Posted inଖେଳ

୩୭ ବର୍ଷୀୟ ଏହି କ୍ରିକେଟରଙ୍କ ପାଇଁ ଯୁବତୀ ଖୋଜୁଛନ୍ତି ହରଭଜନ ସିଂ

ଭାରତୀୟ ଦଳର ପୂର୍ବତନ କ୍ରିକେଟର ହରଭଜନ ସିଂ ସାଥୀ ଖେଳାଳି ଅମିତ ମିଶ୍ରଙ୍କ ବିବାହ ପାଇଁ ଯୁବତୀ ଖୋଜୁଛନ୍ତି। ଟୁଇଟରରେ ଭଜ୍ଜି ଏହି ସୂଚନା ଦେଇଛନ୍ତି। ନଭେମ୍ବର ୨୪ରେ ଅମିତ ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ହରଭଜନ ତାଙ୍କୁ ମଜାଳିଆ ଅନ୍ଦାଜ୍‌ରେ ଜନ୍ମଦିନ ଶୁଭେଚ୍ଛା ଦେବା ସହ ଖୁବଶୀଘ୍ରଙ୍କ ତାଙ୍କ ବିବାହ ହୋଇଯାଉ ବୋଲି କାମନା କରିଛନ୍ତି। ଯଦି କୌଣସି ଘରୋଇ ଝିଅ ଅଛି ତ କୁହନ୍ତୁ, ଭାଇର ବିବାହ କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅମିତ ମିଶ୍ର ଦୀର୍ଘ ୧୬ ବର୍ଷ ହେବ କ୍ରିକେଟ ଜଗତରେ ସକ୍ରିୟ ଅଛନ୍ତି। ସେ ଭାରତ ପକ୍ଷରୁ ୨୨ଟି ଟେଷ୍ଟ ଏବଂ ୩୬ଟି ଏକ ଦିବସୀୟ ମ୍ୟାଚ୍‌ ଖେଳିଛନ୍ତି। ସେ ୨୦୧୬ ଡିସେମ୍ବରରେ ଭାରତ ପକ୍ଷରୁ ଶେଷଥର ପାଇଁ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୋଲାର୍ଡଙ୍କ ଅତିଥି ସାଜିଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୫।୮: ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର କିରନ୍‌ ପୋଲାର୍ଡଙ୍କ ଘରେ ଅତିଥି ସାଜିଲେ ଟିମ୍‌ ଇଣ୍ଡିଆ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଓ୍ବେଷ୍ଟଇଣ୍ଡିଜ ଗସ୍ତ ସମୟରେ ବିରତି ନେଇ ସେ...

ଟେଷ୍ଟ ସିରିଜ: ଈଶାନ୍ତ ଆଉଟ, ୧୧ରେ ରୋହିତଙ୍କୁ ନେଇ ନିଷ୍ପତ୍ତି

ସିଡ୍‌ନୀ,୨୮।୧୧ (ପି.ଟି.): ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ଭାରତର ସବୁଠାରୁ ଅଭିଜ୍ଞ ବୋଲର ଈଶାନ୍ତ ଶର୍ମା ବାଦ୍‌ ପଡିଛନ୍ତି। ସିରିଜ ବେଳକୁ ସେ ମ୍ୟାଚ୍‌...

୭ ରାଜ୍ୟରେ ଖୋଲିବ ୧୪୩ ଖେଲୋ ଇଣ୍ଡିଆ ସେଣ୍ଟର

ନୂଆଦିଲ୍ଲୀ, ୨୬ା୫ (ପି.ଟି.)- ତୃଣମୂଳସ୍ତରରୁ ପ୍ରତିଭା ଚିହ୍ନଟ ଲକ୍ଷ୍ୟ ନେଇ ୭ଟି ରାଜ୍ୟରେ ୧୪୩ ଖେଲୋ ଇଣ୍ଡିଆ ସେଣ୍ଟର ଖୋଲିବା ଲାଗି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ...

ଆଇପିଏଲ୍‌ର କେଉଁ ଟିମ୍‌ ସହ ଖେଳିବାକୁ ଆଗ୍ରହୀ ଇଂଲଣ୍ଡର ଏହି ମହିଳା କ୍ରିକେଟର୍‌

ଇଂଲଣ୍ଡ ମହିଳା କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ଡାନିଏଲ୍‌ ଓ୍ବେଟ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ପକ୍ଷରୁ ଖେଳିବାକୁ...

ଧୋନୀଙ୍କ ହେଲିକପ୍ଟର ଶଟ୍‌ ଖେଳିଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଧନଶ୍ରୀ ଜଣେ କୋରିଓଗ୍ରାଫର। ସେ...

ଦକ୍ଷିଣ ଆଫ୍ରିକା ଗସ୍ତରୁ ଅଷ୍ଟ୍ରେଲିଆ ଓହରିବା ଚିନ୍ତାଜନକ: ଭନ, ପିଟରସନ

ଲଣ୍ଡନ,୪।୧(ପି.ଟି.): କୋଭିଡ୍‌-୧୯ ସ୍ଥିତି ଓ ସ୍ବାସ୍ଥ୍ୟଗତ ନିରାପତ୍ତାକୁ ଦୃଷ୍ଟିରେ ରଖି ଅଷ୍ଟ୍ରେଲିଆ ତା’ର ଆଗାମୀ ଦକ୍ଷିଣ ଆଫ୍ରିକା ଗସ୍ତରୁ ଓହରିଯାଇଛି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଏହି...

ଦିନିକିଆରୁ ଅବସର ନେଇ ପାରନ୍ତି ଧୋନୀ: ଶାସ୍ତ୍ରୀ

ନୂଆଦିଲ୍ଲୀ, ୯।୧- ଭାରତୀୟ କ୍ରିକେଟ୍‌ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ କ୍ୟାରିୟରକୁ ନେଇ ନାନା ଆଲୋଚନା ଚାଲିଛି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ...

ଖାଲି ପାଦରେ ୧୧ସେକେଣ୍ଡରେ ଶହେ ମିଟର ଅତିକ୍ରମ କରିଥିବା ଧାବକଙ୍କୁ ମିଳିବ ପ୍ରୋତ୍ସାହନ

ଭୋପାଳ,୨୦।୮: ଖେଳାଳୀମାନେ ପ୍ରୋତ୍ସାହନ ପାଇ ନିଜର ଭିନ୍ନ ଭିନ୍ନ ପ୍ରତିଭା ଦେଖାଇ ରାଜ୍ୟ ଓ ଦେଶର ନାଁ କରିଥାନ୍ତି। ତେବେ ଆଜି ବି କିଛି ଏଭଳି...

Advertisement
Archives

Model This Week