୩୫ ବର୍ଷରେ ସୋନମ୍‌ କପୁର

ମୁମ୍ବାଇ,୯।୬: ବଲିଉଡ୍‌ ନାୟିକା ସୋନମ୍‌ କପୁର ମଙ୍ଗଳବାର ୩୫ ବର୍ଷରେ ପାଦ ଥାପିଛନ୍ତି। ୧୯୮୫ ଜୁନ୍‌ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ। ଫିଲ୍ମ ସାବରିୟା ମାଧ୍ୟମରେ ସୋନମ୍‌ ବଲିଉଡ୍‌ରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ଏହି ଫିଲ୍ମରେ ତାଙ୍କ ଓଜନ କମାଇବା ପାଇଁ ନିର୍ଦ୍ଦେଶକ ସଞ୍ଜୟଲୀଲା ଭସାଂଲୀ ପରାମର୍ଶ ଦେଇଥିଲେ। ସୋନମ ଫିଲ୍ମରେ ଅଭିନୟ କରିବା ଲାଗି ନିଜ ଓଜନ ୩୫ କିଗ୍ରା ପର୍ଯ୍ୟନ୍ତ କମାଇଥିଲେ। ପରେ ବଲିଉଡ୍‌ରେ ରାତାରାତି ସେ ଷ୍ଟାର୍‌ ଡମ୍‌ ହାସଲ କରିଥିଲେ। ୨୦୧୮ରେ ଆନନ୍ଦ ଆହୁଜାଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଧରଣର ସିନେମା ନିର୍ମାଣକୁ ଗୁରୁତ୍ୱ ଦିଏ

ଚର୍ଚ୍ଚିତ ଓଡ଼ିଆ ସିନେମା ‘ପାଟଣାଗଡ଼’ର ପ୍ରଯୋଜକ ନିକଟରେ ଅନ୍ତର୍ଜାତୀୟ ସିନେମା ଉତ୍ସବରେ ଶ୍ରେଷ୍ଠ ପ୍ରଯୋଜକ ଭାବରେ ସମ୍ମାନିତ ହୋଇଛନ୍ତି। ଓଡ଼ିଆ ସିନେମା ଆଉ ଭବିଷ୍ୟତ ଯୋଜନା...

ମା’ ରାଣୀ ସମୃଦ୍ଧି ଦେବୀ ଚରିତ୍ରରେ ନଜର ଆସିବେ ବଲିଉଡ୍‌ର ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଇଶା ଦେଓଲ ବିବାହ ଏବଂ ଝିଅ ଜନ୍ମ ପରଠାରୁ ଅଭିନୟରୁ ସମ୍ପୂର୍ଣ୍ଣ ଦୂରେଇ ଯାଇଥିଲେ। ଏବେ ପୁଣିଥରେ ସେ ଛୋଟ ପରଦା ମାଧ୍ୟମରେ...

ହୃଦୟ ଜିତିଲେ ରଣବୀର ସିଂ

ଫିଲ୍ମ ‘୮୩’ରେ ୧୯୮୩ ବିଶ୍ୱକପର ହିରୋ କପିଳ ଦେବଙ୍କ ଲୁକରେ ନଜର ଆସିବେ ରଣବୀର ସିଂ। କପିଳଙ୍କ ଲୁକରେ ରଣବୀରଙ୍କୁ ଠିକ ଭାବରେ ଚିହ୍ନି ମଧ୍ୟ...

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଅକ୍ଷୟ ଦାନକଲେ ୨୫ କୋଟି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର୍‌ ଅକ୍ଷୟ କୁମାର କରୋନା ପ୍ରଭାବିତଙ୍କ ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସ୍ବାମୀଙ୍କ ଏପରି...

ଦୁଇ ଚଳଚ୍ଚିତ୍ର ପାଇଁ ବିଜୟଙ୍କ ପାରିଶ୍ରମିକ ୧୩୦ କୋଟି

ବମ୍ବେ: ଦୁଇଟି ଫିଲ୍ମ ପାଇଁ ଅଭିନେତାଙ୍କ ପାରିଶ୍ରମିକ ୧୩୦ କୋଟି। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ସତ। ଦକ୍ଷିଣ ଭାରତୀୟ ଅଭିନେତା ଥାଲାପତି ବିଜୟଙ୍କୁ ଫିଲ୍ମ...

ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ବେଦିରେ ବସିବେ ଏହି ଅଭିନେତ୍ରୀ

ମୁମ୍ବାଇ: ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ଜଣଙ୍କ ହାତ ଧରି ବେଦିରେ ବସିବାକୁ ଯାଉଛନ୍ତି ବଲିଉଡ୍‌ର ଜଣେ ଅଭିନେତ୍ରୀ। ଏକଥା ଆମେ କହୁନାହୁଁ।...

ପିତାଙ୍କ ଶେଷ ଇଚ୍ଛା ପୂରଣ କରିପାରିଲେନି ରଣବୀର

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁରଙ୍କର ୬୭ ବର୍ଷ ବୟସରେ ଗୁରୁବାର ପରଲୋକ ହୋଇଛି। ଦୀର୍ଘ ଦୁଇ ବର୍ଷ ହେବ କ୍ୟାନସରରେ ପୀଡିତ ଥିବା ରିଷି...

ବିବାଦରେ ହନି ସିଂ: ‘ମଖନା’ ଗୀତକୁ ନେଇ ମାମଲା ରୁଜୁ

ଚଣ୍ଡିଗଡ଼,୯।୭: ର଼୍ୟାପ୍‌ ଗାୟକ ହନି ସିଂ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ମୋହାଲିରେ ତାଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ କରାଯାଇଛି। ହନି ସିଂଙ୍କ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *