Posted inଖେଳ

୩୭୦ ଉଚ୍ଛେଦ ପ୍ରସଙ୍ଗରେ ମୁହଁ ଖୋଲିଲେ ପାକିସ୍ତାନ କ୍ରିକେଟର

ଇସଲମାବାଦ, ୬।୮: ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ୍‌ ଆଫ୍ରିଦ୍‌ ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠାଇଯିବାକୁ ନେଇ ମୁହଁ ଖୋଲିଛନ୍ତି। ଏନେଇ ସେ ଜାତିସଂଘକୁ କଡା ସମାଲୋଚନା କରିଛନ୍ତି। ଏହି ମାମଲାରେ ଜାତିସଂଘ ଦଖଲ ଦେବା ଉଚିତ। କଶ୍ମୀର ଲୋକଙ୍କୁ ଜାତିସଂଘ ପ୍ରସ୍ତାବ ଅନୁଯାୟୀ ଅଧିକାର ଦେବା ଆବଶ୍ୟକ ବୋଲି ସେ ଯୁକ୍ତି ବାଢିଛନ୍ତି। କଶ୍ମୀର ପ୍ରସଙ୍ଗରେ ଏତେ ବଡ ନିଷ୍ପତ୍ତି ନିଆଯାଉଛି ଜାତିସଂଘ କ’ଣ ଶୋଇଛି ବୋଲି ସେ ପ୍ରଶ୍ନ କରିଛନ୍ତି। ଏଥିରେ ଆମେରିକା ମଧ୍ୟସ୍ଥତା କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ପୂର୍ବରୁ ୨୦୧୬ ଟି-୨୦ ବିଶ୍ୱକପ୍‌ ଚାଲିଥିଲାବେଳେ ମଧ୍ୟ କଶ୍ମୀର ପ୍ରସଙ୍ଗରେ ମତ ଦେଇ ଆଫ୍ରିଦ୍‌ ବିବାଦ ଘେରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟାଶନାଲ୍‌ ମୋଟର ରେସିଂରେ ହୋଣ୍ଡାର ଡବଲ୍‌ ବିଜୟ

ଭୁବନେଶ୍ୱର, ୮।୮(ସ୍ପୋଟର୍‌ସ ବ୍ୟୁରୋ)- ଚେନ୍ନାଇଠାରେ ଚାଲିଥିବା ଇଣ୍ଡିଆନ ନ୍ୟାଶନାଲ ମୋଟର ରେସିଂ ଚାମ୍ପିୟନଶିପର ତୃତୀୟ ରାଉଣ୍ଡରେ ଆଇଡିମିତ୍‌ସୁ ହୋଣ୍ଡା ରେସିଂ ଇଣ୍ଡିଆର ଚାଳକମାନେ ସର୍ବାଧିକ ୧୦...

କୋଭିଡ-୧୯: ୩.୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କଲେ ଗଲ୍ଫର ଅର୍ଜୁନ

ନୂଆଦିଲ୍ଲୀ,୨୧।୪ (ପି.ଟି.): କୋଭିଡ୍‌-୧୯ ମୁକାବିଲା ପାଇଁ ଯୁବ ଗଲ୍ଫର ଅର୍ଜୁନ ଭଟ୍ଟି ପ୍ରୟାସ ଜାରି ରଖିଛନ୍ତି। ସେ ୩.୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛନ୍ତି।...

୪ ଓଭର, ୪ ମେଡେନ୍‌, ୪ ଉଇକେଟ୍‌: ବିରଳ ରେକର୍ଡ ହାସଲ କଲେ ଏହି ଖେଳାଳି

ସାଧାରଣତଃ କ୍ରିକେଟରେ ପ୍ରତି ମ୍ୟାଚରେ କିଛି ନା କିଛି ରେକର୍ଡ ସୃଷ୍ଟି ହେବାସହ ଭାଙ୍ଗିଥାଏ। ଏମିତି ଏକ ରେକର୍ଡର ଅଧିକାରୀ ହୋଇଛନ୍ତି ନ୍ୟୁଜିଲାଣ୍ଡର ରୋଜମ୍ୟାରି ମେୟାର।...

ଓ୍ବିଲିୟମ୍ସ ଦକ୍ଷିଣ ଆଫ୍ରିକା କ୍ରିକେଟର କାମଚଳା ସଭାପତି

ଜୋହାନ୍ସବର୍ଗ, ୧୯ା୮ (ପି.ଟି.)-ବେରେସ୍‌ଫୋର୍ଡ ଓ୍ବିଲିୟମ୍ସ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର କାମଚଳା ସଭାପତି ଭାବେ ମନୋନୀତ ହୋଇଥିବାବେଳେ କାମଚଳା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟାକ୍ସ ଫାଉଲ୍‌...

କୋହଲି ଦଣ୍ଡିତ

ସାଉଥାମ୍ପଟନ,୨୩ା୬: ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଅତ୍ୟଧିକ ଅପିଲ କରିବା ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଦଣ୍ଡିତ ହେବାକୁ ପଡ଼ିଛି। ତାଙ୍କ ମ୍ୟାଚ୍‌ ଫି’ର ୨୫...

ଭାଇରସ୍‌ କର୍ଫ୍ୟୁ ଉଲ୍ଲଂଘନ: ଖେଳାଳିଙ୍କୁ ୬ମାସ ସସ୍‌ପେଣ୍ଡ

ବେଜିଂ, ୮ା୬ (ଏପି.): କରୋନାଭାଇରସ୍‌ କର୍ଫ୍ୟୁ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ଚାଇନିଜ୍‌ ଫୁଟ୍‌ବଲ ଆସୋସିଏଶନ (ସିଏଫ୍‌ଏ) ୧୯ବର୍ଷରୁ କମ୍‌ ଜାତୀୟ ଦଳର ୬ ଜଣ...

ପାକିସ୍ତାନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ ଶ୍ରୀଲଙ୍କା ପ୍ରତିନିଧି

କରାଚୀ,୩।୮(ପିଟି)- ଶ୍ରୀଲଙ୍କା କ୍ରିକେଟର ଦୁଇଜଣିଆ ପ୍ରତିନିଧି ଦଳ ବୁଧବାର ପାକିସ୍ତାନ ଗସ୍ତ କରିବେ। ସେମାନେ ସେଠାକାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ। ସେମାନଙ୍କ ନିଷ୍ପତ୍ତି ଉପରେ...

ଜାତୀୟ ସିନିୟର ଭଲିବଲ: ଓଡ଼ିଶା ପୁରୁଷ ଦଳର ଚତୁର୍ଥ ବିଜୟ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶା ଚତୁର୍ଥ...

Coronavirus Update


Archives

Model This Week

Why Dharitri