Posted inଜାତୀୟ

୩୬ବର୍ଷ ପରେ ବୃଦ୍ଧାଶ୍ରମରେ ହେଲା ମିଳନ

ଥିରୁଭାନନ୍ତପୁରମ୍‌,୨୬।୯:କେରଳର ବୃଦ୍ଧାଶ୍ରମରେ ଏକ ନିଆରା ମିଳନ ଘଟିଛି। ୩୬ ବର୍ଷ ପରେ ଜଣେ ବୃଦ୍ଧ ଦମ୍ପତିଙ୍କ ବୃଦ୍ଧାଶ୍ରମରେ ପରସ୍ପରକୁ ଅଚାନକ ଭେଟିଛନ୍ତି। ୬୫ ବର୍ଷ ପୂର୍ବେ ବିବାହ କରିଥିବା ସ୍ୟାଦୁ(୯୦) ଏବଂ ସୁଭଦ୍ରା(୮୨) ତ୍ରିଶୁର ଜିଲାରେ ଥିବା ଏକ ବୃଦ୍ଧାଶ୍ରମରେ ରହିବାକୁ ଆସିଥିଲେ। ପ୍ରଥମେ ସୁଭଦ୍ରା ଏବଂ ତାଙ୍କ ଏକମାସ ପରେ ସ୍ୟାଦୁ ଆସିଥିଲେ। ଉଭୟଙ୍କ ଆଖିକୁ ଏତେଟା ଦିଶୁ ନ ଥିଲେ ମଧ୍ୟ ସ୍ୟାଦୁଙ୍କ ସ୍ବର ଶୁଣି ସୁଭଦ୍ରା ତାଙ୍କୁ ଚିହ୍ନିପାରିଥିଲେ। ସୂଚନାଯୋଗ୍ୟ, ବିବାହର ୩୦ବର୍ଷ ପରେ ଏକ ଚାକିରି ସନ୍ଧାନରେ ଉତ୍ତର ଭାରତକୁ ପଳାଇଥିଲେ। ଏହାପରେ ସେ ଆଉ ଫେରି ନ ଥିଲେ। ସୁଭଦ୍ରା ଅପେକ୍ଷା କରି କରି ରହିଥିଲେ ମଧ୍ୟ ସ୍ୟାଦୁ ଆଉ ଫେରି ନ ଥିଲେ। ୩୬ ପରେ ପରସ୍ପରକୁ ଭେଟିବା ପରେ ବୃଦ୍ଧାଶ୍ରମରେ ଖୁସିର ଲହରୀ ଖେଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ମାୟାନଗରୀ: ସହରରେ ଆଲର୍ଟ, ସ୍କୁଲ, କଲେଜ ବନ୍ଦ

ମୁମ୍ବାଇ,୪।୯: ମୁମ୍ବାଇ ଓ ଆଖପାଖ ଜିଲାରେ ମଙ୍ଗଳବାର ଲଗାତାର ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ମୁମ୍ବାଇର କିଙ୍ଗ୍‌ ସର୍କିଲ ଓ ଗାନ୍ଧୀ...

କଶ୍ମୀର ଆଇଜିପି ହେଲେ ବିଜୟ କୁମାର

ଶ୍ରୀନଗର,୨୯ା୧୨(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ନୂଆ ପୋଲିସ ଆଇଜି ଭାବେ କେ. ବିଜୟ କୁମାର ନିଯୁକ୍ତ ହୋଇଛନ୍ତି। ୧୯୯୭ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର ଏସ.ପି....

ସ୍ବର୍ଣ୍ଣ ମନ୍ଦିରରେ ଖଲିସ୍ତାନୀ ସ୍ଲୋଗାନ

ଅମୃତସର,୭।୬: ପଞ୍ଜାବର ଅମୃତସର ସ୍ଥିତ ସ୍ବର୍ଣ୍ଣମନ୍ଦିରରେ ସୋମବାର ଖଲିସ୍ତାନୀ ସମର୍ଥକମାନେ ଦେଶ ବିରୋଧୀ ସ୍ଲୋଗାନ ଦେଇଛନ୍ତି। ଅପରେଶନ ବ୍ଲୁ ଷ୍ଟାରର ୩୮ବର୍ଷ ପୂର୍ତ୍ତି ଅବସରରେ ବହୁସଂଖ୍ୟାରେ...

ଏପ୍ରିଲରେ ହେବ ଆସାମ ବିଧାନସଭା ନିର୍ବାଚନ

ଗୁଆହାଟି,୨୦।୧: ଏପ୍ରିଲରେ ଆସାମ ବିଧାନସଭା ନିର୍ବାଚନ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ବୁଧବାର ସୂଚନା ଦେଇଛନ୍ତି। ରଙ୍ଗୋଲି ବିହୁ ପର୍ବ ଏବଂ...

‘ଯିଏ ଭୋଟ ନ ଦେଇଛ, ସେ ଆମ ପାଖକୁ ଆସ ନାହିଁ’

ଲକ୍ଷ୍ନୌ,୨୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ଦ୍ୱିତୀୟଥର ସଂଖ୍ୟାଗରିଷ୍ଠତା ହାସଲ କରି ସରକାର ଗଢିବାକୁ ଯାଉଛି। ନିର୍ବାଚନୀ ବୈତରଣୀ ପାର୍‌ ହେବା ପରେ ବିଧାୟକଙ୍କ ଅସଲ...

କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା

ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍‌ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍‌ଲିର ମିରାଜ୍‌ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ...

ବିହାରରେ ପୋଷ୍ଟର ଓ୍ବାର

ପାଟନା,୭।୩: ବିହାର ବିଧାନସଭା ନିର୍ବାଚନ ପାଇଁ ସମୟ ବାକିଥିବା ବେଳେ ଏବେଠାରୁ ରାଜନୀତି ହେଲାଣି ସରଗରମ। ବିଭିନ୍ନ ରାଜନୈତିକ ଦଳ ପରସ୍ପର ମଧ୍ୟରେ କଥା କଟାକଟି...

୫ ରାଜ୍ୟକୁ ମିଳିବ ପ୍ରଥମ ବ୍ୟାଚ୍‌ କୋଭିଡ୍‌-୧୯ କୋଭିଫର ଔଷଧ

ନୂଆଦିଲ୍ଲୀ, ୨୫।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ତେଲଙ୍ଗାନାର ହାଇଦ୍ରାବାଦ୍‌ ସ୍ଥିତ ହେଟ୍ରୋ ଔଷଧ ନିର୍ମାତା ପକ୍ଷରୁ ପ୍ରସ୍ତୁତ ହୋଇଥିବା...

Advertisement
Archives

Model This Week