Posted inଖେଳ

୩୮ ବର୍ଷରେ ଯୁବରାଜ: ୬ ବଲରେ ୬ଟି ଛକ୍କା ମାରି ଇଂଲଣ୍ଡ ଟିମ୍‌କୁ ଦେଇଥିଲେ କନ୍ଦାଇ

ନୂଆଦିଲ୍ଲୀ, ୧୨।୧୨: ଭାରତୀୟ କ୍ରିକେଟର ଯୁବରାଜ ସିଂ ଗୁରୁବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୧ ଡିସେମ୍ବର ୧୨ରେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ଯୁବରାଜଙ୍କୁ ପ୍ରଶଂସକ ସ୍ନେହରେ ଯୁବି ବୋଲି ଡାକିଥାନ୍ତି। ୨୦୦୭ରେ ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚ୍‌ରେ ଯୁବରାଜ ଷ୍ଟୁଆର୍ଟ ବୋର୍ଡଙ୍କ ୬ଟି ବଲରେ ୬ଟି ଛକ୍କା ମାରି ଉପସ୍ଥିତ ଦର୍ଶକଙ୍କୁ କରିଥିଲେ ସ୍ତମ୍ଭୀଭୁତ। ପ୍ରଶଂସକଙ୍କ କରତାଳିରେ ଉଛୁଳି ଉଠିଥିଲା ସାରା ଷ୍ଟାଡିୟମ୍‌। ଏହାପର ଓଭରରେ ମଧ୍ୟ ଯୁବରାଜ କରିଥିଲେ ଧୂଆଁଧାର ବ୍ୟାଟିଂ। ମାତ୍ର ୧୨ଟି ବଲରେ ସେ ପୂରଣ କରିଥିଲେ ଅର୍ଦ୍ଧ ଶତକ। ଯୁବରାଜଙ୍କ ବ୍ୟାଟିଂ ନୈପୁଣତା ଦେଖି ଇଂଲଣ୍ଡ ଟିମ୍‌ର ହୋସ୍‌ ଉଡିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?