୩୧ ୟୁନିଟ୍‌ ରକ୍ତ ସଂଗୃହୀତ

ଯୋଡ଼ା, ୨୧।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରସ୍ଥିତ ଗଣେଶ ଭବନଠାରେ ସୋମବାର ପୂର୍ବାହ୍ନରେ ଯୋଡା ବିଜେଡି ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୩୧ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକ ଶିବିରରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ଶିବିରରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇଥିଲା। କରୋନା ମହାମାରୀର ପ୍ରଭାବ ଯୋଗୁ ବିଭିନ୍ନ ଡାକ୍ତରଖାନାରେ ରକ୍ତ ଅଭାବ ଦେଖାଦେଇଛି, ଏହିଭଳି ଘଡି ସନ୍ଧି ମୁହୂର୍ତ୍ତରେ ଯୋଡା ବିଜେଡିର ଏହି ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି।  ଏହି କାର୍ଯ୍ୟକ୍ରମକୁ ଯୋଡା ବିଜେଡି ଯୁବ ନେତା ସୁଶାନ୍ତ ବାରିକ ଓ ଅନ୍ୟ ସଦସ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷାରେ ଫସଲ ପ୍ରଭାବିତ

ରସୁଲପୁର,୯ା୨(ଡି.ଏନ୍‌.ଏ.): ପାଣିପାଗରେ ଅସ୍ବାଭାବିକ ପରିବର୍ତ୍ତନ ମାନବ ସମାଜ ପାଇଁ କାଳ ସାଜୁଛି। ଏଥିଯୋଗୁଁ ଲୋକମାନେ ବହୁ ଦୁଃସାଦ୍ଧ ରୋଗର ଶିକାର ମଧ୍ୟ ହେଉଛନ୍ତି। ଅନେକ ଗରୀବ...

ଜମି ଅଧିକାର ସୁରକ୍ଷା କମିଟି ପକ୍ଷରୁ ଜିଲାପାଳଙ୍କୁ ସ୍ମାରକପତ୍ର

ଯାଜପୁର ଟାଉନ,୨୪ା୬(ଡି.ଏନ.ଏ.)- ପୁରୁଷାନୁକ୍ରମେ ଚାଷବାସ କରି ଜୀବିକା ନିର୍ବାହ କରିଆସୁଥିବା ଜମିରେ ଚାରାରୋପଣ ବନ୍ଦ କରିବା, ଦୀର୍ଘଦିନ ଧରି ଦଖଲିକୃତ ଅନାବାଦୀ ଜମିକୁ ଅବିଳମ୍ବେ ପଟ୍ଟା...

ସପ୍ତାହନ୍ତ ଶଟ୍‌ଡାଉନ୍‌ ନେଇ ନୂଆ ଗାଇଡ୍‌ଲାଇନ୍‌

ପାରଳାଖେମୁଣ୍ଡି,୨୩।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସପ୍ତାହନ୍ତ ଶଟ୍‌ଡାଉନ୍‌ ସରକାର ଘୋଷଣା କରିଛନ୍ତି। ଏହି ଆଧାରରେ ଶନିବାର ଓ ରବିବାର ଦୁଇଦିନ ଗଜପତି ଜିଲା...

ହାତୀ ଗୋଡ଼ାଇବା ବେଳେ କୂଅରେ ପଡ଼ି ବୃଦ୍ଧଙ୍କ ଜୀବନଗଲା

ଠାକୁରମୁଣ୍ଡା,୧୯।୧୨(ଡି.ଏନ୍‌.ଏ.) : ହାତୀମାନଙ୍କ କବଳରୁ ରକ୍ଷା ପାଇବାକୁ ଯାଇ ଜଣେ ବୃଦ୍ଧ ଦୌଡ଼ିବା ବେଳେ କୂଅରେ ପଡ଼ି ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ଜଣକ ହେଉଛନ୍ତି...

ମରୁଡ଼ି ବେଳେ ଉଠାସେଚ ପଏଣ୍ଟ ଅଚଳ

ଖଇରା,୨୫।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଅଧୀନ ବାରଭାଗିଆ ଗ୍ରାମରେ ଥିବା ୨ଟି ଉଠା ସେଚପଏଣ୍ଟ ଅକାମୀ ହୋଇ ପଡିଛି। ଅନାବୃଷ୍ଟି ସମୟରେ ସେଚ...

ବନୀକରଣ ପାଇଁ ରାଜ୍ୟ ସରକାର କାମ୍ପା ପାଣ୍ଠିରୁ ପାଇଛନ୍ତି ୨୬୪୪ କୋଟି, ଖର୍ଚ୍ଚ କରିଛନ୍ତି ୨୫୪୮ କୋଟି

ଭୁବନେଶ୍ୱର, ୩୦।୭(ବ୍ୟୁରୋ): କ୍ଷତି ପୂରକ ବନୀକରଣ ପାଣ୍ଠି ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ୨୦୦୯ରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ସେବେଠାରୁ ରାଜ୍ୟକୁ କେନ୍ଦ୍ର ସରକାର ଆଡ୍‌ହକ୍‌...

ମହଙ୍ଗା ପଡ଼ିଲା ନକଲି ଜାତିଗତ ପ୍ରମାଣପତ୍ର :୨୫ ବର୍ଷ ଚାକିରି କରିବା ପରେ ମହିଳା କିରାଣି ବହିଷ୍କୃତ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଜାଲ ପ୍ରମାଣପତ୍ର ଜରିଆରେ ଦୀର୍ଘ ୨୫ ବର୍ଷ ଚାକିରି କରିବା ପରେ ଜଣେ ବରିଷ୍ଠ ମହିଳା କିରାଣି ଚାକିରିରୁ ବହିଷ୍କୃତ ହେବା...

ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା...

Advertisement


Archives

Model This Week