୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ

ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର ୨ଟି ସ୍ଥାନରେ ଚଢ଼ାଉ କରି ପୋଚ ଓ ମଦ ଜବତ ହୋଇଥିଲା। ଇନ୍ଦ୍ରାକ୍ଷୀ କିଆବାଡରେ ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ଓ ଗୋଳନ୍ଥରା ଅବକାରୀ କର୍ମଚାରୀମାନେ ଚଢାଉ କରି ୩୫୦୦ ଲିଟର ପୋଚ ଓ ୫୫ ଲିଟର ଦେଶୀମଦ ଜବତ କରିଥିବା ବେଳେ ମଦ ପ୍ରସ୍ତୁତକାରୀ ଚମ୍ପଟ ମାରିବାରେ ସକ୍ଷମ ହୋଇଥିଲେ। ସେଠାରୁ ମଦ ପ୍ରସ୍ତୁତି ସରଞ୍ଜାମଗୁଡିକୁ ମଧ୍ୟ ଜବତ କରାଯାଇଛି। ଚଢ଼ାଉ ବେଳେ ଅବକାରୀ ଇନ୍ସପେକ୍ଟର ରୋଶନ ଇସ୍ୟୁ ହଁାସଦା, ସୁଶାନ୍ତ କୁମାର ପାଢ଼ୀ, ସନ୍ତୋଷ କୁମାର ସାହୁ, ଶ୍ରୀଧର ମହାନ୍ତି ସାମିଲ ଥିଲେ। ଆଗାମୀ ଦିନରେ ଚଢାଉ ଜାରି ରହିବ ବୋଲି ଗୋଳନ୍ଥରା ଅବକାରୀ ସବଇନ୍ସପେକ୍ଟର ସନ୍ତୋଷ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri