୩୧ ୟୁନିଟ୍‌ ରକ୍ତ ସଂଗୃହୀତ

ଯୋଡ଼ା, ୨୧।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରସ୍ଥିତ ଗଣେଶ ଭବନଠାରେ ସୋମବାର ପୂର୍ବାହ୍ନରେ ଯୋଡା ବିଜେଡି ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୩୧ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକ ଶିବିରରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ଶିବିରରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇଥିଲା। କରୋନା ମହାମାରୀର ପ୍ରଭାବ ଯୋଗୁ ବିଭିନ୍ନ ଡାକ୍ତରଖାନାରେ ରକ୍ତ ଅଭାବ ଦେଖାଦେଇଛି, ଏହିଭଳି ଘଡି ସନ୍ଧି ମୁହୂର୍ତ୍ତରେ ଯୋଡା ବିଜେଡିର ଏହି ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି।  ଏହି କାର୍ଯ୍ୟକ୍ରମକୁ ଯୋଡା ବିଜେଡି ଯୁବ ନେତା ସୁଶାନ୍ତ ବାରିକ ଓ ଅନ୍ୟ ସଦସ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ କାଶୀପୁର ଗସ୍ତ ନ କରିବା ଦୁର୍ଭାଗ୍ୟଜନକ’

ଟିକିରି/ରାୟଗଡ଼ା ଅଫିସ,୧ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ଗ୍ରାମରେ ଝାଡ଼ାବାନ୍ତି ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ମୃତ୍ୟୁସଂଖ୍ୟା ୧୨ ରେ ପହଞ୍ଚିଲାଣି। ତଥାପି ମୁଖ୍ୟମନ୍ତ୍ରୀ...

କ୍ୟାନସର ପୀଡ଼ିତାଙ୍କୁ ସହଯୋଗର ହାତ, ଚିକିତ୍ସା ପାଇଁ ଗଲେ କଟକ

ଲୋଇସିଂହା,୩୦।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲୋଇସିଂହାର ମୁଖୀ ପଧାନ ା ସିକଲିନ, କ୍ୟାନସର ଓ ପଥରି ରୋଗରେ ପୀଡିତ ହୋଇ ସେ ଯନ୍ତ୍ରଣା ପାଉଥିଲେ ା ଅର୍ଥାଭାବ...

ଓଟିଏମ୍‌ ବଞ୍ଚାଓ ଶ୍ରମିକ ଆନ୍ଦୋଳନକୁ ୧୫ବର୍ଷ

ଚୌଦ୍ୱାର,୨।୯(ଡି.ଏନ୍‌.ଏ.): ୨୦୦୧ରୁ ବନ୍ଦ ହୋଇଯାଇଥିବା ସର୍ବବୃହତ୍‌ କମ୍ପୋଜିଟ ଲୁଗାକଳ ଓଡ଼ିଶା ଟେକ୍ସଟାଇଲ ମିଲ୍‌ (ଓଟିଏମ୍‌)ର ଶ୍ରମିକମାନେ ଚଳାଇଥିବା ଆନ୍ଦୋଳନ ୧୫ବର୍ଷ ପୂରଣ କରି ମଙ୍ଗଳବାରଠାରୁ ୧୬ବର୍ଷରେ...

ଫସି ରହିଛନ୍ତି ବାହାର ରାଜ୍ୟ, ଜିଲାର ଶତାଧିକ ଶ୍ରମିକ ସରିଗଲାଣି ଉପାର୍ଜିତ ଅର୍ଥ, ଖାଦ୍ୟ ପାଇଁ ନିବେଦନ

ଚଣ୍ଡିଖୋଲ,୧୧।୪(ଡି.ଏନ.ଏ)- ଯାଜପୁର ଜିଲା ବଡଚଣା ବ୍ଲକ ବଡବାଲିକୁଦା ପଞ୍ଚାୟତରେ ରାଜ୍ୟ ଓ ରାଜ୍ୟ ବାହାରର ଶ୍ରମିକ ଲକଡାଉନ ପାଇଁ ଫସି ରହିଛନ୍ତି। କରୋନା ପାଇଁ ଲକଡାଉନ...

ସଙ୍ଗରୋଧ ଗୃହ ଉଦ୍ୟାନ ସଫାକରି ଉଦାହରଣ ସୃଷ୍ଟି କଲେ ସୁରଟ ଫେରନ୍ତା

ଧରାକୋଟ,୯ା୫(ଡି.ଏନ.ଏ.)- ଧରାକୋଟସ୍ଥିତ କୃଷ୍ଣସିଂହ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଶ୍ରୀରାଜ ଉଚ୍ଚ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ୧୭୭ ଜଣ ସୁରଟ ଫେରନ୍ତା ରହୁଛନ୍ତି। ବିଭିନ୍ନ କେନ୍ଦ୍ରରେ...

ନ୍ୟାୟ ଦାବିରେ ସିଏମ୍‌ସି ସମ୍ମୁଖରେ ବିକ୍ଷୋଭ

କଟକ ଅଫିସ, ୮ା୨: ଅନ୍ଦରପୁର ଅଞ୍ଚଳରେ ବସ୍ତି ଓ ଉନ୍ନୟନ ଆବାସ ଯୋଜନାରେ ଘର ଯୋଗାଇଦେବା ନାମରେ ଠକାମିର ଶିକାର ହୋଇଥିବା ଲୋକମାନେ ସୋମବାର ସିଏମ୍‌ସି...

ଜାତୀୟ ରାଜପଥ ମରାମତି କଲା ସଚେତନ ନାଗରିକ ମଞ୍ଚ

ଧର୍ମଶାଳା,୩୦ା୯(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ୫୩ନଂ ଜାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ଚଣ୍ଡିଖୋଲ-ଡୁବୁରୀକୁ ସଂଯୋଗ କରୁଥିବା ଏହି ବ୍ୟସ୍ତବହୁଳ ରାଜପଥର କବାଟବନ୍ଧ ଠାରେ ଥିବା ବ୍ରାହ୍ମଣୀ ସେତୁ...

ବାଲେଶ୍ୱର ଜିଲା: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୧୫୦୩ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୬।୭: ଚଳିତବର୍ଷ ବାଲେଶ୍ୱର ଜିଲାରେ ୩୨,୭୧୧ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ଏ-୧ ଗ୍ରେଡରେ ୧୫୦୩ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା...

Advertisement
Archives

Model This Week