୩୪ ବର୍ଷରେ ପାଦଦେଲେ ସୃତି ଝା: କୁମ୍‌କୁମ୍‌ ଭାଗ୍ୟରୁ ଏବେ ପାଲଟିଛନ୍ତି କୋଟିପତି

ମୁମ୍ବାଇ: ଛୋଟ ପରଦାରେ ନିଜର ଅଭିନୟ ପାଇଁ ବେଶ୍‌ ଚର୍ଚ୍ଚାରେ ଥିବା ସୃତି ଝା ବୁଧବାର ୩୪ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୬ ଫେବୃୟାରୀ ୨୬ରେ ବେଗୁସରାଇଠାରେ ଜନ୍ମଗ୍ରହଣ କରିଥିଲେ। ୨୦୦୭ରେ ଧୁମ୍‌ ମଚାଓ ଧୁମ୍‌ରେ ସେ ନିଜ କ୍ୟାରିଅର ଆରମ୍ଭ କରିଥିଲେ। ପରେ କୁମ୍‌କୁମ୍‌ ଭାଗ୍ୟ ତାଙ୍କ ପାଇଁ ବେଶ୍‌ ପରିଚିତି ଆଣିଦେଇଥିଲା। କୁମ୍‌କୁମ୍‌ ଭାଗ୍ୟରୁ ସେ କୋଟିପତି ପାଲଟି ଯାଇଛନ୍ତି। ଏବେ ସୃତିଙ୍କ ପାଖରେ ନିର୍ଦ୍ଦେଶକଙ୍କ ଲମ୍ବା ଲାଇନ୍‌। ସେ କୁମ୍‌କୁମ୍‌ ଭାଗ୍ୟର ପ୍ରତି ଏପିଶୋଡ଼ ପାଇଁ ୬୦ ହଜାର ପାରିଶ୍ରମିକ ନେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବାକୁ ଯାଉଛି ପାଞ୍ଚଟି ଟେଲି ଧାରାବାହିକର ପ୍ରସାରଣ

ମୁମ୍ବାଇ: ବନ୍ଦ ହେବାକୁ ଯାଉଛି ପାଞ୍ଚଟି ଲୋକପ୍ରିୟ ଟେଲି ଧାରାବାହିକ। କିଛି ଧାରାବାହିକ ଟିଆର୍‌ପି ଭଲ ରହୁ ନ ଥିବାରୁ ବନ୍ଦ ହେବାକୁ ଯାଉଥିବା ବେଳେ...

ଏମିତି ବିବାହ ବାର୍ଷିକୀ ପାଳନ କରିବେ ଦୀପ୍‌ବୀର

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଏବଂ ରଣବୀର ସିଂ ନଭେମ୍ବର ୧୪ରେ ପ୍ରଥମ ବିବାହ ବାର୍ଷିକୀ ପାଳନ କରିବେ। ୨୦୧୮ରେ ଉଭୟଙ୍କ ବିବାହ ଖୁବ୍‌ ଆଡମ୍ବରରେ...

କ୍ୟାନସରକୁ ଜିତି ପୁଣି ଫେରିଛନ୍ତି ଅଭିନୟ ଦୁନିଆକୁ

ମୁମ୍ବାଇ: ବଲିଉଡ ନାୟିକା ମନିଷା କୋଇରାଲା ୫୦ ବର୍ଷରେ ପାଦ ରଖିଛନ୍ତି। ୧୬ ଅଗଷ୍ଟ ୧୯୭୦ରେ ଜନ୍ମ ନେଇଥିବା ଏହି ନାୟିକା ଏକ ରାଜନୈତିକ ପରିବାରରୁ...

ସ୍ବଦେଶ ଫେରିିଲା ପଣ୍ଡିତ ଯଶରାଜଙ୍କ ପାର୍ଥିବ ଶରୀର

ମୁମ୍ବାଇ,୧୯।୮: ଶାସ୍ତ୍ରୀୟ ସଙ୍ଗୀତର ପ୍ରସିଦ୍ଧ ଗାୟକ ପଣ୍ଡିତ ଯଶରାଜଙ୍କ ଅଗଷ୍ଟ ୧୭ରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଆମେରିକାର...

କନ୍ନଡ଼ ଫିଲ୍ମରେ ସୁନୀଲ ସେଟ୍ଟୀଙ୍କ ଡେବ୍ୟୁ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀ ଲମ୍ବା ସମୟ ପରେ ଫିଲ୍ମ ଜଗତକୁ ଫେରିଛନ୍ତି। ଅଭିନେତାଙ୍କ ଅପ୍‌ କମିଂ ଫିଲ୍ମରେ ଥିବା ତାଙ୍କ ଫାଷ୍ଟ ଲୁକ୍‌...

ଇନ୍‌ଷ୍ଟାଗ୍ରାମରେ କରୀନାଙ୍କ ନୂଆ ଲୁକ୍‌, ୨୪ ଘଣ୍ଟାରେ ୪୦ ଲକ୍ଷରୁ ଅଧିକ ଫଲୋଅର୍ସ

ମୁମ୍ବାଇ: ସୋସିଆଲ ପ୍ଲାଟ୍‌ଫର୍ମରୁ ଦୂରେଇ ରହୁଥିବା କରୀନା କପୁର ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। କରୀନା...

‘ମଲଙ୍ଗ’ ଟ୍ରେଲରକୁ ଦେଖି ସଲମାନ କହିଲେ ‘ଝକାସ୍‌’

ମୁମ୍ବାଇ: ଗତ ସପ୍ତାହରେ ଫିଲ୍ମ ‘ମଲଙ୍ଗ’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଫିଲ୍ମରେ ଅନୀଲ କପୁର, ଆଦିତ୍ୟ ରୟ କପୁର, ଦିଶା ପଟାନୀ ଓ କୃନାଲ...

ଏହି କ୍ରିକେଟରଙ୍କ ପ୍ରେମରେ ପଡିଥିଲେ ବାହୁବଳୀ ଫେମ୍‌ ଅନୁଷ୍କା ସେଟ୍ଟୀ

ବଲିଉଡ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ ଚର୍ଚ୍ଚା ହୋଇଥାଏ।...

Coronavirus Update


Archives

Model This Week

Why Dharitri