Posted inଜାତୀୟ

୩୭୦ ଭୋଟରେ ଲୋକ ସଭାରେ ପାସ୍‌ ହେଲା ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍‌

ନୂଆଦିଲ୍ଲୀ,୬।୮: ରାଜ୍ୟ ସଭା ପରେ ଲୋକ ସଭାରେ ଗୃହୀତ ହୋଇଛି ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍‌। ଉକ୍ତ ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଉଚ୍ଛେଦ ବିଲ୍‌ ମଙ୍ଗଳବାର ବହୁମତରେ ପାସ୍‌ ହୋଇଛି। ବିଲ୍‌ ସପକ୍ଷରେ ୩୭୦ଟି ଭୋଟ ପଡ଼ିିଥିବା ବେଳେ ବିପକ୍ଷରେ ଯାଇଛି ମାତ୍ର ୭୦ ଭୋଟ।

ପ୍ରକାଶଯୋଗ୍ୟ, ସୋମବାର ରାଜ୍ୟ ସଭାରେ ଉକ୍ତ ବିଲ୍‌କୁ ଉଚ୍ଛେଦ ନେଇ ବିଲ୍‌ ପାସ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ ଆଗତ କରିଥିବା ଏହି ପ୍ରସ୍ତାବ ବହୁମତରେ ଗୃହୀତ ହୋଇଥିଲା। ଏଥିରେ ଜମ୍ମୁ-କଶ୍ମୀରଠାରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ପ୍ରତିଷ୍ଠା କରାଯିବାକୁ ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବରେ ମୋଦିଙ୍କ ପ୍ରଥମ ରାଲି, କହିଲେ ଏହି ମାଟି ସହ ମୋର ରହିଛି ପୁରୁଣା ସମ୍ପର୍କ

ଚଣ୍ଡିଗଡ,୧୪ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପ୍ରଥମ କରି ସେଠାରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଜଳନ୍ଧରରେ...

ଦୁଇ ମୁହାଁ ଛୁଆ ଶାର୍କ ଉଦ୍ଧାର: ବୈଜ୍ଞାନିକ ହେଲେ ଆଶ୍ଚର୍ଯ୍ୟ

ମୁମ୍ବାଇ, ୧୭।୧୦: ପ୍ରକୃତିରେ କିଛି ଏମିତି ଅନେକ ଜିନିଷ ରହିଛି, ଯାହା ବିଷୟରେ ଆମେ କଳ୍ପନା ମଧ୍ୟ କରିପାରିବା ନାହିଁ। ଯେତେବେଳେ ଆମେ ଏହାକୁ ଦେଖିଥାଉ...

ପୁଣି ଅଧ୍ୟକ୍ଷ ପଦ ସମ୍ଭାଳିବେ ରାହୁଲ: ମନମୋହନଙ୍କ ପରେ ଶଶି ଥରୁର୍‌ ଦେଲେ ସଙ୍କେତ

ନୂଆଦିଲ୍ଲୀ,୧୫।୧୨: କଂଗ୍ରେସ ଅଧ୍ୟକ୍ଷ ପଦ ପୁଣି ରାହୁଲ ଗାନ୍ଧୀ ସମ୍ଭାଳିବେ ବୋଲି ସଙ୍କେତ ମିଳିଛି। ଭାରତ ବଚାଓ ରାଲିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏନେଇ...

ଜମ୍ମୁ କଶ୍ମୀରରେ ଶାନ୍ତିଶୃଙ୍ଖଳାର ସହ ପାଳନ ହେଲା ଇଦ୍‌:ଗଳିକନ୍ଦିରେ ବୁଲିଲେ ଡୋଭାଲ

ଶ୍ରୀନଗର, ୧୨।୮: କଡ଼ାସୁରକ୍ଷା ଭିତରେ ଜମ୍ମୁ-କଶ୍ମୀରରେ ନିରାଡମ୍ବର ଭାବରେ ଇଦ-ଉଲ-ଜୁହା ପାଳିତ ହୋଇଛି। ମୁଖ୍ୟତଃ ଶ୍ରୀନଗରରେ ଅଧିକ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇଦ...

ରୁଷିଆ-ୟୁକ୍ରେନ ଯୁଦ୍ଧ: ହୀରା ବ୍ୟବସାୟ ପ୍ରଭାବିତ

ଗାନ୍ଧୀନଗର,୨୧।୫: ସୁରାଟକୁ ଭାରତୀୟ ହୀରା ବ୍ୟବସାୟର କେନ୍ଦ୍ରସ୍ଥଳ କୁହାଯାଉଥିବାବେଳେ ରୁଷିଆ ଏବଂ ୟୁକ୍ରେନ୍‌ ଯୁଦ୍ଧ ପାଇଁ ବ୍ୟବସାୟ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ଜେମ୍ସ ଆଣ୍ଡ୍‌...

ପ୍ରଶାସନିକ ଅଧିକାରୀଙ୍କୁ ଯୋଗୀଙ୍କ କଡ଼ା ନିର୍ଦ୍ଦେଶ

ଝାନ୍ସି,୮।୫: ରାସ୍ତାରେ ଧର୍ମୀୟ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ନ ଦେବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ...

ଭାରତୀୟ ଛାତ୍ର ତିଆରି କଲେ ହାଲ୍‌କା ଉପଗ୍ରହ, ନାସା କରିବ ଲଞ୍ଚ୍‌

ଚେନ୍ନାଇ,୩୦।୧୨: ତାମିଲନାଡୁର ତ୍ରିଚିରେ ରହୁଥିବା ଜଣେ ଛାତ୍ର କମାଲ କରିଛନ୍ତି। ବିଶ୍ୱର ହାଲୁକା ଉପଗ୍ରହ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଏହି ଛାତ୍ର। ତାଙ୍କ ଚମତ୍କାର...

ପଶ୍ଚିମବଙ୍ଗ ଜୟ ଯୋଜନା: ଭାଜପା ଗଠନ କଲା ୫ ଜଣିଆ ଟିମ୍‌

କୋଲକାତା,୧୮।୧୧: ଭାଜପା ଏବେ ପଶ୍ଚିମବଙ୍ଗ ଜୟ ଯୋଜନା କରିଛି। ଏଥି ପାଇଁ ଦଳ ପକ୍ଷରୁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଟିମ୍‌ ସଦସ୍ୟମାନେ ରାଷ୍ଟ୍ରୀୟ...

Advertisement
Archives

Model This Week