୩୪ରେ ପାଦ ଥାପିଲେ ଶ୍ରୁତି ହାସନ: ଧନୁଷ ଏବଂ ମାଇକେଲଙ୍କ ସହିତ ଥିଲା ପ୍ରେମ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ତଥା ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଅଭିନେତ୍ରୀ କମଲ ହାସନଙ୍କ ଲଳନା ଶ୍ରୁତି ହାସନ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୨୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଶ୍ରୁତି ରାଜଲକ୍ଷ୍ମୀ ହାସନ। ଚାଚି ୪୨୦ରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ଫିଲ୍ମ ଲକ୍‌ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ସେ ଏଥିରେ ଇମରାନ୍‌ ଖାଁଙ୍କ ଅପୋଜିଟ୍‌ରେ ଅଭିନୟ କରି ଢ଼େର୍‌ ପ୍ରଶଂସା ସାଉଁଟି ଥିଲେ। ଏହାପରେ ତାଙ୍କର ଫିଲ୍ମ ରାମାୟ ବସ୍ତାବୟା ମଧ୍ୟ ସଫଳ ରହିଥିଲା। ଶ୍ରୁତି ଏବଂ ରଜନୀକାନ୍ତଙ୍କ ଜ୍ୱାଇଁ ଧନୁଷଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ନେଇ ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରି ସହିତ ବଲିଉଡ୍‌ରେ ବେଶ୍‌ ଚର୍ଚ୍ଚା ରହିଥିଲା। ସେମାନେ ଡେଟିଂରେ ଯାଉଥିବା ନେଇ ନାନା ଖବର ମଧ୍ୟ ଶୁଣିବାକୁ ମିଳିଥିଲା। ମାଇକେଲ କୋର୍ସେଲ୍‌ଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ଦୀର୍ଘ ଦିନ ପ୍ରେମ ସମ୍ପର୍କ ପରେ ସେମାନେ ପରସ୍ପରଠାରୁ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ବାପାଙ୍କ ମଧ୍ୟରେ ଥମୁନି ବିବାଦ: ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ୍‌ କଲେ ଶ୍ୱେତାଙ୍କ ଝିଅ

ବମ୍ବେ: ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବେ ଲୋକପ୍ରିୟ ଟେଲି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ। ଏଭଳି ଖୁସି ସମୟ ଭିତରେ କିନ୍ତୁ ବିବାଦ ତାଙ୍କର...

ସେଲ୍‌ଫି ପାଇଁ

ସେଲ୍‌ଫି ପାଇଁ ନିକଟରେ ‘ଭାରତ’ର ନାୟିକା କ୍ୟାଟ୍ରିନା କୈଫଙ୍କୁ ହଟହଟା ହେବାକୁ ପଡ଼ିଥିଲା। ଥରେ ସେ ଏହାର ପ୍ରମୋ ପାଇଁ ଏକ ପ୍ରେକ୍ଷାଳୟକୁ ଯାଇଥିଲେ। ସେଠାରେ...

ଶାହରୁଖ ଖାନଙ୍କ ଅଫିସ୍‌ ହେଲା ଆଇସିୟୁ

ଅଭିନେତା ଶାହରୁଖ ଖାନ କରୋନା ରୋଗୀଙ୍କୁ ସହାୟତାର ହାତ ବଢାଇଛନ୍ତି। ସେମାନଙ୍କ ରହିବା ପାଇଁ ନିଜ ଅଫିସ୍‌କୁ ଗତ ୩ ମାସ ହେବ ବିଏମ୍‌ସିକୁ ଦେଇଛନ୍ତି।...

ଗରିବ ହୋଇଯାଇଛନ୍ତି ଦୀପିକା !

ମୁମ୍ବାଇ: ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ୍‌ ଏବେ ତାଙ୍କ ଅପକମିଙ୍ଗ ପ୍ରୋଜେକ୍ଟ ପାଇଁ ବ୍ୟସ୍ତ ଅଛନ୍ତି। ହେଲେ ଏହାରି ଭିତରେ ବି ସେ ସମୟ ବାହାର...

ଓଟିଟିରେ ଆସିବ ‘ସର୍ଦ୍ଦାର ଉଧମ ସିଂ’

ମୁମ୍ବାଇ: ଅଭିନେତା ଭିକି କୌଶଲଙ୍କ ଫିଲ୍ମ ‘ସର୍ଦ୍ଦାର ଉଧମ ସିଂ’ ଶେଷରେ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ ପାଇଁ ସ୍ଥିର ହୋଇଛି। ଫିଲ୍ମର ଶୁଟିଂ ଓ ପୋଷ୍ଟ...

୧୫ କୋଟି ଟଙ୍କା କ୍ଷତି ସହିବେ ଭଂସାଲୀ

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ ସଞ୍ଜୟ ଲିଲା ଭଂସାଲୀ ଏବେ ୧୫ କୋଟି ଟଙ୍କା କ୍ଷତି ସହିବେ ବୋଲି ଜଣାପଡିଛି। କାରଣ ସେ ତାଙ୍କ ଆଗାମୀ...

ବଜାରରେ ଦୀପିକାଙ୍କ ପଦ୍ମାବତୀ ଲୁକ୍‌ର କଣ୍ଢେଇ, ଭାଇରାଲ ହେଉଛି ଫଟୋ

ବମ୍ବେ: ଚଳଚ୍ଚିତ୍ର ‘ପଦ୍ମାବତ୍‌’ରେ ରାଣୀ ଭୂମିକାରେ ନଜର ଆସିଥିଲେ ଅଭିନେତ୍ରୀ ଦୀପିକା ପାଦୁକୋନ। ମହାରାଓ୍ବଲ ରତନ ସିଂଙ୍କ ସ୍ତ୍ରୀ ପଦ୍ମାବତୀଙ୍କ ରୂପରେ ବେଶ୍‌ ଭାଇରାଲ ହୋଇଥିଲା...

ମା’ ହେବେ ସାଗରିକା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା, କରୀନା କପୁରଙ୍କ ସମେତ ଆଉ ଜଣେ ଚର୍ଚ୍ଚିତ ଅଭିନେତ୍ରୀ ମା’ ହେବାକୁ ଯାଉଛନ୍ତି। ସେ ହେଲେ ‘ଚକ୍‌ ଦେ ଇଣ୍ଡିଆ’...

Advertisement
Archives

Model This Week