୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ ଗ୍ରାମର ଧରଣୀଧର ମହାପାତ୍ର(୪୨)ଙ୍କୁ ଗିରଫ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ୨୦ ହଜାର ଟଙ୍କା ହେବ। ଏ ନେଇ କେସ୍‌ ନଂ. ୪୩/୧୯ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି।...

ରାଜେନ୍ଦ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ, ମୁଖ୍ୟ ଅଭିଯୁକ୍ତ ଗିରଫ

ଟିଟିଲାଗଡ଼, ୨୪।୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର ଛତର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାର...

ବିଜେଡିର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ହାଟଡିହୀ,୧୬l୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନ ମଣ୍ଡଳିର ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l କାର୍ଯ୍ୟକ୍ରମକୁ ବିଧାୟକ...

ଗାଁରେ ହସ ଲିଭାଇଛି କିଡ୍‌ନୀ ରୋଗ

ଫୁଲବାଣୀ ଅଫିସ, ୨୬।୧୦: କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ସୁଡ୍ରୁକୁମ୍ପା ପଞ୍ଚାୟତ ରାଣୀପଥର ଗାଁରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ଆକ୍ରାନ୍ତ ହେଉଛନ୍ତି ପୁରୁଷ...

ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧଦିବସ ପାଳିତ: ହାଇକୋର୍ଟ ପ୍ରତିଷ୍ଠାରେ ବୀରକିଶୋରଙ୍କ ଅବଦାନ ଅତୁଳନୀୟ

କଟକ ଅଫିସ,୨୭ା୭: ଓଡ଼ିଶା ହାଇକୋର୍ଟର ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ହାଇକୋର୍ଟ ବାର୍‌ କନଭେନଶନ ହଲ୍‌ରେ ଶ୍ରଦ୍ଧାଞ୍ଜଳି ସଭା...

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ରିଟେଲର ମହାସଂଘର ବିକ୍ଷୋଭ

ନିଶ୍ଚିନ୍ତକୋଇଲି,୪ା୭(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମୁଖରେ ଓଡ଼ିଶା ରିଟେଲର ସଂଘ ବ୍ଲକ ସଭାପତି ଅମୀୟ କୁମାର ଦାସଙ୍କ ନେତୃତ୍ୟରେ ଶତାଧିକ ରିଟେଲର ଏକ ଶୋଭାଯାତ୍ରାରେ...

ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍‌ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍‌) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି...

ଅସନ୍ତୋଷ ପରେ ମାଟିମଣ୍ଡପ ସାହି ପାର୍କିଂ ଟେଣ୍ଡର ବାତିଲ

ପୁରୀ ଅଫିସ,୧୩।୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ମଧ୍ୟରେ ଥିବା ଏମାର ମଠର କେତେକ ଅଂଶ ଭଙ୍ଗା ଯାଇଥିଲା। ପରବର୍ତ୍ତୀ ସମୟରେ ସେଠାରେ ଲୋକେ ଦୁଇଚକିଆ ଯାନ...

Advertisement
Archives

Model This Week