Posted inଜାତୀୟ

୩୭ ବର୍ଷ ପରେ ନାଗାଲାଣ୍ଡରେ ବରଫପାତ

କୋହିମା, ୩୦।୧୨:ଉତ୍ତର ଭାରତରେ ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନେକ ସ୍ଥାନରେ ପାରଦ ୩ ଡିଗ୍ରୀ ତଳକୁ ଖସିଛି। ଲୋକେ ଘରୁ ବାହାରିବା ଅସମ୍ଭବ ହୋଇପଡିଛି। ପ୍ରବଳ ଥଣ୍ଡା ଯୋଗୁ ଅନେକ ସ୍ଥାନରେ ବରଫପାତ ହୋଇଛି। ଦୀର୍ଘ ୩୭ ବର୍ଷ ପରେ ନାଗାଲାଣ୍ଡରେ ବରଫପାତ ହୋଇଛି। ସୁରୁହୋତୋ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ଏଚ.ଖେହୋଭି ବରଫପାତର କିଛି ଦୃଶ୍ୟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଏବେ ଭାଇରାଲ ହେବାରେ ଲାଗିଛି। ବରଫପାତ ଦୃଶ୍ୟକୁ ଲୋକେ ଉପଭୋଗ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦିଲ୍ଲୀରୁ ୧୪ଙ୍କୁ ଗିରଫ କଲା ଏନ୍‌ଆଇଏ

ନୂଆଦିଲ୍ଲୀ,୧୫।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜାତୀୟ ତଦନ୍ତ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ଦିଲ୍ଲୀରୁ ୧୪ ଜଣଙ୍କୁ ଗିରଫ କରାଯାଇଛି। ଚେନ୍ନାଇ ଏବଂ ନାଗାପଟ୍ଟିନମ୍‌ଠାରେ କେତେକ ସ୍ଥାନରେ...

ଅଟୋ ଡ୍ରାଇଭରଙ୍କ ପାଇଁ ଘରକୁ ଫେରିଲେ ନାବାଳିକା

ପାଲଘର,୩୦।୧: ପାଠ ପଢ଼ିବା ପାଇଁ ବାପା ମା’ ଚାପ ପକାଇବାରୁ ନୂଆଦିଲ୍ଲୀରୁ ଘର ଛାଡ଼ି ପଳାଇ ଆସିଥିଲେ ଜଣେ ୧୪ ବର୍ଷୀୟା ନାବାଳିକା। ମାତ୍ର ଜଣେ...

କୃଷ୍ଣସାର ଶିକାର ମାମଲା: ସଲମାନ ଆଶ୍ୱସ୍ତ

ନୂଆଦିଲ୍ଲୀ, ୧୧।୨: କୃଷ୍ଣସାର ଶିକାର ମାମଲାରେ ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ବିରୋଧରେ ରାଜସ୍ଥାନ ସରକାରଙ୍କ ପକ୍ଷରୁ ଦାୟର ହୋଇଥିବା ଯାଚିକାକୁ ଗୁରୁବାର ଜୋଧପୁର ଜିଲା...

ମୋଦିଙ୍କ ମନ୍ଦିର ତିଆରି କଲେ କୃଷକ

ତିରୁଚିରାପଲ୍ଲୀ,୨୬।୧୨: ତାମିଲନାଡୁ ତିରୁଚିରାପଲ୍ଲୀର ଜଣେ କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କର ଏକ ମନ୍ଦିର ତିଆରି କରିଛନ୍ତି। ପି. ଶଙ୍କର(୫୦ ବର୍ଷ) ନାମକ ଉକ୍ତ କୃଷକ ଜଣଙ୍କ...

କମ୍ପାନୀ ଅଧିକାରୀ ଏବେ ସରକାରୀ ବାବୁ

ନୂଆଦିଲ୍ଲୀ,୧ା୯: ସାଧାରଣତଃ ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ ଏବଂ ଆଇଆର୍‌ଏସ୍‌ ଅଫିସରମାନଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ନିଯୁକ୍ତ କରାଯାଇଥାଏ। ଏହା ବ୍ୟତୀତ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି)...

କଣ୍ଟେନରରେ ଜଳିଗଲା ୪୦ ଇ-ସ୍କୁଟର

ନାସିକ,୧୨।୪: ମହାରାଷ୍ଟ୍ରର ନାସିକ ସହରରେ ଥିବା ଜିତେନ୍ଦ୍ର ଇଲେକ୍ଟିକ୍‌ ଭେହିକ୍ଲସ୍‌ର ଏକ କଣ୍ଟେନରରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪୦ ଇ-ସ୍କୁଟର ଜଳିଯାଇଛି। ମିଳିଥିବା ସୂଚନା ମୁତାବକ,...

ଜେଏନ୍‌ୟୁ ବିକ୍ଷୋଭରେ ଦୀପିକା

ନୂଆଦିଲ୍ଲୀ,୮ା୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଙ୍ଗଳବାର ରାତିରେ ଜେଏନ୍‌ୟୁ କ୍ୟାମ୍ପସ୍‌ରେ ପହଞ୍ଚି ଆହତ ଛାତ୍ରୀଛାତ୍ରଙ୍କୁ ଭେଟିଥିଲେ। ରବିବାର ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଉପରେ ଦୁର୍ବୃତ୍ତମାନେ ମୁହଁରେ...

ଫ୍ରାନ୍ସ ଆତଙ୍କବାଦୀ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇ ଫସିଲେ ମୁନବ୍ୱର

ଲକ୍ଷ୍ନୌ,୨ ।୧୧: ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇଥିବା ଜଣାଶୁଣା ଶାୟର ମୁନବ୍ୱର ରାଣାଙ୍କ ବିରୋଧରେ ଲକ୍ଷ୍ନୌର ହଜରତଗଞ୍ଜ କୋତୱାଲିରେ ଏଫ୍‌ଆଇଆର୍ ଦିଆଯାଇଛି...

Advertisement
Archives

Model This Week