Posted inଖେଳ

୩୩୨ ରନ୍‌ରେ ବେଙ୍ଗଲ ସୀମିତ

ଭୁବନେଶ୍ୱର,୨୧।୨- କଟକର ଟାଙ୍ଗିସ୍ଥିତ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ କ୍ୱାର୍ଟର ଫାଇନାଲରେ ବେଙ୍ଗଲ ଦଳକୁ ଓଡ଼ିଆ ବୋଲରମାନେ ୩୩୨ ରନ୍‌ରେ ସୀମିତ ରଖିଛନ୍ତି। ଶୁକ୍ରବାର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୦୮/୬ରୁ ବ୍ୟାଟିଂ ଆରମ୍ଭ କରିଥିବା ଭ୍ରମଣକାରୀ ବେଙ୍ଗଲ ବଳକା ୪ ଉଇକେଟରେ କେବଳ ୨୪ ଯୋଡ଼ିବାକୁ ସକ୍ଷମ ହୋଇଛି। ଦଳ ପାଇଁ ଅନୁଷ୍ଟୁପ ମଜୁମଦାର ୧୫୭ ଓ ଶାହାବାଜ ଅହମ୍ମଦ ୮୨ ରନ୍‌ କରିଥିଲେ। ଓଡ଼ିଶା ପାଇଁ ବସନ୍ତ ମହାନ୍ତି ସବୁଠୁ ସଫଳ ବୋଲର ସାବ୍ୟସ୍ତ ହୋଇଛନ୍ତି। ସେ ୪ ଉଇକେଟ ନେଇଥିବାବେଳେ ସୂର୍ଯ୍ୟକାନ୍ତ ପ୍ରଧାନ ୩ଟି, କନଓ୍ବାର ସିଂ ଚୌହ୍ବାନ ୨ଟି ଓ ଦେବବ୍ରତ ପ୍ରଧାନ ଗୋଟିଏ କରି ଉଇକେଟ ହାତେଇଥିଲେ। ଓଡ଼ିଶା ଦଳକୁ ସେମିଫାଇନାଲରେ ସ୍ଥାନ ପାଇବାକୁ ହେଲେ ମ୍ୟାଚ୍‌ରେ ଅତିକମ୍‌ରେ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତି ପ୍ରଥମେ ହାଇଦ୍ରାବାଦ୍‌କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ଦିଲ୍ଲୀ

ଆବୁଧାବି, ୨୯।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌...

ପଞ୍ଜାବକୁ ୧୨୩ ରନ୍‌ରେ ରୋକିଲା କୋଲକାତା

ଅହମ୍ମଦାବାଦ,୨୬।୪ : କିଙ୍ଗ୍ସ ପଞ୍ଜାବୁ ମାତ୍ର ୧୨୩ ରନ୍‌ରେ ରୋକି ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଫେଲ୍‌ ମାରିଥିଲା...

ପିଙ୍କ୍‌ ବଲ୍‌ ଓ୍ବାର୍ମ ଅପ୍‌ ଅମୀମାଂସିତ: ବେନ୍‌, ଜ୍ୟାକ୍‌ଙ୍କ ଶତକ

ସିଡ୍‌ନୀ,୧୪।୧୨(ପି.ଟି.): ସିଡ୍‌ନୀରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଦିବାରାତ୍ର ପ୍ରଥମ ଟେଷ୍ଟ ମ୍ୟାଚ ପୂର୍ବରୁ ଭ୍ରମଣକାରୀ ଭାରତୀୟ ଦଳ ଭଲ ଅଭ୍ୟାସ କରିବାର ସୁଯୋଗ ହାସଲ...

ଜଣେ ଝିଅ ରିଜେକ୍ଟ କରିବା ପରେ ଶିଖର ଧାଓ୍ବନ କହିଥିଲେ ଏମିତି କଥା

ମୁମ୍ବାଇ,୬।୪:ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ରେ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳୁଥିବା ଶିଖର ଧାୱନ ଜଣେ ଅତି ଶାନ୍ତ ସ୍ବଭାବର ବ୍ୟକ୍ତି ଭାବେ ଜଣାଶୁଣା। ଧାୱନ...

ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟ: ତୃତୀୟ ଦିନରେ ବାର୍ଷା ବାଧକ

ମାଞ୍ଚେଷ୍ଟର, ୧୮।୭- ବର୍ଷା କାରଣରୁ ଇଂଲଣ୍ଡ-ଓ୍ବେ୍‌ଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟର ତୃତୀୟ ଦିବସ ଖେଳ ବାତିଲ ହୋଇଛି। ଇଂଲଣ୍ଡ ପ୍ରଥମ ଇନିଂସକୁ ୪୬୯/୯ରେ ଘୋଷଣା କରିଥିବାବେଳେ ଦ୍ୱିତୀୟ...

କୋଭିଡ-୧୯: ୨୪ରେ ଟାଇଗର- ମିକେଲସନ ଚ୍ୟାରିଟି ଇଭେଣ୍ଟ

ହୋବ ସାଉଣ୍ଡ,୮।୫ (ଏପି): କୋଭିଡ-୧୯ ମହାମାରୀ ଲଢେଇ ଉଦ୍ଦ୍ୟେଶରେ ଆମେରିକୀୟ ତାରକା ଗଲ୍ଫର ଟାଇଗର ଉଡ୍ସ ଓ ଫିଲ ମିକେଲସନ ଏକ ପ୍ରଦର୍ଶନୀ ତଥା ଚ୍ୟାରିଟି...

ଏଭଳି ଉପଅଧିନାୟକ କେଉଁଠି ମିଳିବେ: ଶାର୍ଦ୍ଦୁଳ କହିଲେ ପଡ଼ିଆରେ କୋହଲି ନୁହନ୍ତି ବରଂ ରୋହିତ…

ଅହମ୍ମଦାବାଦ,୨୦।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି୨୦ରେ ଉଲ୍ଲେଖନୀୟ ବୋଲିଂ କରି ଭାରତୀୟ ଦଳକୁ ଜିତାଇଥିଲେ ଶାର୍ଦ୍ଦୁଳ ଠାକୁର। ହେଲେ ମ୍ୟାଚ୍‌ରେ ଏଭଳି ଏକ ସମୟ ଥିଲା...

ଟସ୍‌ ଜିତିଲା ଲକ୍ଷ୍ନୌ ସୁପର ଜିଆଣ୍ଟସ

କୋଲକତା,୨୫।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ରେ ଏଲିମିନେଟର ମ୍ୟାଚ୍‌ ଆଜି କୋଲକାତାର ଇଡେନ ଗାର୍ଡେନ୍ସରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

Advertisement
Archives

Model This Week