Posted inଜାତୀୟ

୩୭୦ ଭୋଟରେ ଲୋକ ସଭାରେ ପାସ୍‌ ହେଲା ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍‌

ନୂଆଦିଲ୍ଲୀ,୬।୮: ରାଜ୍ୟ ସଭା ପରେ ଲୋକ ସଭାରେ ଗୃହୀତ ହୋଇଛି ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍‌। ଉକ୍ତ ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଉଚ୍ଛେଦ ବିଲ୍‌ ମଙ୍ଗଳବାର ବହୁମତରେ ପାସ୍‌ ହୋଇଛି। ବିଲ୍‌ ସପକ୍ଷରେ ୩୭୦ଟି ଭୋଟ ପଡ଼ିିଥିବା ବେଳେ ବିପକ୍ଷରେ ଯାଇଛି ମାତ୍ର ୭୦ ଭୋଟ।

ପ୍ରକାଶଯୋଗ୍ୟ, ସୋମବାର ରାଜ୍ୟ ସଭାରେ ଉକ୍ତ ବିଲ୍‌କୁ ଉଚ୍ଛେଦ ନେଇ ବିଲ୍‌ ପାସ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ ଆଗତ କରିଥିବା ଏହି ପ୍ରସ୍ତାବ ବହୁମତରେ ଗୃହୀତ ହୋଇଥିଲା। ଏଥିରେ ଜମ୍ମୁ-କଶ୍ମୀରଠାରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ପ୍ରତିଷ୍ଠା କରାଯିବାକୁ ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ନ ମିଳିବାରୁ ମରାଠି କଳାକାରଙ୍କ ସହ ନବଜାତକର ମୃତ୍ୟୁ

ମୁମ୍ବାଇ,୨୨।୧୦: ଦୁର୍ଗମ ଅଞ୍ଚଳରେ ଆମ୍ବୁଲାନ୍ସ ନ ମିଳିବା ରୋଗୀ ବା ଗର୍ଭବତୀ ଖଟିଆରେ ବୁହାହେବା ଅବା ଚାଲି ଚାଲି ହସ୍ପିଟାଲ ଯିବା ଖବର ଦେଖିବାକୁ ମିଳିଛି।...

ରାଜନୀତିରୁ ସନ୍ନ୍ୟାସ ନେଇ ଘୋଷଣା କଲେ ବି.ଏସ୍‌. ୟେଦୁରୁପ୍ପା

ବେଙ୍ଗାଲୁରୁ, ୩୧।୧: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରୁପ୍ପା ରାଜନୀତିରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଭାଜପାର କେନ୍ଦ୍ରୀୟ ସଂସଦୀୟ କମିଟିର ସେ ସଦସ୍ୟ ଥିବା...

ଯାତ୍ରୀଙ୍କ ତଥ୍ୟ ଚୋରି ଅଭିଯୋଗକୁ ଖଣ୍ଡନ କଲା ରେଲଓ୍ବେ

ନୂଆଦିଲ୍ଲୀ,୨୯ା୧୨: ଭାରତୀୟ ରେଳପଥର ୩ କୋଟି ଯାତ୍ରୀଙ୍କ ତଥ୍ୟ ଚୋରି କରାଯାଇ ଡାର୍କ ଓ୍ବେବ୍‌ରେ ବିକ୍ରି ପାଇଁ ରଖାଯାଇଥିବା ହକରମାନଙ୍କ ଫୋରମ୍‌ ପକ୍ଷରୁ ଦାବି କରାଯାଇଛି।...

ସରପଞ୍ଚଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୯।୩: ଶ୍ରୀନଗର ସହରର ସୀମାନ୍ତରେ ଥିବା ଖାନମୋହରେ ଆତଙ୍କବାଦୀମାନେ ଜଣେ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି। ମୃତ ଜଣଙ୍କ ହେଲେ ସମୀର ଭଟ୍ଟ। ଆତଙ୍କବାଦୀଙ୍କ ଗୁଳିମାଡରେ ତାଙ୍କର...

ପ୍ରଥମଥର ମୁଖ୍ୟମନ୍ତ୍ରୀ ଆସନରେ ବସିଲେ ଷ୍ଟାଲିନ୍‌: ନେଲେ ଶପଥ

ଚେନ୍ନାଇ,୭।୫: ଡିଏମକେ ସଭାପତି ଏମ.କେ ଷ୍ଟାଲିନ୍‌ ଆଜି ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ମନ୍ତ୍ରୀମଣ୍ଡଳରେ ୩୩ ସଦସ୍ୟ ସାମିଲ ହୋଇଛନ୍ତି।...

ପ୍ରାତଃ ଭ୍ରମଣ କହି ଦୈନିକ ଯାଉଥିଲେ ପାର୍କ, ଦିନେ ପିଛା କରି ଧରିଲା ସ୍ତ୍ରୀ

ନୂଆଦିଲ୍ଲୀ,୧।୧୦: ପାର୍କରେ ଅନ୍ୟ ଜଣେ ମହିଳାଙ୍କ ସହ ସ୍ବାମୀଙ୍କୁ ଧରିଥିଲେ ଜଣେ ମହିଳା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଭିଡିଓରେ ସକାଳୁ...

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବ ପାମ୍ପଡ଼: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୪।୭: ସମଗ୍ର ଦେଶରେ କରୋନା ଭାଇରସ ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ସହ ମୁକାବିଲା ପାଇଁ ସମଗ୍ର ବିଶ୍ୱ ଭ୍ୟାକସିନ୍‌ ପ୍ରସ୍ତୁତି...

ପିନାକା-ଇଆର୍‌ ରକେଟର ସଫଳ ପରୀକ୍ଷଣ, ସେନାର ଶକ୍ତିରେ ବୃଦ୍ଧି…

ପୋଖରନ୍‌,୧୧।୧୨: ପିନାକା ରକେଟ ଲଞ୍ଚର୍‌ ସିଷ୍ଟମର ସାମର୍ଥ୍ୟକୁ ବୃଦ୍ଧି କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ପୋଖରାନ ରେଞ୍ଜରେ ପିନାକାର ଏକ୍ସଟେଣ୍ଡ୍‌ ରେଞ୍ଜ (ପିନାକା-ଇଆର୍‌) ମଲ୍ଟି ବ୍ୟାରେଲ...

Advertisement
Archives

Model This Week