୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ

ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର ୨ଟି ସ୍ଥାନରେ ଚଢ଼ାଉ କରି ପୋଚ ଓ ମଦ ଜବତ ହୋଇଥିଲା। ଇନ୍ଦ୍ରାକ୍ଷୀ କିଆବାଡରେ ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ଓ ଗୋଳନ୍ଥରା ଅବକାରୀ କର୍ମଚାରୀମାନେ ଚଢାଉ କରି ୩୫୦୦ ଲିଟର ପୋଚ ଓ ୫୫ ଲିଟର ଦେଶୀମଦ ଜବତ କରିଥିବା ବେଳେ ମଦ ପ୍ରସ୍ତୁତକାରୀ ଚମ୍ପଟ ମାରିବାରେ ସକ୍ଷମ ହୋଇଥିଲେ। ସେଠାରୁ ମଦ ପ୍ରସ୍ତୁତି ସରଞ୍ଜାମଗୁଡିକୁ ମଧ୍ୟ ଜବତ କରାଯାଇଛି। ଚଢ଼ାଉ ବେଳେ ଅବକାରୀ ଇନ୍ସପେକ୍ଟର ରୋଶନ ଇସ୍ୟୁ ହଁାସଦା, ସୁଶାନ୍ତ କୁମାର ପାଢ଼ୀ, ସନ୍ତୋଷ କୁମାର ସାହୁ, ଶ୍ରୀଧର ମହାନ୍ତି ସାମିଲ ଥିଲେ। ଆଗାମୀ ଦିନରେ ଚଢାଉ ଜାରି ରହିବ ବୋଲି ଗୋଳନ୍ଥରା ଅବକାରୀ ସବଇନ୍ସପେକ୍ଟର ସନ୍ତୋଷ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରାହେଲେ ନିଶାଶକ୍ତ ଗାଡ଼ି ଚାଳକ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସହ ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚାଳକଙ୍କୁ ଜୋରଦାର ଧରପଗଡ଼ କରାଯାଉଛି। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀଙ୍କ...

ରାସ୍ତାରେ ଛିଡ଼ା ହୋଇଥିବା ଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍‌: ୨ ମୃତ, ୧ ଗୁରୁତର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ନୟାପଲ୍ଲୀ ଥାନା ଫାୟାର ଷ୍ଟେଶନ ଛକରେ ଶନିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ରାସ୍ତାରେ ଛିଡ଼ା ହୋଇଯାଇଥିବା ତିନିଜଣ ଯାତ୍ରୀଙ୍କ...

ନବବଧୂଙ୍କୁ ହତ୍ୟାକରି ପୋଡ଼ିଦେଲେ

ଭଞ୍ଜନଗର,୧୯।୧୦(ଡି.ଏନ.ଏ) -ଭଞ୍ଜନଗର ସହର ବଡ଼ତୋଟାସାହିର ନବବଧୂ ଆରତୀ ନାହାକ (୩୦)ଙ୍କୁ ହତ୍ୟାକରି ଶ୍ୱଶୁରଘର ଲୋକେ ବୁଧବାର ପୋଡ଼ି ଦେଇଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି।...

ଭାଙ୍ଗିଲା ଗତବର୍ଷର ରେକର୍ଡ

ସୋନପୁର,୭।୧(ନି.ପ୍ର.):ନଦୀ, ନାଳ ଓ ବନ୍ଧ ପରିବେଷ୍ଟିତ ସୁବର୍ଣ୍ଣପୁର ଜିଲାରେ ଶୀତକାଳୀନ ପକ୍ଷୀ ଗଣନା ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଜିଲାକୁ...

ପ୍ରୋତ୍ସାହନ ଅଭାବ: ଦୁର୍ଦ୍ଦିନରେ ପଥର କାରିଗର

ଗଞ୍ଜାମ,୧୭ା୩(ଡି.ଏନ୍‌.ଏ.)ଗଞ୍ଜାମ ବ୍ଲକ କୁଶପଲି ଦଳିତ ସାହି ଓ ଆଖପାଖ ଅଞ୍ଚଳରେ ଥିବା ପଥର କାରିଗରମାନେ କିଛି ବର୍ଷ ଧରି ପଥରରେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ...

ରାଜ୍ୟରେ ପୁଣି ୧୭ଜଣଙ୍କ ଜୀବନ ନେଲା କରୋନା: ୧୪ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଶନିବାରୁ ପୁଣି କରୋନାଜନିତ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି। ଶୁକ୍ରବାର କରୋନାରେ ୧୫ଜଣଙ୍କ...

ହାତୀ ଗଲା, ଭୟ ରହିଲା

ଭୁବନେଶ୍ୱର(ବ୍ୟୁରୋ)/ପିପିଲି(ସ୍ବ.ପ୍ର.)/ବଳଙ୍ଗା, ୨୫ା୨(ଡି.ଏନ୍‌.ଏ.): ଗତ ତିନିଦିନ ହେଲା ପୁରୀ ଜିଲାର ପିପିଲି, ନିମାପଡ଼ା, କଣାସ, ଡେଲାଙ୍ଗ ଏବଂ ଖୋର୍ଦ୍ଧା ଜିଲାର ଜଟଣୀ ବ୍ଲକ ଅଞ୍ଚଳରେ ଆତଙ୍କ ଖେଳାଇଥିବା...

୨୨ରେ ଜିଲାପାଳ ଅଫିସ ଘେରିବ କଂଗ୍ରେସ

ଯାଜପୁର ଟାଉନ,୨୧।୧୧(ଡି.ଏନ.ଏ.): ଜିଲା କଂଗ୍ରେସ ପକ୍ଷରୁ ଆସନ୍ତା ୨୨ତାରିଖ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇ ଗଣଧାରଣା ଦିଆଯିବ ବୋଲି ଜିଲା କଂଗ୍ରେସ ସଭାପତି ମନୋଜ କୁମାର...

Advertisement
Archives

Model This Week