୩୨ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ନୀଳଗିରି, ୫।୮(ଡି.ଏନ.ଏ.)-କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ତଥା ନୀଳଗିରି ଅବକାରୀ ବିଭାଗ ପକ୍ଷରୁ ସ୍ଥାନୀୟ ସହରର ଘାଟଘରସାହି ଗାଁର ମୁନା ନାଥ(୩୨)ଙ୍କ ଘରେ ଚଢ଼ାଉ କରାଯାଇ ୩୨ଗ୍ରାମ ଓଜନର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୩ଲକ୍ଷରୁ ଊର୍ଦ୍ଧ୍ୱ ହେବ। ମୁନା ନାଥଙ୍କୁ ଗିରଫ କରାଯାଇଛି। ଏନେଇ ବିଭାଗରେ ପିଆର (ନଂ. ୮୬/୧୯)ରୁଜୁ ହୋଇଛି।
ନୀଳଗିରି ସହରରେ ଚୋରା ଦେଶୀ, ବିଦେଶୀ ମଦ ସହିତ ଅବାଧରେ ବ୍ରାଉନସୁଗାର ବିକ୍ରି ହେଉଥିବା ନେଇ ଅବକାରୀ ଗୋଇନ୍ଦା ବିଭାଗରେ ଅଭିଯୋଗ ହୋଇଥିଲା। ଗୋଇନ୍ଦା ବିଭାଗ ଏନେଇ ଚୋରା ବେପାରୀଙ୍କ ଉପରେ କଡ଼ା ନଜର ରଖି ସୁରାକ ପାଇଥିଲା। କେନ୍ଦ୍ରୀୟ ଅବକାରୀ ଗୋଇନ୍ଦା ବିଭାଗ ଏସ୍‌ପିଙ୍କ ନିର୍ଦ୍ଦେଶରେ ଗାଲୁରାମ ସରେନ, ସ୍ଥାନୀୟ ଉପନୀରିକ୍ଷକ ଲକ୍ଷେସାଧବ ପ୍ରଧାନଙ୍କ ସମେତ ଅବକାରୀ ଟିମ୍‌ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଛାଉଥିଲେ ବିଦ୍ୟୁତ୍‌ ତାର ନିଜେ ଫଶିଲେ

ବୌଦ୍ଧ/ବଘିଆପଡା/ବାଉଁଶୁଣୀ,୧୯ା୧୧(ସ୍ବ.ପ୍ର/ଡି.ଏନ.ଏ): ବୌଦ୍ଧ ଗଉଦେଇ ସଂରକ୍ଷିତ ଜଙ୍ଗଲରେ ବାର୍‌ହା ଶିକାର ପାଇଁ ବିଦ୍ୟୁତ୍‌ ତାର ବିଛାଉଥିବା ବେଳେ ୩ଜଣ ଶିକାରୀଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ...

ନେସ୍କୋର ବକେୟା ବିଦ୍ୟୁତ୍‌ ବିଲ ଆଦାୟ, ସଂଯୋଗ ବିଚ୍ଛିନ୍ନ ଅଭିଯାନ: ୪ ଦିନରେ ଆଦାୟ ହେଲା ୫କୋଟି ୩୭ଲକ୍ଷ

ବାଲେଶ୍ୱର ଅଫିସ, ୨୧।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୩୨ଟି ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବକେୟା...

ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବହଳଦା,୨୨ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ସାନଦୁନ୍ଦୁ-ଚାପଡା ରାସ୍ତାକଡ଼ରୁ ଶୁକ୍ରବାର ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁହଁକୁ ପଥରରେ ଛେଚିି...

କମୁନି କଇଁଛ ଚୋରାଚାଲାଣ

ଏମ୍‌ଭି ୭୯,୧୧ା୯(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ମୋଟୁ ଅଞ୍ଚଳରୁ କଇଁଛ ଚୋରାଚାଲାଣ କମିବା ନାଁ ଧରୁନି। ପୂର୍ବରୁ ୨ ଥର ବନ ବିଭାଗ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ମହିଳା, ଉଦ୍ଧାର କଲେ ଲାଇଫ୍‌ ଗାର୍ଡ

ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍‌ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି।...

ବେଡ୍‌ ପିଛା ୫୦ ଟଙ୍କା ଲାଞ୍ଚ ଅଭିଯୋଗ

ବ୍ରହ୍ମପୁର ଅଫିସ୍‌,୧୩ା୧୨- ପରୀକ୍ଷାଠାରୁ ଚିକିତ୍ସା, ଔଷଧଠାରୁ ଆରମ୍ଭ କରି ରକ୍ତ ପର୍ଯ୍ୟନ୍ତ ସବୁ ମାଗଣା । କିନ୍ତୁ ବେଡ୍‌ ପାଇବାକୁ ହେଲେ ଟଙ୍କା ଦେବାକୁ ପଡ଼ୁଛି...

ରାସ୍ତାରେ ସ୍ବାମୀ, ଝିଅଙ୍କୁ ଛାଡ଼ି ମହିଳା ଫେରାର

ଅନୁଗୋଳ ଅଫିସ,୧୧।୧- ସ୍ବାମୀ, ଝିଅଙ୍କ ସହ ବାପଘରକୁ ଯାଉଥିବା ଜଣେ ମହିଳା କୌଶଳକ୍ରମେ ସେମାନଙ୍କୁ ଛାଡ଼ି ସମ୍ପର୍କୀୟ ଭିଣୋଇଙ୍କ ସହ ଫେରାର ହୋଇଯିବା ଅନୁଗୋଳ ଜିଲାରେ...

ପଶ୍ଚିମବଙ୍ଗର ରିଗ୍‌ ମେଶିନ ଲାଗିଲା

ଗୋପ,୮।୨(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ ସନ୍ଧାନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ୫୦ରୁ ଊଦ୍ଧର୍‌ବ...

Advertisement
Archives

Model This Week