କର୍ମୀଙ୍କ ସହ ୫ ଗିରଫ

ଧର୍ମଶାଳା,୩୧ା୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା କୋତପୁର ପଞ୍ଚାୟତ ସାନରାଏପଡ଼ା ଗ୍ରାମରେ ଶିଶୁକନ୍ୟା ବିକ୍ରି ଘଟଣାରେ ପୋଲିସ ଜଣେ ଅଙ୍ଗନୱାଡି କର୍ମୀଙ୍କ ସମେତ ମୋଟ୍‌ ୫...

ଆର୍‌ପିଏଫ୍‌ର ବାର୍ଷିକ ଅପରାଧ ରିପୋର୍ଟ ପ୍ରକାଶ: ଟ୍ରେନ୍‌ରେ ନିଶା କାରବାର, ଚୋରି ବଢ଼ିଛି

ଭୁବନେଶ୍ୱର,୧୫-୧(ବ୍ୟୁରୋ): ଟ୍ରେନ୍‌ ଓ ଷ୍ଟେଶନରେ ବଢ଼ି ଚାଲିଥିବା ଅପରାଧ ରୋକିବା ସହ ଯାତ୍ରୀ ଏବଂ ଧନଜୀବନକୁ ସୁରକ୍ଷା ଦେବାରେ ରେଲ୍‌ଓ୍ବେ ପ୍ରୋଟେକ୍ସନ ଫୋର୍ସ (ଆର୍‌ପିଏଫ୍‌)ର ଗୁରୁତ୍ୱପୂର୍ଣ୍ଣ...

ନିଆଁରେ ପୋଡ଼ି ଯୁବତୀଙ୍କ ଜୀବନ ଗଲା

ରାଉରକେଲା ଅଫିସ,୧୧ା୨: ସୁନ୍ଦରଗଡ଼ ଜିଲା ଲାଠିକଟା ଥାନା ଅର୍ନ୍ତଗତ ନୂଆବସ୍ତିର ଜଣେ ଯୁବତୀ ଗୁରୁବାର ନିଆଁରେ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଆଫ୍ରିନ ଖାତୁନ(୧୯)।...

ବିନା ଅନୁମତିରେ ଚାଲିଛି ପିଚୁ ପ୍ଲାଣ୍ଟ

ଯାଜପୁର ଅଫିସ,୩୦।୧୦: ଶିଳ୍ପ ପ୍ରଦୂଷଣ ରୋକିବାକୁ ଦୃଢ଼ ପଦକ୍ଷେପ ନିଆଯାଉଥିବା ଓ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ବଦ୍ଧପରିକର ବୋଲି ସରକାର ଘୋଷଣା କରିଛନ୍ତି। ହେଲେ ଯାଜପୁର...

CORONAVIRUS UPDATE: ରାଜ୍ୟରେ ୪୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୨୩ଜଣ ଲୋକାଲ କେସ୍‌ ଥିବା...

Advertisement
Archives

Model This Week