Posted inଜାତୀୟ

୩୫ ଲକ୍ଷ ଶ୍ରମିକଙ୍କୁ ୧ହଜାର ଲେଖାଏଁ ସହାୟତା ଦେବେ ଯୋଗୀ ସରକାର

ଲକ୍ଷ୍ନୌ,୨୧।୩: କରୋନା ଭାଇରସ ଯୋଗୁ ସମଗ୍ର ବିଶ୍ୱ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୮ ପହଞ୍ଚିଥିବା ବେଳେ ଉତ୍ତରପ୍ରଦେଶରେ ୨୩ ଛୁଇଁଥିବା ଜଣାପଡିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ଅଧିକାଂଶ ଅଞ୍ଚଳକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଅଧିକାଂଶ ଲୋକେ ରୋଜଗାର ହରାଇଛନ୍ତି। ଏହି ସମୟରେ ଶ୍ରମିକମାନଙ୍କୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରାୟ ୧୫ ଲକ୍ଷ ଶ୍ରମିକ ଓ ୨୦.୩୭ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ୧ହଜାର ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ସ୍ଥଳରେ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ...

ଦ୍ୱିତୀୟ ରାଉଣ୍ଡ ପରେ ପୁଣିଥରେ ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୨୭ ।୭: କଂଗ୍ରେସ ନେତା ଓ କର୍ମୀଙ୍କ ଘୋର ବିରୋଧ ପରେ ବି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନ୍ୟାଶନାଲ ହେରାଲ୍ଡ ମାମଲାରେ ପୁଣିଥରେ ବୁଧବାର ପ୍ରବର୍ତ୍ତନ...

ମହାରାଷ୍ଟ୍ରରେ ରାହୁଲଙ୍କୁ ଅଧ୍ୟକ୍ଷ ପ୍ରସ୍ତାବକୁ ସମର୍ଥନ

ନୂଆଦିଲ୍ଲୀ,୧୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ପାଖେଇ ଆସୁଛି। ଏଭଳି ପରିସ୍ଥିତିରେ ଦଳର ପରବର୍ତ୍ତୀ ଅଧ୍ୟକ୍ଷ କିଏ ହେବ ବୋଲି ପ୍ରଶ୍ନ ଉଠୁଛି। ସେପଟେ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୯।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୫୯ ନୂଆ କରୋନା...

ଆଜି କର୍ନାଟକ ବିଧାନସଭା ନିର୍ବାଚନ: ୫.୩ କୋଟି ଭୋଟର ନିର୍ଣ୍ଣୟ କରିବେ ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ…

ବେଙ୍ଗାଲୁରୁ,୧୦।୫ : ଆଜି କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ମତଦାନ କରାଯାଉଛି। ରାଜ୍ୟର ୫.୩ କୋଟି ଭୋଟର ନିର୍ବାଚନୀ ମଇଦାନରେ ଥିବା ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ...

ମମତାଙ୍କ ଉପରେ ବର୍ଷିଲେ ଶାହା

କୋଲକାତା,୬।୧୧: ଖୁବ୍‌ଶୀଘ୍ର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ କରାଯିବ। ପଶ୍ଚିମବଙ୍ଗର ବିକାଶ ଲାଗି ଭାଜପା ବଦ୍ଧ ପରିକର ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର...

ଲକ୍‌ଡାଉନ ମଧ୍ୟରେ ମା’ ହେଲେ ଟିଏମ୍‌ସି ଏମ୍‌ପି: ଝିଅର ନାଁ ରଖିଲେ ‘କରୋନା’

ହୁଗଳି,୮।୫: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଇତିମଧ୍ୟରେ କେତେଜଣ ଦମ୍ପତି ତାଙ୍କ ନବଜାତକଙ୍କ ନାଁ ଭାଇରସର ନାଁ ଅନୁସାରେ ରଖୁଥିବା...

ମୋଦି ମୋତେ କହିଥିଲେ ‘ସୁର୍ପଣଖା’, ମୁଁ ବି କରିବି ମାନହାନି ମୋକଦ୍ଦମା: ରେଣୁକା

ନୂଆଦିଲ୍ଲୀ,୨୪ ।୩: ମୋଦି ସରନେମକୁ ନେଇ ଆପତ୍ତିଜନକ ଟିପ୍ପଣି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କୋର୍ଟ ୨ ବର୍ଷର ସଜା ଶୁଣାଇବା ପରେ ପ୍ରାୟ...

Advertisement
Archives

Model This Week