Posted inଖେଳ

୩୪ ଟପିଲେ ରାୟୁଡୁ

ଚେନ୍ନଇ,୨୩।୯: ଭାରତୀୟ ଦଳର ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ସୋମବାର ୩୪ ବର୍ଷରେ ପାଦ ଦେଇଛନ୍ତି। ୧୯୮୫ ସେପ୍ଟେମ୍ବର ୨୩ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲାରେ ଜନ୍ମ ହୋଇଥିଲେ ରାୟୁଡୁ। ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ସ୍ତରରେ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଅପେକ୍ଷାକୃତ ସୁଯୋଗ କମ୍‌ ମିଳୁଛି। ପ୍ରଥମ ଶ୍ରେଣୀ କ୍ୟାରିୟର ଆରମ୍ଭ କରିବାର ୧୩ ବର୍ଷ ପରେ ତାଙ୍କୁ ଜାତୀୟ ଦଳରେ ସ୍ଥାନ ମିଳିଥିଲା। ୨୦୧୩ରେ ଜିମ୍ବାଓ୍ବେ ବିପକ୍ଷରେ ପଦାର୍ପଣ କରି ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ୨୦୧୯ ବିଶ୍ୱକପ୍‌ ଦଳରେ ସ୍ଥାନ ନ ପାଇବାରୁ ନିରାଶ ହୋଇ ଅବସର ଘୋଷଣା କରିଥିଲେ। ପରବର୍ତ୍ତୀ ସମୟରେ ଅବସରରୁ ଫେରିଥିଲେ। ଦେଶ ପାଇଁ ୫୫ ଦିନିକିଆରେ ୧,୬୯୪ ଓ ୬ ଅନ୍ତର୍ଜାତୀୟ ଟି୨୦ ଖେଳି ୪୨ ରନ୍‌ କରିଛନ୍ତି। ଏହି ଅବସରରେ ତାଙ୍କୁ ସାଥୀ ଖେଳାଳିଙ୍କଠାରୁ ଆରମ୍ଭକରି ଆଇପିଏଲ୍‌ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟ ଶୁଭେଚ୍ଛା ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri